Month: October 2024

ହରିୟାଣା ନିର୍ବାଚନର ସାଇଡ ଇଫେକ୍ଟ: କଂଗ୍ରେସକୁ ଝଟକା ଦେଲେ ଅଖିଲେଶ ଯାଦବ

ନୂଆଦିଲ୍ଲୀ :ହରିୟାଣାରେ ନିଶ୍ଚିତ ବିଜୟକୁ ହାତ ଛଡ଼ା କରିଥିବା କଂଗ୍ରେସକୁ ଗୋଟିଏ ପରେ ଗୋଟିଏ ଇଣ୍ଡିଆ ମେଣ୍ଟ ଝଟକା ଦେବାରେ ଲାଗିଛନ୍ତି। କଂଗ୍ରେସ ହରିୟାଣାରେ ୩୭ ଆସନ ଜିତିଥିବା ବେଳେ ବିଜେପି ହ୍ୟାଟ୍ରିକ ବିଜୟ ହାସଲ କରିଛି। ଏପରି ପରାଜୟ ପରେ…

ସରକାରଙ୍କ ବଡ଼ ଘୋଷଣା: ୨୦୨୮ ଯାଏ ମିଳିବ ପୋଷଣଯୁକ୍ତ ମାଗଣା ଚାଉଳ

ନୂଆଦିଲ୍ଲୀ : କେନ୍ଦ୍ର ସରକାରଙ୍କ ପକ୍ଷରୁ ଖାଦ୍ୟ ଆଇନ ଓ ଅନ୍ୟାନ୍ୟ ସରକାରୀ ଯୋଜନା ଅଧୀନରେ ଦିଆଯାଉଥିବା ମାଗଣା ପୋଷଣଯୁକ୍ତ ଚାଉଳ ବଣ୍ଟନ ପ୍ରକ୍ରିୟା ଜାରି ରହିବ। ଆସନ୍ତା ୨୦୨୮ ଯାଏ ଲୋକମାନେ ମାଗଣାରେ ଏହି ଚାଉଳ ପାଇପାରିବେ। ଏଥିପାଇଁ ୧୭,୦୨୮…

ରସାୟନ ବିଜ୍ଞାନରେ ୩ ଜଣଙ୍କୁ ନୋବେଲ

ନୂଆଦିଲ୍ଲୀ : ରସାୟନ ବିଜ୍ଞାନ କ୍ଷେତ୍ରରେ ଉତ୍କୃଷ୍ଠତା ପାଇଁ ମିଳିତ ଭାବେ ତିନି ଜଣ ବୈଜ୍ଞାନିକଙ୍କୁ ମିଳିବ ଚଳିତ ବର୍ଷର ନୋବେଲ ପୁରସ୍କାର। ଡାଭିଡ ବାକେର, ଡେମିସ ହାସାବିସ ଓ ଜନ ଜମ୍ପରଙ୍କୁ ନୋବେଲ ପୁରସ୍କାର ମିଳିବ। କମ୍ପ୍ୟୁଟେସନାଲ ପ୍ରୋଟିନ ଡିଜାଇନ…

ଶତ୍ରୁଙ୍କ ଉପରେ ବିଜୟ ପାଇଁ ନବରାତ୍ରୀର ଷଷ୍ଠ ଦିନରେ କରନ୍ତୁ ମା’କାତ୍ୟାୟନୀଙ୍କ ଆରାଧନା

ଆଜି ନବରାତ୍ରୀର ଷଷ୍ଠଦିନରେ ଦେବୀ ଦୁର୍ଗାଙ୍କୁ କାତ୍ୟାୟନୀ ବେଶରେ ପୂଜା କରାଯାଉଛି। ପୌରାଣିକ କଥା ଅନୁଯାୟୀ ମା ଦୁର୍ଗାଙ୍କର ଏହି ରୂପ କାତ୍ୟାୟନ ଋଷିଙ୍କ କନ୍ୟା ଭାବରେ ଅବତରିତ ହୋଇଥିଲା। କୁହାଯାଏ ଯେ ଯେଉଁ ଭକ୍ତମାନେ ଭକ୍ତିର ସହ ଦେବୀଙ୍କ ଏହି…

ପାରାଦୀପ ବନ୍ଦରରେ ଅଘଟଣ; କ୍ରେନରୁ ଭାଙ୍ଗିଗଲା ବୁମ୍ ଗ୍ରାଫ୍

ପାରାଦୀପ : ପାରାଦୀପ ବନ୍ଦର MPB ବର୍ଥରେ ଅଘଟଣ ଘଟିଛି। କ୍ରେନରୁ ଭାଙ୍ଗି ଜାହାଜ ଉପରେ ଖସି ପଡ଼ିଛି ଓଜନିଆ ବୁମ୍ ଗ୍ରାଫ୍। ଏଥିରେ କ୍ରେନ ଅପରେଟର ଆହତ ହୋଇଛନ୍ତି। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆଜି ସକାଳେ ବୋଥ୍ରା ସିପିଙ୍ଗ…

ରାତି ପାହିଲେ ୩୫ ଲକ୍ଷ ମହିଳାଙ୍କ ଖାତାକୁ ଯିବ ‘ସୁଭଦ୍ରା’ ଟଙ୍କା

ଭୁବନେଶ୍ବର : ଆସନ୍ତାକାଲି ଖାତାକୁ ଆସିବ ସୁଭଦ୍ରା ଟଙ୍କା। ଦ୍ୱିତୀୟ ପର୍ଯ୍ୟାୟରେ ପ୍ରାୟ ୩୫ ଲକ୍ଷ ହିତାଧିକାରୀ ପାଇବେ ପ୍ରଥମ କିସ୍ତି। ବାରିପଦାରେ ମୁଖ୍ୟମନ୍ତ୍ରୀ ବଡ଼ ସଭା କରି ମହିଳାଙ୍କ ଖାତାକୁ ଟଙ୍କା ପଠାଇବେ। ଯେଉଁଥିପାଇଁ ମହିଳାମାନେ ଉତ୍କଣ୍ଠାର ସହ ଅପେକ୍ଷା…

ରାଜ୍ୟ କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ୨୦ଲକ୍ଷ ଟଙ୍କାକୁ ବୃଦ୍ଧି, ପିଛିଲା ଭାବେ ୨୦୨୪ ଜାନୁୟାରୀ ୧ରୁ ଲାଗୁ

ଭୁବନେଶ୍ବର : ରାଜ୍ୟ ସରକାରୀ କର୍ମଚାରୀମାନଙ୍କୁ ଆଜି ଦଶହରା ପୂଜା ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରାଜ୍ୟ କର୍ମଚାରୀମାନଙ୍କ ଅବସରକାଳୀନ ଗ୍ରାଚ୍ୟୁଇଟି ସୀମା ୧୫ଲକ୍ଷ ଟଙ୍କାରୁ ୨୦ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । ଏହା ପିଛିଲା ଭାବେ…

ଓଡ଼ିଶା କ୍ରୀଡା ଓ ଯୁବସେବା ବିଭାଗ ପକ୍ଷରୁ ସଫଳ କ୍ରୀଡ଼ାବିତ୍‌ଙ୍କୁ ସମ୍ବର୍ଦ୍ଧନା, ୭୨ କ୍ରୀଡ଼ାବିତ୍‌ଙ୍କୁ ୩ ଲକ୍ଷ ୮୫ ହଜାର ୫୦୦ ଟଙ୍କା ପୁରସ୍କାର ରାଶି ପ୍ରଦାନ

ଭୁବନେଶ୍ୱର:ବିଭିନ୍ନ ଜାତୀୟ ଏବଂ ଅନ୍ତର୍ଜାତୀୟ ସ୍ତରରେ ଆୟୋଜିତ ହୋଇଥିବା କ୍ରୀଡା ପ୍ରତିଯୋଗିତା ମାନଙ୍କରେ ନିଜର ଉଲ୍ଲେଖନୀୟ ପ୍ରଦର୍ଶନ ଦ୍ୱାରା ରାଜ୍ୟ ପାଇଁ ଗର୍ବ ଓ ଗୌରବ ଆଣିଥିବା ୭୨ କ୍ରୀଡାବିତ୍ ମାନଙ୍କୁ ଆଜି ଓଡ଼ିଶା କ୍ରୀଡା ଓ ଯୁବସେବା ବିଭାଗ ପକ୍ଷରୁ…

ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ‘ଦମନ’କୁ ମିଳିଲା ଜାତୀୟ ପୁରସ୍କାର

ଭୁବନେଶ୍ବର: ଭାରତ ସରକାରଙ୍କ ଦ୍ବାରା ଆୟୋଜିତ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଉତ୍ସବରେ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ‘ଦମନ’କୁ ମିଳିଲା ଜାତୀୟ ପୁରସ୍କାର। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କଠାରୁ ଏହି ଚଳଚ୍ଚିତ୍ରର ପ୍ରଯୋଜକ ଓ ୨ ନିର୍ଦେଶକ ପୁରସ୍କାର ଗ୍ରହଣ କରିଛନ୍ତି। ଓଡ଼ିଆ…

ସଚ୍ଚୋଟତା, ସ୍ବଚ୍ଛତା ଓ ସାଧୁତାକୁ ଅବଲମ୍ବନ କରି ଲୋକଙ୍କ ସେବା କରନ୍ତୁ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆମ ସରକାର ଲୋକଙ୍କ କଲ୍ୟାଣ ଏବଂ ବିକଶିତ ଓଡ଼ିଶା ଗଠନ ନିମନ୍ତେ ପ୍ରତିଶ୍ରୁତିବଦ୍ଧ। ପ୍ରଣୟନ କରାଯାଇଥିବା ସରକାରଙ୍କ ପ୍ରତିଟି ପଦକ୍ଷେପ ଓ ଯୋଜନାଗୁଡିକ କିପରି ରାଜ୍ୟର ପ୍ରତ୍ୟେକ କୋଣ ଅନୁକୋଣରେ ପହଞ୍ଚିବ ଓ ଏହାର ସଫଳ ରୂପାୟନ ହୋଇପାରିବ…