ଶିମିଳିପାଳକୁ ଆସିବେ ଆଉ ଦୁଇଟି ମହାବଳ ବାଘ
ବାରିପଦା: ଶିମିଳିପାଳକୁ ଆସିବେ ନୂଆ ଅତିଥି । ଆସନ୍ତା ସପ୍ତାହ ମଧ୍ୟରେ ମହାରାଷ୍ଟ୍ରରୁ ଶିମିଳିପାଳକୁ ଦୁଇଟି ମହାବଳ ବାଘ ଆସିବା ନେଇ ସୂଚନା ମିଳିଛି । ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଛି । ଶିମିଳିପାଳର ସ୍ୱତନ୍ତ୍ର ଟିମ୍ ମହାରାଷ୍ଟ୍ର ଯାଇଥିବା ନେଇ…
ବାରିପଦା: ଶିମିଳିପାଳକୁ ଆସିବେ ନୂଆ ଅତିଥି । ଆସନ୍ତା ସପ୍ତାହ ମଧ୍ୟରେ ମହାରାଷ୍ଟ୍ରରୁ ଶିମିଳିପାଳକୁ ଦୁଇଟି ମହାବଳ ବାଘ ଆସିବା ନେଇ ସୂଚନା ମିଳିଛି । ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଛି । ଶିମିଳିପାଳର ସ୍ୱତନ୍ତ୍ର ଟିମ୍ ମହାରାଷ୍ଟ୍ର ଯାଇଥିବା ନେଇ…
ଥମୁନି ମଧ୍ୟପ୍ରାଚ୍ୟ ଯୁଦ୍ଧ। ଏହା ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ଏହାରି ଭିତରେ ଇରାନ୍ ଉପରେ ବଡ ଆକ୍ରମଣ କରିବାକୁ ଯୋଜନା କରୁଛି ଇସ୍ରାଏଲ। ଲିକ୍ ହୋଇଥିବା ଆମେରିକାର ଗୁଇନ୍ଦା ଡକ୍ୟୁମେଣ୍ଟରୁ ଏଭଳି କିଛି ସଙ୍କେତ ମିଳିଛି। ଇରାନ ବିରୁଦ୍ଧରେ…
ଭୁବନେଶ୍ୱର : ପ୍ରେମରେ ପ୍ରତାରଣା । ପ୍ରେମିକ ଦ୍ୱାରା ଠକି ଯାଇ ଜୀବନ ହାରିଲେ ଯୁବତୀ । ନୟାପଲ୍ଲୀ ଦେବରାୟ କଲେଜ ନିକଟସ୍ଥ ଏକ ଘରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ମୃତ ଯୁବତୀ ଜଣଙ୍କ ଜଗତସିଂହପୁର ଜିଲ୍ଲା କୋରତାଲ…
ଭୁବନେଶ୍ଵର: ରାଜ୍ୟ ବିଜେପି ସାଂଗଠନିକ ନିର୍ବାଚନ ପାଇଁ ୪ ନେତାଙ୍କୁ ଦାୟିତ୍ବ। ନିର୍ବାଚନ ଅଧିକାରୀ ଭାବେ ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କୁ ନିଯୁକ୍ତ କରାଯାଇଥିବାବେଳେ ସହ ନିର୍ବାଚନ ଅଧିକାରୀ ଭାବେ ୩ ଜଣଙ୍କୁ ଦିଆଯାଇଛି ଦାୟିତ୍ବ। ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ ନିର୍ବାଚନ…
ମଧୁମେହ ରୋଗୀଙ୍କ ପାଇଁ ଖୁସି ଖବର। ଏଣିକି ରୋଗରୁ ଉପଶମ ଦେବ ଏକ ସ୍ୱତନ୍ତ୍ର ଚା’। ଯାହାକୁ ପିଇଲେ ଆପଣ ଚା’ର ମଜା ଉଠାଇବା ସହ ଏହାର ଔଷଧୀୟ ଗୁଣ ଆପଣଙ୍କ ଶରୀର ପାଇଁ ସାଜିବ ରାମବାଣ। କେବଳ ମଧୁମେହ ରୋଗ…
ମୁମ୍ବାଇ, : ବେଦାନ୍ତ ଗତ ଦୁଇ ଦଶନ୍ଧି ଧରି ଓଡ଼ିଶାର ଅଂଶୀଦାର ହୋଇ ୧ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜି ନିବେଶ କରିବା ସହିତ ରାଜ୍ୟରେ ଏକ ଲକ୍ଷରୁ ଅଧିକ ନିଯୁକ୍ତି ସୃଷ୍ଟି କରିଥିବାବେଳେ ଆଉ ୧ଲକ୍ଷ କୋଟି ଟଙ୍କାର…
ଭୁବନେଶ୍ବର : ବିଜେଡି ଆଉ ବେଶୀ ଦିନ ରହିବ ନାହିଁ। ସେହି ଦଳ ଭାଙ୍ଗିଯିବ। କଂଗ୍ରେସ ନୁହେଁ, ବିଜେପିରେ ମିଶିବ ବିଜେଡି। ଆଜି ଏମିତି ଚାଞ୍ଚଲ୍ୟକର ବୟାନ୍ ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ। ଗଣମାଧ୍ୟମକୁ ସୂଚନା ଦେଇ ଶ୍ରୀ…
କେନ୍ଦ୍ରାପଡା : କେନ୍ଦ୍ରାପଡାର ପୂର୍ବତନ ବିଧାୟକ ତଥା ପୂର୍ବତନ ବିଜେଡି ଜିଲା ସଭାପତି ଉତ୍କଳ କେଶରୀ ପରିଡାଙ୍କର ଆଜି ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ବର୍ଷ ହୋଇଥିଲା । ଦୀର୍ଘ ଦିନଧରି ସେ ଅସୁସ୍ଥ ଥିବା ବେଳେ ଘରୋଇ ହସ୍ପିଟାଲରେ…
ପୁରୀ : ଶ୍ରୀମନ୍ଦିର ବରିଷ୍ଠ ସେବାୟତ ତଥା ସୁପରଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ଆକ୍ରମଣ ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ପନ୍ତିବଡ଼ୁ ସେବକ ଚନ୍ଦନ ସାମନ୍ତରାଙ୍କୁ ନିଲମ୍ବିତ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ଏଥିସହ…
ମୁମ୍ବାଇ: ମୁମ୍ବାଇରେ ଚାଲିଥିବା ନିବେଶକ ସମ୍ମିଳନୀର ଆଜି ଦ୍ୱିତୀୟ ଦିନ। ଦେଶର ପ୍ରମୁଖ ଉଦ୍ୟୋଗୀଙ୍କ ସହ ଆଲୋଚନା କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ପ୍ରଥମ ସେସନରେ ଆଦିତ୍ୟ ବିର୍ଲା ଗ୍ରୁପର ଚେୟାରମ୍ୟାନ ଶ୍ରୀ କୁମାର ମଙ୍ଗଲମ୍ ବିର୍ଲା…