ଲାଲୁଙ୍କ ପରିବାରକୁ ବଡ଼ ଆଶ୍ୱସ୍ତି, ୯ ଜଣଙ୍କୁ ମିଳିଲା ଜାମିନ୍
ଆର୍ଜେଡି ସୁପ୍ରିମୋ ତଥା ବିହାର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ପରିବାରକୁ ମିଳିଲା ବଡ଼ ଆଶ୍ୱସ୍ତି। ଚାକିରି ବଦଳରେ ଜମି ଦୁର୍ନୀତି ମାମଲାରେ ଲାଲୁଙ୍କ ପରିବାରକୁ ମିଳିଛି ଜାମିନ। ଲାଲୁ ପ୍ରସାଦ ଯାଦବ, ତେଜସ୍ୱୀ ଯାଦବ ଓ ତେଜ୍ ପ୍ରତାପ…