କେଜ୍ରିଓ୍ୱାଲଙ୍କୁ ଝଟ୍କା, ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ
ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟି ସୁପ୍ରିମୋ ଅରବିନ୍ଦ କ୍ରଜିଓ୍ୱାଲଙ୍କୁ ଲାଗିଲା ସୁପ୍ରିମ ଝଟ୍କା। ଆବେଦନ ଖାରଜ କଲେ ସର୍ବୋଚ୍ଚ ଅଦାଲତ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଡିଗ୍ରୀକୁ ନେଇ କରାଯାଇଥିବା ଟିପ୍ପଣୀ ମାମଲା କେଜ୍ରିଓ୍ୱାଲଙ୍କୁ ସମନ ଜାରି ହୋଇଥିଲା।…