Month: October 2024

ହୀରାକୁଦ ଡ୍ୟାମ ଓ କେନାଲ ପ୍ରକଳ୍ପ ପାଇଁ ଖର୍ଚ୍ଚ ହେବ ୮୫୫ କୋଟି ଟଙ୍କା

ସମ୍ବଲପୁର : ହୀରାକୁଦ ଡ୍ୟାମ ଓ କେନାଲର ପ୍ରକଳ୍ପ ପାଇ ମୋହନ ସରକାରଙ୍କ ବଡ ନିଷ୍ପତ୍ତି । ବନ୍ଧ ପ୍ରକଳ୍ପ ମରାମତି ନେଇ ରାଜ୍ୟ ସରକାର ସଙ୍କଳ୍ପ ପତ୍ର ଜାରୀ କଲେ । ୪ ବର୍ଷ ଯାଏ କାର୍ଯ୍ୟ ଚାଲିବ ବେଳେ…

ଆମେରିକା ରାଷ୍ଟ୍ରପତି ନିର୍ବାଚନ: ମହାକାଶରୁ ଭୋଟ୍ ଦେବେ ସୁନୀତା ୱିଲିୟମ୍ସ

ଇତିହାସ ରଚିବାକୁ ଯାଉଛନ୍ତି ମହାକାଶଚାରୀ ଭାରତୀୟ ବଂଶୋଦ୍ଭବ ସୁନୀତା ୱିଲିୟମ୍ସ। ଅନ୍ତର୍ଜାତୀୟ ସ୍ପେଶ୍ ଷ୍ଟେସନରୁ ସେ ତାଙ୍କ ମାନବିକ ଅଧିକାର ସାବ୍ୟସ୍ତ କରିବେ। ଅର୍ଥାତ୍ ମହାକାଶରୁ ଦେବେ ଭୋଟ୍। ନଭେମ୍ବରରେ ୫ରେ ହେବାକୁ ଥିବା ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ସେ ତାଙ୍କର…

ବଦଳିବ ସରକାରୀ କୋଠାର ରଙ୍ଗ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ବଡ ନିଷ୍ପତ୍ତି । ରାଜ୍ୟରେ ସମସ୍ତ ସରକାରୀ କୋଠାର ରଙ୍ଗ ପରିବର୍ତ୍ତନ କରାଯାଇ ଗୋଟିଏ ରଙ୍ଗ ହେବ । ସେହିପରି ପୁରୁଣା କୋଠାଗୁଡ଼ିକର ମରାମତି ବା ନବୀକରଣ କରାଯିବ । ଏନେଇ ଆଜି ରାଜ୍ୟ ସରକାରଙ୍କ ପୂର୍ତ୍ତ…

ଇସ୍ରାଏଲ- ହମାସ ଯୁଦ୍ଧକୁ ପୂରିଲା ବର୍ଷେ, IDF କହିଲା ଜାରି ରହିବ ଯୁଦ୍ଧ

ଇସ୍ରାଏଲ- ହମାସ ଯୁଦ୍ଧକୁ ପୂରିଲା ବର୍ଷେ। ଗତବର୍ଷ ଅକ୍ଟୋବର ୭ରେ ଇସ୍ରାଏଲରେ ନରସଂହାର ରଚିଥିଲେ ହମାସ୍ ଆତଙ୍କୀ। ଆକାଶ ମାର୍ଗରୁ ଓହ୍ଲାଇ ଘରେ ପଶି ସାଧାରଣ ଲୋକ, ମହିଳା ଓ ଛୋଟପିଲାଙ୍କୁ ଖୋଜି ଖୋଜି ଅତି ନୃଶଂସତାର ସହ ହତ୍ୟାକାଣ୍ଡ ଭିଆଇଥିଲେ।…

କଟକ ଦୁର୍ଗାପୂଜା ପାଇଁ ନିୟୋଜିତ ହେବେ ୬୦ ପ୍ଲାଟୁନ ପୋଲିସ ଫୋର୍ସ

କଟକ : କଟକ ସହରରେ ଦୁର୍ଗାପୂଜା ପାଇଁ ମୋଟ ୬୦ ପ୍ଲାଟୁନ ପୋଲିସ ଫୋର୍ସ। ଦୁଇ କମ୍ପାନୀ ସି ଆର୍ ପି ଏଫ୍ ଫୋର୍ସ ନିୟୋଜିତ ହେବେ। ଉଭୟ ପୂଜା ଓ ଭସାଣି ପାଇଁ ପୋଲିସ ବନ୍ଦୋବସ୍ତ। ମୋବାଇଲ ପେଟ୍ରୋଲିଂ, ଫୁଟ…

ସର୍ବକାଳୀନ ରେକର୍ଡ କଲା ସୁନା ଦର

ରେକର୍ଡ କଲା ସୁନା ଦର। ସର୍ବୋଚ୍ଚ ରେକର୍ଡ ସ୍ତରରେ ସୁନାର ଦାମ। ଆଜି ସୁନାର ଦାମ ଆଉ ୨୫୦ ଟଙ୍କା ମହଙ୍ଗା ହୋଇଛି। ଫଳରେ ୧୦ ଗ୍ରାମ ସୁନାର ଦାମ ୭୮,୭୦୦ ଟଙ୍କାରେ ପହଞ୍ଚିଛି। ଏହା ସର୍ବକାଳୀନ ରେକର୍ଡ। ଶୁକ୍ରବାର ଅନ୍ତର୍ଜାତୀୟ…

ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଜବାବ ଦେଲେ ବିଜେପିର ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି

ଭୁବନେଶ୍ବର: ବିଜେଡି ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି କଡ଼ା ଜବାବ ଦେଇଛନ୍ତି। ସୋସିଆଲ ମିଡିଆରେ ପୋଷ୍ଚ କରି ଜବରଦସ୍ତ ବର୍ଷିଛନ୍ତି ସମୀର । ସେ କହିଛନ୍ତି, ପରାଜୟ ପରେ ହତୋତ୍ସାହିତ…

ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ

ସୁବର୍ଣ୍ଣପୁର: ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ । ସୁବର୍ଣ୍ଣପୁର ଜିଲ୍ଲା ତେଲ ଜଳସେଚନ ପ୍ରକଳ୍ପର ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର ପାଢ଼ୀ ଆଜି ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ଜଣେ ଠିକାଦାରଙ୍କ ଠାରୁ ବକେୟା ବିଲ କରିବା ପାଇଁ ସେ ୪୬…

ଆରଜି କର ହରର୍: CBI ଚାର୍ଜସିଟରେ ବଡ଼ ଖୁଲାସା

ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲ ଚ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ସିବିଆଇର ଚାର୍ଜସିଟରେ ବଡ଼ ଖୁଲାସା ହୋଇଛି। ଟ୍ରେନି ଡାକ୍ତରଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ନେଇ ହୋଇଥିବା ଅଭିଯୋଗ ଉପରୁ ପରଦା ହଟିଛି। ଚାର୍ଜସିଟ୍ ଅନୁସାରେ, ଟ୍ରେନି…

ମାଓ ମୁକାବିଲା ସମୀକ୍ଷା ବୈଠକ : ୨୦୨୬ ମାର୍ଚ୍ଚ ସୁଦ୍ଧା ଦେଶରୁ ମୂଳପୋଛ ହେବେ ନକ୍ସଲ

୨୦୨୬ ମାର୍ଚ୍ଚ ସୁଦ୍ଧା ଦେଶରୁ ମୂଳପୋଛ ହେବେ ନକ୍ସଲ । ମାଓବାଦୀଙ୍କୁ ଆଉ ସ୍ଥାନୀୟ ସମର୍ଥନ ମିଳୁନି କହିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଅନେକ ସ୍ଥାନରେ ମାଓ ଉଗ୍ରବାଦ ଅନ୍ତିମ ଚରଣରେ ପହଞ୍ଚିଛି । ସୀମାନ୍ତରେ ଜଏଣ୍ଟ ଟାସ୍କ…