ଖରିଫ ଧାନ ସଂଗ୍ରହ ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଧାନ ସଂଗ୍ରହ ବ୍ୟବସ୍ଥାର ସୁପରିଚାଳନା ପାଇଁ ମନ୍ତ୍ରୀମାନେ ଜିଲ୍ଲାର ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ଗ୍ରହଣ କରିବେ ଧାନ ସଂଗ୍ରହରେ ଅନିୟମିତତା ଓ ଦୁର୍ନୀତି ଉପରେ ତିକ୍ଷ୍ଣ ନଜର ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ଷୁଦ୍ର ଚାଷୀମାନଙ୍କ ଠାରୁ ଧାନ ସଂଗ୍ରହ ଉପରେ ପ୍ରାଥମିକତା…