ରାଜଧାନୀ ଉପକଣ୍ଠରୁ କଲରାପତରିଆ ବାଘ ଛାଲ ଜବତ, ୭ ଶିକାରୀ ଗିରଫ
ଭୁବନେଶ୍ୱର : ରାଜଧାନୀ ଉପକଣ୍ଠରୁ କଲରାପତରିଆ ବାଘ ଛାଲ ଜବତ । ତମଣ୍ଡୋ କାଶିପୁର ମୌଜା ବଳିଆପଡା ଗାଁ ଖେଳ ପଡିଆ ପାଖରୁ ଜବତ । ଘଟଣାରେ ୭ ଜଣ ଶିକାରୀ ଗିରଫ ହୋଇଛନ୍ତି । ବିକ୍ରି ପାଇଁ ଡିଲ୍ ଚାଲିଥିବା…
ଭୁବନେଶ୍ୱର : ରାଜଧାନୀ ଉପକଣ୍ଠରୁ କଲରାପତରିଆ ବାଘ ଛାଲ ଜବତ । ତମଣ୍ଡୋ କାଶିପୁର ମୌଜା ବଳିଆପଡା ଗାଁ ଖେଳ ପଡିଆ ପାଖରୁ ଜବତ । ଘଟଣାରେ ୭ ଜଣ ଶିକାରୀ ଗିରଫ ହୋଇଛନ୍ତି । ବିକ୍ରି ପାଇଁ ଡିଲ୍ ଚାଲିଥିବା…
ବ୍ୟାନ୍ ହେଲା ମାଇକ୍ରୋବ୍ଲଗିଂ ସାଇଟ୍ ‘ଏକ୍ସ’ ବା ଟ୍ୱିଟର୍। ଶନିବାର ବ୍ରାଜିଲ ସରକାର ଏହା ଉପରେ ବ୍ୟାନ୍ ଲଗାଇଛନ୍ତି। ଫଳରେ ଏହା ବ୍ରାଜିଲରେ ଆଉ କାମ କରୁନି। ବର୍ତ୍ତମାନ ବ୍ରାଜିଲର ଉପଭୋକ୍ତାମାନେ ‘X’ର ସେବା ବ୍ୟବହାର କରିପାରିବେ ନାହିଁ। ଉଭୟ ମୋବାଇଲ୍…
ଭୁବନେଶ୍ବର: ନକଲି ପୋଲିସ କୁ ବାନ୍ଧିଲା ଅସଲି ପୋଲିସ । ପୋଲିସ ଡ୍ରେସ ପିନ୍ଧି ଫେସବୁକ ରେ ଯୁବତୀ ମାନଙ୍କୁ ଫସାଇ ପ୍ରେମ ବିବାହ କରୁଥିଲେ । ଏଭଳି ଜଣେ ନକଲି ପୋଲିସକୁ ଗିରଫ କରିଛି ଖଣ୍ଡଗିରି ପୋଲିସ । ଗିରଫ…
ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଜେଡିୟୁକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି ଆରଜେଡି ନେତା ତେଜସ୍ୱୀ ଯାଦବ। ୯ମ ସେଡ୍ୟୁଲରେ ସଂରକ୍ଷଣ ବ୍ୟବସ୍ଥା ସପକ୍ଷରେ ଯଦି ଜେଡିୟୁ ରହିଛି, ତା’ହେଲେ ଦଳର ନେତାମାନେ ଖୋଲାଖୋଲି ମତ ରଖନ୍ତୁ ବୋଲି ତେଜସ୍ୱୀ କହିଛନ୍ତି। ଏଥିସହ…
ସମ୍ବଲପୁର: ପୂର୍ବତନ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ଅଶ୍ବିନୀ ଗୁରୁଙ୍କ ପରଲୋକ ହୋଇଥିବାର ସୂଚନା ମିଳିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା। ହୃଦଘାତରେ ସେ ପ୍ରାଣତ୍ୟାଗ କରିଥିବା ଜଣାଯାଇଛି। ଅଶ୍ବିନୀ ଗୁରୁ ୧୯୮୦ରୁ ୧୯୮୫ ଯାଏ ସମ୍ବଲପୁରର…
ଶିବାଜୀ ମହାରାଜଙ୍କ ବିଶାଳ ପ୍ରତିମୂର୍ତ୍ତି ଭୁଶୁଡ଼ିବା ଘଟଣାକୁ ନେଇ ରାଜନୀତି ଜୋରଧରିଛି। ଆଜି ଏହାର ପ୍ରତିବାଦରେ କ୍ଷମତାସୀନ ଏକନାଥ ସିନ୍ଦେ ସରକାରଙ୍କ ବିରୋଧରେ ଗର୍ଜିଛନ୍ତି ବିରୋଧୀ। ଆଜି ମୁମ୍ବାଇରେ ମହା ବିକାଶ ଅଘାଡ଼ି(ଏମଭିଏ) ପକ୍ଷରୁ ଆୟୋଜନ କରାଯାଇଛି ବିଶାଳ ବିକ୍ଷୋଭ ଶୋଭଯାତ୍ରା।…
ଭୁବନେଶ୍ଵର: ତେଜିବାରେ ଲାଗିଲାଣି ରେଭେନ୍ସା ରାଜନୀତି । ଗତକାଲି ରେଭେନ୍ସା ବିଶ୍ଵବିଦ୍ୟାଳୟର ନାମ ପରିବର୍ତ୍ତନକୁ ନେଇ ଧର୍ମେନ୍ଦ୍ର ପ୍ରଧାନଙ୍କ ମନ୍ତବ୍ୟ ପରେ ରାଜନୀତି ଜୋର ଧରିବାରେ ଲାଗିଛି । ଶାସକ-ବିରୋଧି ଟଣାଟଣି ହେବାରେ ଲାଗିଲେଣି । ସେପଟେ ରେଭେନ୍ସା ପ୍ରସଙ୍ଗରେ ବିଜେଡିକୁ…
ଆରବ ସାଗର ପଟୁ ଗୁଜରାଟକୁ ମାଡ଼ି ଆସୁଛି ସାମୁଦିକ ଝଡ଼ ‘ଆସନା’। ଏହାର ପ୍ରଭାବରେ ସାରା ରାଜ୍ୟରେ ୫ ତାରିଖ ଯାଏ ଭୀଷଣରୁ ଅତି ଭୀଷଣ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ଆଶଙ୍କା କରାଯାଉଛି ଯେ,…
ଭୁବନେଶ୍ୱର : ଚିକେନ୍ ଛାଡ଼ି ମାଛ ଦୋକାନ ମୁହାଁ ଗ୍ରାହକ । ବାର୍ଡ ଫ୍ଲୁ ଆତଙ୍କ ପରେ ଲୋକମାନେ ଚିକେନ୍ ଖାଇବା ନେଇ ଭୟଭୀତ ହୋଇପଡିଛନ୍ତି । ଫଳରେ ମାଛ ଦୋକାନରେ ଭିଡ ଜମୁଛି । ଏହାର ଫାଇଦା ଉଠାଉଛନ୍ତି ମାଛ…
ଜନତା ଦଳ ୟୁନାଇଟେଡ୍ ତଥା ଜେଡିୟୁ। ଦଳରେ କିଛି ଠିକ୍ ଚାଲିନଥିବା ଚର୍ଚ୍ଚା ହେଉଛି। ଇସ୍ତଫା ଦେଇଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଅତି ଘନିଷ୍ଠ କୁହାଯାଉଥିବା କେସି ତ୍ୟାଗୀ। ସେ ଦଳର ଦଳର ଜାତୀୟ ମୁଖପାତ୍ର ପଦରୁ ଇସ୍ତଫା ଦେଇଛନ୍ତି।…