ଓଡ଼ିଶା ବିଜ୍ଞାନ ଏକାଡେମୀ ପୁରସ୍କାର ଘୋଷିତ, ସମ୍ବର୍ଦ୍ଧିତ ହେବେ ୧୬ ଜଣ ବୈଜ୍ଞାନିକ
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ବୈଷୟିକ ବିଭାଗର ଅନୁମୋଦନ କ୍ରମେ ଓଡ଼ିଶା ବିଜ୍ଞାନ ଏକାଡେମୀ ପକ୍ଷରୁ ପୁରସ୍କାର ତାଲିକା ପ୍ରକାଶ ପାଇଛି` ଏଥିରେ ୫ଟି ବର୍ଗରେ ୧୬ ଜଣ ବୈଜ୍ଞାନିକଙ୍କୁ ପୁରସ୍କୃତ କରାଯିବ । କିଟ୍ ବିଶ୍ୱବିଦ୍ୟାଳୟର ସ୍କୁଲ ଅଫ୍…