ଭଦ୍ରକରେ ସୁଧୁରୁଛି ସ୍ଥିତି, ଆଜି ଲିଜ୍ ଲାଇନ ଇଣ୍ଟରନେଟ ସେବା ଆରମ୍ଭ
ଭଦ୍ରକ : ବିବାଦୀୟ ପୋଷ୍ଟକୁ ନେଇ ଭଦ୍ରକ ଓ ଧାମନଗରରେ ଉତ୍ତେଜନା ଘଟଣା । ପୋଲିସକୁ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ସମେତ ୨୨ ଗିରଫ । ଉତ୍ତେଜନା ପରେ ଭଦ୍ରକରେ ସୁଧୁରୁଛି ସ୍ଥିତି । ବିବାଦୀୟ ପୋଷ୍ଟ କରିଥିବା ମୁଖ୍ୟ…
ଭଦ୍ରକ : ବିବାଦୀୟ ପୋଷ୍ଟକୁ ନେଇ ଭଦ୍ରକ ଓ ଧାମନଗରରେ ଉତ୍ତେଜନା ଘଟଣା । ପୋଲିସକୁ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ସମେତ ୨୨ ଗିରଫ । ଉତ୍ତେଜନା ପରେ ଭଦ୍ରକରେ ସୁଧୁରୁଛି ସ୍ଥିତି । ବିବାଦୀୟ ପୋଷ୍ଟ କରିଥିବା ମୁଖ୍ୟ…
ମାଲକାନଗିରି: ମାଲକାନଗିରି ଡିପଥେରିଆ ଆତଙ୍କ। ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହେବା ପରେ ମେଡିକାଲ ଟିମ୍ ଗାଁରେ ପହଂଚି ସ୍ଥିତି ପରଖିଛି। ମୃତକ ଜଣକ ଛାତ୍ର ହୋଇଥିବାରୁ ତଙ୍ଗଗୁଡ଼ା ଆବାସିକ ବିଦ୍ୟାଳୟରେ ପହଞ୍ଚି ସମସ୍ତ ଛାତ୍ରଛାତ୍ରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଇଛନ୍ତି ଟିମ୍ ।…
ରାଉରକେଲା: ସୁନ୍ଦରଗଡ ଜିଲ୍ଲାର ଜଣେ ୧୭ ବର୍ଷର ବାଳିକାଙ୍କୁ ଗଣଦୁଷ୍କର୍ମ ଘଟଣାରେ ସ୍ୱତନ୍ତ୍ର POCSO କୋର୍ଟ ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି। ଯାହା ପରେ ସମସ୍ତଙ୍କୁ ଜେଲ ପଠାଇଦିଆଯାଇଛି। ଏହି ୬ ଜଣଙ୍କୁ ଗଣଦୁଷ୍କର୍ମ ଘଟଣାରେ ଗିରଫ କରାଯିବା ପରେ…
ଜମ୍ମୁ କଶ୍ମୀରରେ ପଡ଼ିଛି ମଧ୍ୟପ୍ରାଚ୍ୟ ହିଂସାର ପ୍ରଭାବ। ଲେବାନରର ସମର୍ଥିତ ସଂଗଠନ ହେଜବୁଲାର ମୁଖ୍ୟ ହାସନ ନସ୍ରଲ୍ଲାର ମୃତ୍ୟୁକୁ ବିରୋଧ କରି ଆଜି ଜମ୍ମୁ କଶ୍ମୀରରେ କିଛି ଲୋକ ପ୍ରତିବାଦ କରିଥିବା ଦେଖିବାକୁ ମିଳିଛି। ଜମ୍ମୁ କଶ୍ମୀର ବୁଡଗାମରେ ଏହି ପ୍ରତିବାଦ…
ଯାଜପୁର: ପୁଣି ଖୋଲିବ ସ୍ମିତାରାଣୀ ମୃତ୍ୟୁ ମାମଲା । ଧର୍ମଶାଳା ପିଇଓ ସ୍ମିତାରାଣୀ ମୃତ୍ୟୁ ମାମଲାର ତଦନ୍ତ ହେବ । ଆଜି ଯାଜପୁର ବଡଚଣାରେ ବିଜେପି ସଦସ୍ୟତା ଗ୍ରହଣ କାର୍ଯ୍ୟକ୍ରମରେ ଯୋଗ ଦେଇ ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ…
ଦୁଇ ଦିନ ତଳେ ବିଜେଡିରୁ ଇସ୍ତଫା ଦେଇଥିବା ନୟାଗଡ଼ ଜିଲ୍ଲା ଦଶପଲ୍ଲା ଏନ୍ଏସିର ଉପାଧ୍ୟକ୍ଷ କିଶୋର ଚନ୍ଦ୍ର ଦାସ ଆଜି ବିଜେପିରେ ଯୋଗ ଦେଇଛନ୍ତି। କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀ ଓ ବିଜେପିର ସମସ୍ତ ବ୍ଲକ୍ ସ୍ତରୀୟ କାର୍ଯ୍ୟକର୍ତ୍ତାଙ୍କ ଉପସ୍ଥିତିରେ ଶ୍ରୀ…
ଯାଜପୁର: ‘ବିକାଶ ନାଁରେ ଓଡିଶାର ବିନାଶ କରିଛି ବିଜେଡି । ଓଡିଶାକୁ ଲୁଟିଛି । ଯାଜପୁରକୁ ବହୁ ପଛକୁ ନେଇଯାଇଛି ।’ ଆଜି ଯାଜପୁର ବଡଚଣାରେ ବିଜେଡି ପ୍ରତି ସ୍ବର ଶାଣିତ କରି କିଛି ଏପରି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ…
ଆମେରିକାରେ ଧ୍ୱଂସର ତାଣ୍ଡବ ରଚିଛି ଘୂର୍ଣ୍ଣିବାତ୍ୟା ‘ହେଲେନ୍’ । ଏଥିରେ ୫୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ହଜାର ହଜାର ଲୋକ ବାସହୀନ ହୋଇପଡ଼ିଛନ୍ତି । ସେପଟେ ମେକ୍ସିକୋରେ ଘୂର୍ଣ୍ଣିବାତ୍ୟା ‘ଜନ୍’ ମଧ୍ୟ ବହୁ ବିନାଶ ଘଟାଇଛି । ଦକ୍ଷିଣ-ପଶ୍ଚିମ…
ଅକ୍ଟୋବର ୬ ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ପାଣିପାଗ ବିଭାଗ ପକ୍ଷରୁ ୨୭ ସେପ୍ଟେମ୍ବରରୁ ୧୦ ଅକ୍ଟୋବର ପର୍ଯ୍ୟନ୍ତ ରାଜ୍ୟର ପାଣିପାଗକୁ ନେଇ କରାଯାଇଥିବା ବିସ୍ତାରିତ ପରିସର ଆକଳନରେ ଏହି…
ଭୁବନେଶ୍ବର: ଖୁବଶୀଘ୍ର ନିଯୁକ୍ତ ହେବେ ବୋର୍ଡ ଏବଂ ନିଗମ ଅଧ୍ୟକ୍ଷ । ବରିଷ୍ଠ ତଥା ଅବସରପ୍ରାପ୍ତ ଅଧିକାରୀଙ୍କୁ ଏଥିରେ ସାମିଲ କରାଯିବ । ଏନେଇ ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ସାମଲ କହିଛନ୍ତି, ସଦସ୍ୟତା ଅଭିଯାନ…