ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ: ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ
ଭୁବନେଶ୍ୱର: ରାଜ୍ୟରେ ଲାଗି ରହିଛି ଲଘୁଚାପ ଜନିତ ବର୍ଷା । ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଫଳରେ ଆସନ୍ତାକାଲି ଯାଏଁ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର…