ବିଜୟା ରାହତକର ଜାତୀୟ ମହିଳା ଆୟୋଗର ଅଧ୍ୟକ୍ଷା ନିଯୁକ୍ତ
ନୂଆଦିଲ୍ଲୀ : ବିଜୟା ରାହତକରଙ୍କୁ ଜାତୀୟ ମହିଳା ଆୟୋଗର ଅଧ୍ୟକ୍ଷା ଭାବେ ନିଯୁକ୍ତ କରାଯାଇଛି। ଏନେଇ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଶ୍ରୀମତୀ ରାହତକର ମହାରାଷ୍ଟ୍ର ରାଜ୍ୟ ମହିଳା ଆୟୋଗର ଅଧ୍ୟକ୍ଷା ଏବଂ ଔରଙ୍ଗାବାଦର…