ଆହୁରି ଶକ୍ତିଶାଳୀ ହେବ ତିନି ସେନା; ୩୨,୦୦୦ କୋଟିର ଡ୍ରୋନ୍ ଆଣିବ ଭାରତ
ଆହୁରି ଦୃଢ ହେବ ତିନି ସେନାର ଶକ୍ତି। ଭାରତ ସରକାର ଆମେରିକା ସହ ଏକ ବଡ଼ ଚୁକ୍ତି କରିଛନ୍ତି। ଦେଶକୁ ଆସିବ ଆମେରିକାର ଶକ୍ତିଶାଳୀ ପ୍ରିଡେଟର MQ-9B ଡ୍ରୋନ୍। ଏଥିପାଇଁ ଭାରତ ସରକାର ଆମେରିକା ସହ ୩୨ ହଜାର କୋଟି ଟଙ୍କାର…
ଆହୁରି ଦୃଢ ହେବ ତିନି ସେନାର ଶକ୍ତି। ଭାରତ ସରକାର ଆମେରିକା ସହ ଏକ ବଡ଼ ଚୁକ୍ତି କରିଛନ୍ତି। ଦେଶକୁ ଆସିବ ଆମେରିକାର ଶକ୍ତିଶାଳୀ ପ୍ରିଡେଟର MQ-9B ଡ୍ରୋନ୍। ଏଥିପାଇଁ ଭାରତ ସରକାର ଆମେରିକା ସହ ୩୨ ହଜାର କୋଟି ଟଙ୍କାର…
ରାଉରକେଲା: ହାତୀ ପଲକୁ ଟ୍ରେନ୍ ଧକ୍କା ଦେବା ଘଟଣା l ଟ୍ରେନ୍ ଧକ୍କାରେ ଆଉ ୨ଟି ହାତୀ ଗୁରୁତର ହୋଇଥିବା ନେଇ ସୂଚନା ମିଳିଛି l ତେବେ ଗୁରୁତର ହାତୀ ଦୁଇଟି ଜଙ୍ଗଲକୁ ଯାଇନପାରି ବନ୍ଧମୁଣ୍ଡାରେ ରହିଛନ୍ତି l ଆହତ ହାତୀ…
ଭୁବନେଶ୍ବର: ମୁମ୍ବାଇରେ ଆସନ୍ତା ୧୮ ଓ ୧୯ ତାରିଖରେ ନିବେଶକ ସମ୍ମିଳନୀ ଓ ରୋଡ୍ ସୋ’ ହେବ। ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ୨ ଦିନିଆ ନିବେଶକ ସମ୍ମିଳନୀ ନେଇ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ମୁମ୍ବାଇରେ ଆୟୋଜିତ…
ଆଜି ମହାରାଷ୍ଟ୍ର ଓ ଝାଡ଼ଖଣ୍ଡରେ ବିଧାନସଭା ନିର୍ବାଚନ ତାରିଖ ଘୋଷଣା ହେବାକୁ ଯାଉଛି। ଅପରାହ୍ଣ ୩ଟା ୩୦ରେ ନିର୍ବାଚନ କମିଶନ ତାରିଖ ଘୋଷଣା କରିବେ। ତେବେ ଏହାକୁ ନେଇ ଏବେ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଦଳ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା…
ଗଞ୍ଜାମ: ଅବକାରୀ କନଷ୍ଟେବଳଙ୍କୁ ନିର୍ଧୂମ ପିଟିଲେ ମଦ ମାଫିଆ । ଏପରି ଘଟଣା ଘଟିଛି ଗଞ୍ଜାମ ଜିଲ୍ଲାରେ । ମାଫିଆଙ୍କ ଆକ୍ରମଣରେ ଅବକାରୀ କନଷ୍ଟେବଳ ସବ୍ୟସାଚୀ ମିଶ୍ର ଆହତ ହୋଇଛନ୍ତି । ତାଙ୍କ ଆଖି ପତ୍ତାରେ ଗଭୀର ଆଘାତ ଲାଗିଛି ।…
କଟକ: ବିବାହ ହେଉଛି ଏକ ଏଭଳି ବନ୍ଧନ ଯାହା କେବଳ ଦୁଇ ଜଣଙ୍କୁ ସଂଯୋଗ କରେ ନାହିଁ ବରଂ ସମାଜ, ପରିବାର ଏବଂ ସଂସ୍କୃତି ପାଇଁ ମଧ୍ୟ ଏହା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ସମାଜରେ ବିବାହର ଗୁରୁତ୍ୱ ଅନେକ ସ୍ତରରେ ରହିଛି…
‘ଏ ବୁଢ଼ା ଆଉ ଅଟକିବନି। ୮୪ ବର୍ଷ ହେଉ ଅବା ୯୦। ଆପଣ ଚିନ୍ତା କରନ୍ତୁ ନାହିଁ।’ ଆଗକୁ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ। ଆଜି ଘୋଷଣା ହେବାକୁ ଯାଉଛି ତାରିଖ। ଏହାରି ଭିତରେ ଏନ୍ସିପି-ଏସ୍ପି ନେତା ଶରଦ ପାଓ୍ୱାର ଏଭଳି କିଛି…
ଭବାନୀପାଟଣା: ଓଡ଼ିଶା ପୋଲିସ ମଙ୍ଗଳବାର ଦିନ କଣ୍ଟାବାଞ୍ଜିରେ ଜଣେ ବ୍ୟବସାୟୀଙ୍କ ଠାରୁ ୨.୫୫ ଲକ୍ଷ ଟଙ୍କା ଲୁଟ୍ ଘଟଣାରେ ଚାରି ଜଣ ଅନଲାଇନ୍ ୱେବ୍ ପୋର୍ଟାଲ୍ ସାମ୍ବାଦିକଙ୍କ ସମେତ ପାଞ୍ଚ ଜଣଙ୍କୁ ଗିରଫ କରିଛି। ଅକ୍ଟୋବର ୨ ତାରିଖ ଦିନ ବ୍ୟବସାୟୀଙ୍କଠାରୁ…
ପୁରୀ: ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି କାର୍ତ୍ତିକ ନୀତି। ରାଧାଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ। ଦୈନିକ ଅବକାଶ ନୀତି ପରେ ଏହି ବେଶ କରାଯାଏ। ରାଧା ଦାମୋଦର ବେଶରେ ପ୍ରଭୁ ଶ୍ରୀବଳଭଦ୍ର ଓ ଶ୍ରୀଜଗନ୍ନାଥ ତ୍ରିକଚ୍ଛ ବସ୍ତ୍ର ପରିଧାନ କରିଥାନ୍ତି।…
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣିବା ଧାରା ଜାରି ରହିଛି। ବିଭିନ୍ନ ସ୍ଥାନକୁ ଗସ୍ତ ସମୟରେ ମଧ୍ୟ ସାଧାରଣ ଲୋକ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସେମାନଙ୍କ ଅଭିଯୋଗ ଓ ସମସ୍ୟା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଉଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ…