ଆସୁଛି ଘୂର୍ଣ୍ଣିବଳୟ: ବାତ୍ୟାର ସୂଚନା ନାହିଁ
ଭୁବନେଶ୍ବର : ଆସନ୍ତା ୨୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ୨୨ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। କ୍ରମେ ଏହା ଉତ୍ତର-ପଶ୍ଚିମ ଦିଗରେ…