Month: October 2024

ବାତ୍ୟା ପରେ ମାଡ଼ି ଆସିଲା ଉଚ୍ଚ ଜୁଆର, ପାଣିଘେରରେ ୫୭୧ ପରିବାର

ରାଜନଗର : ବାତ୍ୟା ପରେ ମାଡ଼ି ଆସିଲା ସମୁଦ୍ର ଜୁଆର । ପ୍ରବଳ ବର୍ଷାରେ ବୁଡ଼ିଗଲା ବଗପଟିଆ । ସାତଭାୟା ଥଇଥାନ ଆଶ୍ରୟସ୍ଥଳୀ ବଗପାଟିଆରେ ପଶିଲା ଜୁଆର ପାଣି । ୫୭୧ ପରିବାର ପାଣି ଘେରରେ ରହିଛନ୍ତି । ଫଳରେ ଲୋକମାନେ…

ଆରମ୍ଭ ହେଲା ଟ୍ରେନ୍ ଚଳାଚଳ

ଭୁବନେଶ୍ଵର: ଆରମ୍ଭ ହେଲା ଟ୍ରେନ୍ ଚଳାଚଳ । କିନ୍ତୁ ହୋଇନି ସ୍ବାଭାବିକ । ବାତ୍ୟା ‘ଦାନା’ ପାଇଁ ୨୦୦ ରୁ ଉର୍ଦ୍ଧ୍ଵ ଟ୍ରେନ ବାତିଲ କରିଥିଲା ପୂର୍ବତଟ ରେଳବାଇ । ଏବେ ବାତିଲ୍ ଟ୍ରେନ୍ ଛଡ଼ା ଅନ୍ୟ ସମସ୍ତ ଟ୍ରେନ୍ ସମୟ…

‘ଦାନା’ ବାତ୍ୟା ବେଳେ ଜନ୍ମ ନେଲେ ୧୬୦୦ ଶିଶୁ

ଭୁବନେଶ୍ଵର: ଭୀଷଣ ବାତ୍ୟାର ରୂପ ନେଇ ଭିତରକନିକା ଓ ଧାମରା ମଧ୍ୟରେ ସ୍ଥଳଭାଗ ଛୁଇଁଛି ‘ଦାନା’। କେଉଁଠି ଘର ଦ୍ଵାର ଭାଙ୍ଗି ଲୋକଙ୍କୁ ଦୁଃଖ ଦେଇଯାଇଛି ତ କେଉଁଠି ଦେଇଛି ଖୁସି ଖବର । ବାତ୍ୟା ବେଳେ ରାଜ୍ୟରେ ଜନ୍ମ ନେଇଛନ୍ତି…

ସ୍ବାଭାବିକ ହେଲା ଭୁବନେଶ୍ବରରେ ବିମାନସେବା

ଭୁବନେଶ୍ଵର: ସ୍ବାଭାବିକ ହେଲା ଭୁବନେଶ୍ବରରେ ବିମାନସେବା । ବାତ୍ୟା ‘ଦାନା’ ପାଇଁ ଗତକାଲିଠୁ ୪୦ ବିମାନ ସେବାକୁ ବାତିଲ କରାଯାଇଥିବା ବେଳେ ଆଜି ସକାଳ ୮ଟାରୁ ତାହା ସ୍ୱାଭାବିକ ହୋଇଛି। ଏନେଇ ଭୁବନେଶ୍ବର ବିମାନବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଜାରି କରାଯାଇଛି…

ଦୁର୍ବଳ ହେଉଛି ‘ଦାନା’, ସରିଲା ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା

ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଶେଷ ହୋଇଛି। ଗତକାଲି ମଧ୍ୟ ରାତ୍ରିରେ ଏହା ଭିତରକନିକାର ହବାଳିଖଟି ନେଚରକ୍ୟାମ୍ପ ନିକଟରେ ମାଡ଼ ହୋଇଥିବା ବେଳେ ଆରମ୍ଭ ହୋଇଯାଇଥିଲା ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା। ଏହି ପ୍ରକ୍ରିୟା ଆଜି ସକାଳେ ଶେଷ ହୋଇଥିବା ନେଇ ଭାରତୀୟ ପାଣିପାଗ…

ରାଜ୍ୟ ମହିଳା କମିଶନ ଭଙ୍ଗ କଲେ ସରକାର

ଭୁବନେଶ୍ୱର: ରାଜ୍ୟ ମହିଳା କମିଶନ ଭଙ୍ଗ କରିଛନ୍ତି ମୋହନ ମାଝୀ ସରକାର । ବୁଧବାର ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷାଙ୍କ ସମେତ ଅନ୍ୟ ସଦସ୍ୟାମାନଙ୍କୁ ମଧ୍ୟ ପଦରୁ ହଟାଇ ଦିଆଯାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା…

ପିକେଙ୍କ ସତର୍କ ପଦକ୍ଷେପ: ଉପ-ନିର୍ବାଚନରେ ​​ଦୁଇ ପ୍ରାର୍ଥୀ ବଦଳାଇଲେ

ପାଟନା: ବିହାରର ନିର୍ବାଚନୀ ରାଜନୀତିରେ ପ୍ରଶାନ୍ତ କିଶୋର(ପିକେ)ଙ୍କ ଦଳ ଜନ ସୁରାଜ ଉପ-ନିର୍ବାଚନ ପାଇଁ ଚାରିଜଣ ପ୍ରାର୍ଥୀଙ୍କୁ ବଦଳାଇଛି। ରାଜ୍ୟର ରାଜନୈତିକ ସ୍ଥିତିକୁ ଦୃଷ୍ଟିରେ ରଖି ପିକେ ସତର୍କ ହୋଇ ପଦକ୍ଷେପ ଗ୍ରହଣ କରୁଛନ୍ତି। ପିକେ ଗୟାର ବେଲାଗଞ୍ଜ ଆସନରେ ବାରମ୍ବାର…

ଗାଧୋଇବା ବେଳେ ବୁଡ଼ିଗଲେ ମାଆ, ପୁଅ ଓ ଝିଅ

ଘଟଗାଁ: କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ ବଡ଼ ମସିଣାବିଲା ଗ୍ରାମପଞ୍ଚାୟତ ଅନ୍ତର୍ଗତ ପଣାପସୀ ଗ୍ରାମରେ ଘଟିଛି ଏକ ବଡ ଅଘଟଣ । ପୋଖରୀରେ ବୁଡ଼ି ଗୋଟିଏ ପରିବାରର ମା, ପୁଅ ଓ ଝିଅ ତିନିଜଣଙ୍କ ଜୀବନ ଯାଇଛି । ଆଜି ସକାଳ…

ମହାରାଷ୍ଟ୍ର ନିର୍ବାଚନ ପାଇଁ ଏନସିପି ଘୋଷଣା କଲା ୩୮ ଜଣ ପ୍ରାର୍ଥୀଙ୍କ ନାମ

ମୁମ୍ବାଇ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଅଜିତ ପାୱାରଙ୍କ ଏନସିପି ୩୮ଟି ଆସନରେ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଏନସିପିର ପ୍ରାର୍ଥୀ ତାଲିକାରେ ୟେବଲାରୁ ଛଗନ ଭୁଜବଲ ଏବଂ କାଗଲରୁ ହାସନ ମୁଶ୍ରିଫଙ୍କୁ ଟିକେଟ ଦିଆଯାଇଛି। ଏଥିସହିତ ଅଜିତ ପାୱାର ନିଜେ…

ବାତ୍ୟା ‘ଦାନା’ ପାଇଁ ୩ ଦିନ ବନ୍ଦ ରହିବ ଭିତରକନିକା

କେନ୍ଦ୍ରାପଡା: ବାତ୍ୟା ‘ଦାନା’ ଓଡ଼ିଶାର ଭିତରକନିକା ଜାତୀୟ ଉଦ୍ୟାନ ଏବଂ ଧାମରା ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାକୁ ନଜରରେ ରଖି ଅଧିକାରୀମାନେ ୩ ଦିନ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ଲାଗି ନିଷ୍ପତ୍ତି…