ରାଜ୍ୟ ସରକାରଙ୍କ ମହିଳା କର୍ମଚାରୀଙ୍କ ପାଇଁ ବର୍ଷକୁ ୧୨ ଦିନ ଅତିରିକ୍ତ ସାମୟିକ ଛୁଟି ଘୋଷଣା
ଭୁବନେଶ୍ବର: ରାଜ୍ୟ ସରକାରଙ୍କ ମହିଳା କର୍ମଚାରୀଙ୍କ ପାଇଁ ଅତିରିକ୍ତ ସାମୟିକ ଛୁଟି ୧୨ ଦିନକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ସେମାନେ ଏହି ଅତିରିକ୍ତ ଛୁଟି ପ୍ରଚଳିତ ୧୦ ଦିନ ସାମୟିକ ଛୁଟି ଓ…