Month: October 2024

ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କୁ ଆଜୀବନ କାରାଦଣ୍ଡାଦେଶ

କଟକ: ରାୟଗଡ଼ା ଜିଲ୍ଲା ଗୁଣୁପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କୁ ଝଟକା । ନିଜ ସ୍ତ୍ରୀକୁ ହତ୍ୟା ମାମଲାରେ ଭୁବନେଶ୍ୱର ଏଡିଜେ କୋର୍ଟଙ୍କ ଆଜୀବନ ଦଣ୍ଡାଦେଶକୁ କାଏମ ରଖିଲେ ହାଇକୋର୍ଟ । ଭୁବନେଶ୍ୱର ଅତିରିକ୍ତ ଜିଲ୍ଲା ଜଜଙ୍କ ଆଦେଶ ବିରୋଧରେ…

ସଲମାନ ଖାନଙ୍କୁ ପୁଣି ହତ୍ୟା ଧମକ

ବଲିଉଡ ଅଭିନେତା ସଲମାନ ଖାନଙ୍କୁ ପୁଣି ଥରେ ମିଳିଛି ହତ୍ୟା ଧମକ। ମିଳିଥିବା ଖବର ଅନୁସାରେ ମୁମ୍ବାଇ ଟ୍ରାଫିକ ପୁଲିସ କଣ୍ଟ୍ରୋଲ ରୁମକୁ ଏନେଇ ଏକ ମେସେଜ ଆସିଛି। ମେସେଜ ପଠାଇଥିବା ବ୍ୟକ୍ତି ୨ କୋଟି ଟଙ୍କା ଦାବି କରିଛି। ଯଦି…

ହ୍ଵାଟ୍ସଆପ ଗ୍ରୁପରେ ଇନଭେଷ୍ଟମେଣ୍ଟ ନାଁରେ ବଡ଼ ଧରଣର ଠକେଇ, ୧୭ ଅଭିଯୁକ୍ତ ଗିରଫ

ହ୍ଵାଟ୍ସଆପ ଗ୍ରୁପରେ ଇନଭେଷ୍ଟମେଣ୍ଟ ନାଁରେ ବଡ଼ ଧରଣର ଠକେଇ। ଏଭଳି ଠକେଇରେ ୬ କୋଟି ୨୮ ଲକ୍ଷ ଟଙ୍କାର ଠକେଇର ଶିକାର ହୋଇଛନ୍ତି ଜେଏସପିଏଲ କର୍ମଚାରୀ କୁନ୍ତଳା ମଜୁମଦାର । କ୍ରାଇମବ୍ରାଞ୍ଚ ବିଭିନ୍ନ ରାଜ୍ୟରୁ ୧୭ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିବା…

ନବୀନ ବାବୁ ନିଜେ ଟିକେଟ ବାଣ୍ଟିଥିଲେ ବିଜେଡି ପୁଣି ସରକାର କରିଥାନ୍ତା: ସୁନନ୍ଦା

ଭୁବନେଶ୍ୱର; ବିଜେଡିରୁ ଇସ୍ତଫା ଦେବା ପରେ ସୁନନ୍ଦା ଦାସଙ୍କ ବିସ୍ଫୋରକ ବୟାନ l ଅଫିସର ମାନେ ବିଜେଡି ଟିକେଟ ବାଣ୍ଟୁଥିଲେ ବୋଲି କହିଲେ ସୁନନ୍ଦା l ଡିଏସ୍ କୁଟ୍ଟେ ଓ ଆଶିଷ ସିଂହଙ୍କୁ ଦେଖା କରିବାକୁ ଆମକୁ କୁହା ଯାଇଥିଲା l…

ଜେଏସଡବ୍ଲ୍ୟୁ ସହ ବୁଝାମଣା କଲା ପସ୍କୋ, ୧୯ ବର୍ଷ ପରେ ଓଡ଼ିଶା ଫେରିବ

ଭୁବନେଶ୍ବର : ଦକ୍ଷିଣ କୋରିଆ କମ୍ପାନୀ ପସ୍କୋ ପ୍ରାୟ ୧୯ବର୍ଷ ପରେ ଓଡ଼ିଶା ଫେରିବ । ଆଉ ଇସ୍ପାତ କ୍ଷେତ୍ରରେ ପୁଞ୍ଜିନିବେଶ କରିବ । ବିଶ୍ୱର ସପ୍ତମ ବୃହତମ ଇସ୍ପାତ ଉତ୍ପାଦନକାରୀ ପସ୍କୋ ଆଜି ଜେଏସଡବ୍ଲ୍ୟୁ ସହ ଏମଓୟୁ ସ୍ୱାକ୍ଷର କରି…

ଐତିହାସିକ ବାଲିଯାତ୍ରା ପାଇଁ ପ୍ଲଟ୍ ନିଲାମ ପ୍ରକ୍ରିୟା ଆରମ୍ଭ

କଟକ : ଆଗେଇ ଚାଲିଛି ଐତିହାସିକ ବାଲିଯାତ୍ରା ପ୍ରସ୍ତୁତି। ମଙ୍ଗଳବାରଠାରୁ ପ୍ଲଟ୍ ନିଲାମ ପ୍ରକ୍ରିୟା ଆରମ୍ଭ କରିଛି ଜିଲା ପ୍ରଶାସନ। ବାଲିଯାତ୍ରା ପ୍ଲଟ ନିଲାମ ପ୍ରକ୍ରିୟା ଆଜିଠାରୁ ଆରମ୍ଭ ହୋଇ ଆସନ୍ତା ନଭେମ୍ବର ୬ ତାରିଖ ପର୍ଯ୍ୟନ୍ତ ଚାଲିବ। ସର୍ବାଧିକ ଟଙ୍କା…

ଆଜି ଓଡିଶା ସରକାର ଯେତେ ବିପର୍ଯ୍ୟୟ ଆସିଲେ ମଧ୍ୟ ତାକୁ ମୁକାବିଲା କରିବା ପାଇଁ ସକ୍ଷମ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ପ୍ରାକୃତିକ ବିପର୍ଯ୍ୟୟ ଆଜି ଆମ ସହଚର ପାଲଟିଛି। ଆମ ପାଖରେ ବିପର୍ଯ୍ୟୟ ମୁକାବିଲା କରିବା ପାଇଁ ଅତ୍ୟାଧୁନିକ ଉପକରଣ ସବୁ ରହିଛି। ଆଜି ଓଡିଶା ସରକାର ଯେତେ ବିପର୍ଯ୍ୟୟ ଆସିଲେ ମଧ୍ୟ ତାକୁ ମୁକାବିଲା କରିବା ପାଇଁ ସକ୍ଷମ…

‘ସ୍ୱର୍ଗଦ୍ୱାରରେ କାଠ ବଦଳରେ ଗୋବର ଘସିରେ ହେବ ଶବ ଦାହ’

ପୁରୀ : ସ୍ୱର୍ଗଦ୍ୱାରରେ ଏଣିକି କାଠ ବଦଳରେ ଗୋବର ଘସିରେ ହେବ ଶବ ଦାହ। ଏନେଇ ଯୋଜନା ପ୍ରସ୍ତୁତି କରୁଛି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ। ପ୍ରାରମ୍ଭିକ ଆଲୋଚନା ଆରମ୍ଭ ହୋଇଛି। ଏହି ସୂଚନା ଦେଇଛନ୍ତି ମତ୍ସ୍ୟ ଓ ପଶୁ…

ବାହାନଗା ଟ୍ରେନ୍‌ ଟ୍ରାଜେଡି; ୩ ଜଣଙ୍କୁ ମିଳିଲା ଜାମିନ୍‌

କଟକ : ବର୍ଷେ ପରେ ବାହାନଗା ଟ୍ରେନ୍‌ ଟ୍ରାଜେଡିର ୩ ଅଭିଯୁକ୍ତଙ୍କୁ ମିଳିଲା ଜାମିନ। ଓଡିଶା ହାଇକୋର୍ଟ ୩ ରେଳ କର୍ମଚାରୀଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ଜାମିନ୍ ପାଇଥିବା ୩ ଅଭିଯୁକ୍ତ ହେଲେ ମହମ୍ମଦ ଅମୀର ଖାନ, ଅରୁଣ କୁମାର…

ଏସିଡ ଫିଙ୍ଗିଲା ସୁନା ଦୋକାନୀ, ୨ ଗୁରୁତର

ବାଲେଶ୍ବର : ବାଲେଶ୍ୱର ଜିଲ୍ଲା ଖଇରା ଥାନା ତୁଡ଼ିଗଡ଼ିଆ ବଜାରରେ ଜଣେ ସୁନା ଦୋକାନୀଙ୍କ ଏସିଡ୍ ମାଡ଼ରେ ୨ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଆହତ ଦ୍ୱୟ ହେଉଛନ୍ତି ରାମଚନ୍ଦ୍ର ପାଢ଼ୀ (୪୦) ଓ…