Month: October 2024

ଆୟୁଷ୍ମାନ ଭାରତ ବନ୍ଦ କରି ଦିଲ୍ଲୀ ମଡେଲ ଲାଗୁ କରନ୍ତୁ : କେଜ୍ରିୱାଲ

ତେଜୁଛି ଆୟୁଷ୍ମାନ ଭାରତ ଯୋଜନାକୁ ନେଇ ରାଜନୀତି। କେନ୍ଦ୍ର ସରକାରଙ୍କ ଏହି ଯୋଜନା ଦିଲ୍ଲୀରେ କାର୍ଯ୍ୟକାରୀ ନହେବା ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମାଲୋଚନା ପରେ ତୁରନ୍ତ କାଉଣ୍ଟର ଆଟାକ୍ କରିଛନ୍ତି ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ଆୟୁଷ୍ମାନ ଭାରତ ଯୋଜନା…

୮୪୩ ସରକାରୀ ଅଧିକାରୀଙ୍କ ଦରମା ବନ୍ଦ ପାଇଁ ଜିଲ୍ଲାପାଳଙ୍କ ଚିଠି

ମୟୂରଭଞ୍ଜ: ଗତ ଆର୍ଥିକ ବର୍ଷରେ ମୟୂରଭଞ୍ଜ ଜିଲ୍ଲାକୁ ଦେଢ ଲକ୍ଷରୁ ଊର୍ଦ୍ଧ୍ୱ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର କାମ ଆସିଥିଲା । ହେଲେ ଜିଲ୍ଲାରେ ହେବାକୁ ଥିବା ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟକାରିତା ମୂଳ ଲକ୍ଷ୍ୟରୁ ୬୫ ପ୍ରତିଶତ ପଛରେ ରହିଛି…

ହତ୍ୟା ଅଭିଯୁକ୍ତ ଅଭିନେତା ଦର୍ଶନଙ୍କୁ ମିଳିଲା ଜାମିନ

ନିଜର ଫ୍ୟାନ ରେଣୁକାସ୍ୱାମୀଙ୍କୁ ଭୟଙ୍କର ଢଙ୍ଗରେ ହତ୍ୟା କରିବା ଅଭିଯୋଗରେ ଜେଲରେ ଥିବା ଅଭିନେତା ଦର୍ଶନ ତୁଗୁଦୀପଙ୍କୁ କର୍ଣ୍ଣାଟକା ହାଇକୋର୍ଟ ଆଜି ଅନ୍ତରୀଣ ଜାମିନ ଦେଇଛନ୍ତି। ନିଜର ଚିକିତ୍ସା ପାଇଁ ସେ ୬ ସପ୍ତାହର ଜାମିନ ପାଇଛନ୍ତି। ଜେଲରେ ଥିବା ଦର୍ଶନ…

ରାଜ୍ୟ ବିଜେପିର ସାଙ୍ଗଠନିକ ନିର୍ବାଚନ ପାଇଁ ପ୍ରସ୍ତୁତି, ଆସନ୍ତା ୫ରେ ଆସିବ ପ୍ରଥମ ସକ୍ରିୟ ସଦସ୍ୟ ତାଲିକା

ରାଜ୍ୟ ବିଜେପିର ସାଙ୍ଗଠନିକ ନିର୍ବାଚନ ପାଇଁ ପ୍ରସ୍ତୁତି । ସକ୍ରିୟ ସଦସ୍ୟତା ଅଭିଯାନ ପରେ ଏବେ ସାଙ୍ଗଠନିକ ନିର୍ବାଚନ ଲାଗି ପ୍ରସ୍ତୁତି ଚାଲିଛି । ଏଥିପାଇଁ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ସଙ୍ଗଠନ ପର୍ବ – ୨୦୨୪ ରାଜ୍ୟ କର୍ମଶାଳା ଆୟୋଜନ କରିଛି…

ବିହାରରେ ଦୁଇ ଓଡିଆ ଶ୍ରମିକଙ୍କ ମୃତ୍ୟୁ ଘଟଣା: ୬ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଗତ ୨୮ ତାରିଖରେ ବିହାରର ପାଟଣାଠାରେ ନିର୍ମାଣଧୀନ ମେଟ୍ରୋ ରେଳ ପ୍ରକଳ୍ପରେ ଦୁର୍ଘଟଣା ଘଟି ଦୁଇ ଓଡିଆ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏହା ସହିତ ମୃତକଙ୍କ ପରିବାର…

ପଶ୍ଚିମବଙ୍ଗରେ ପୁଣି ଲଜ୍ୟା; ରୋଗୀଙ୍କୁ ଦୁଷ୍କର୍ମ କରି ଡାକ୍ତର ଗିରଫ

କୋଲକାତାର ଆର୍.ଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା ସାରା ଦେଶରେ ହଇଚଇ ସୃଷ୍ଟି କରିଥିଲା। ଲୋକଙ୍କ ମନରୁ ଏହି ଘଟଣା ଲିଭିନଥିବାବେଳେ ଏବେ ପୁଣି ଏକ ଲଜ୍ୟାଜନକ ଘଟଣାକୁ ନେଇ…

ବ୍ରହ୍ମପୁର MKCG ମେଡିକାଲ କଲେଜରେ ରାଗିଂ ଘଟଣା, ନିଆଯିବ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ

ବ୍ରହ୍ମପୁର : ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜରେ ରାଗିଙ୍ଗ ଘଟଣା । ରାଗିଙ୍ଗ କରିଥିବା ୫ ଜଣ ଚତୁର୍ଥ ବର୍ଷର ଛାତ୍ରଙ୍କ ବିରୁଦ୍ଧରେ ନିଆଯିବ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ । ଗତକାଲି ଜଣେ ଦ୍ବିତୀୟ ବର୍ଷର ଛାତ୍ର ଓ ତାଙ୍କ ଅଭିଭାବକ ଲିଖିତ…

ଗର୍ଭବତୀଙ୍କୁ ନିର୍ଯାତନା ଘଟଣାରେ ଉପମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ: ବିଦାହେଲେ ଡେରାବିଶ ସିଡିପିଓ

ଡେରାବିଶ: କେନ୍ଦ୍ରାପଡା ଜିଲ୍ଲା ଡେରାବିଶ ବ୍ଲକ ଶିଶୁ ବିକାଶ ବିଭାଗର ସିଡିପିଓ ସ୍ନେହଲତା ସାହୁ ସେଠାରେ କାର୍ଯ୍ୟରତ ବରିଷ୍ଠ କିରାଣି ବର୍ଷା ପ୍ରିୟଦର୍ଶିନୀ ମହାପାତ୍ରଙ୍କୁ ଗର୍ଭ ଯନ୍ତ୍ରଣାରେ ଛଟପଟ ଅବସ୍ଥାରେ ଡାକ୍ତରଖାନା ନଛାଡିବାରୁ ଗର୍ଭସ୍ଥ ଶିଶୁର ମୃତ୍ୟୁ ଅଭିଯୋଗ ମାମଲାରେ ତଦନ୍ତ…

‘କଙ୍ଗୁଭା’ ରିଲିଜ ପୂର୍ବରୁ ଫିଲ୍ମ ଏଡିଟରଙ୍କ ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ

ଦକ୍ଷିଣ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ସୂର୍ଯ୍ୟା ଏବଂ ବବି ଦେଓଲଙ୍କ ଅଭିନୀତ ‘କଙ୍ଗୁଭା’ ଫିଲ୍ମର ସଂପାଦକ ନିଶାଦ ୟୁସୁଫଙ୍କର ମୃତ୍ୟୁ ଘଟିଛି। ଅକ୍ଟୋବର ୩୦ (ବୁଧବାର) କୋଚିରେ ଏକ ଆପାର୍ଟମେଣ୍ଟରୁ ନିଶାଦଙ୍କ ମୃତଦେହ ମିଳିଛି। ନିଶାଦଙ୍କ…

ଖୁବ୍ ଶୀଘ୍ର ଘୋଷଣା ହେବ ତୃତୀୟ ପର୍ଯ୍ୟାୟ ସୁଭଦ୍ରା: ଉପ ମୁଖ୍ୟମନ୍ତ୍ରୀ

ଖୁଵଶୀଘ୍ର ସୁଭଦ୍ରା ତୃତୀୟ ପର୍ଯ୍ୟାୟ ଘୋଷଣା ହେବ । ସୁଭଦ୍ରାରେ ପ୍ରଥମ ଓ ଦ୍ଵିତୀୟ ପର୍ଯ୍ୟାୟରେ ବାଦ ପଡ଼ିଥିବା ସବୁ ଅଙ୍ଗନବାଡି କର୍ମୀ ସାମିଲ ହେବେ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହା କହିଛନ୍ତି । ପୂର୍ବରୁ ଖାରଜ ହୋଇଥିବା ୨…