Month: October 2024

ଦୁର୍ଗାପୂଜା ସମୟରେ କଲକାତାରେ ପୁଣି ଲଜ୍ଜା; ଚତୁର୍ଥ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ପରେ ହତ୍ୟା କରି ନଦୀରେ ଫିଙ୍ଗିଲେ

କୋଲକାତା : କଲକାତାରେ ପୁଣି ଚାଞ୍ଚଲ୍ୟ। ଦୁର୍ଗାପୂଜା ସମୟରେ ଯେଉଁଠି ଦେବୀ ଦୁର୍ଗାଙ୍କୁ ସବୁଠାରୁ ଅଧିକା ପୂଜାର୍ଚ୍ଚନା କରାଯିବା ସହ ରୀତିନୀତି ଅନୁସାରେ ନବରାତ୍ରୀକୁ ଧୁମଧାମରେ ପାଳନ କରାଯାଏ ସେଠାରେ ଏହି ସମୟରେ ବି ସୁରକ୍ଷିତ ନୁହଁନ୍ତି ଝିଅ। କଲକାତାରେ ଜଣେ…

ଭୋଟ ଗଣତି ପୂର୍ବରୁ ଜମ୍ମୁ-କଶ୍ମୀରକୁ ମିଳିଗଲେ ୫ ବିଧାୟକ, କଂଗ୍ରେସର ଜୋରଦାର ବିରୋଧ

ଶ୍ରୀନଗର : ଆସନ୍ତା ଅକ୍ଟୋବର ୮ ତାରିଖରେ ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନର ଭୋଟ ଗଣତି ହେବ। ହେଲେ ଏହା ପୂର୍ବରୁ ଜମ୍ମୁ-କଶ୍ମୀର ବିଧାନସଭାକୁ ମିଳିଛି ୫ ବିଧାୟକ। ଉପ ରାଜ୍ୟପାଳ ନିଜ ଆଡ଼କୁ ବିଧାନସଭାକୁ ୫ ଜଣ ସଦସ୍ୟଙ୍କୁ ମନୋନୀତ କରିଛନ୍ତି।…

୨୫ କିମି ବାଟ ଚାଲି ଚାଲି କେମିତି ଜଙ୍ଗଲ ଭିତରେ ୩୧ ନକ୍ସଲଙ୍କୁ ନିପାତ କଲେ ସୁରକ୍ଷାକର୍ମୀ ?

ନୂଆଦିଲ୍ଲୀ : ଅବୁଝମାଦର ଘଞ୍ଚ ଓ ରହସ୍ୟମୟ ଜଙ୍ଗଲ। ଛିତଶଗଡ଼ର ବସ୍ତରବାସୀ ସବୁବେଳେ ଏହାକୁ ଅଜଣା ପାହାଡ଼ ଭାବେ ଜାଣନ୍ତି। ଏଥିପାଇଁ ଏହି ଜଙ୍ଗଲ ଓ ପାହାଡ଼ିଆ ଅଞ୍ଚଳ ମାଓବାଦୀଙ୍କ ଗଡ଼ ଭାବେ ପରିଚୟ ହାସଲ କରିଥିଲା। ଜଙ୍ଗଲ ରାସ୍ତା ଅତ୍ୟନ୍ତ…

ପିଏମ୍‌ କିଷାନ ସମ୍ମାନ ନିଧିର ୧୮ତମ କିସ୍ତି ପ୍ରଦାନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ପୁଣେ,୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି କିଷାନ ସମ୍ମାନ ନିଧିର ୧୮ତମ କିସ୍ତି ରିଲିଜ୍‌ କରିଛନ୍ତି। ଦେଶର କୋଟି କୋଟି ଚାଷୀଙ୍କୁ ନବରାତ୍ରୀ ଉପହାର ଦେଇଛନ୍ତି। ମହାରାଷ୍ଟ୍ର ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ମୋଦି ପ୍ରାୟ ୯.୪ କୋଟି ଚାଷୀଙ୍କୁ ୨୦ ହଜାର…

ରାଜଧାନୀରେ ଗାଡି ହର୍ଣ୍ଣ ମାରିବାକୁ ନେଇ ଛୁରାମାଡ଼

ଭୁବନେଶ୍ୱର: ରାଜଧାନୀରେ ଗାଡି ହର୍ଣ୍ଣ ମାରିବାକୁ ନେଇ ଛୁରାମାଡ଼। ଗଣ୍ଡଗୋଳର ତଦନ୍ତ ପାଇଁ ଆସିଥିବା ପିସିଆର କର୍ମଚାରୀଙ୍କୁ ଅତର୍କିତ ଛୁରାମାଡ଼ ହୋଇଛି। ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଚକେଇସିଆଣି ସ୍ଥିତ ଶ୍ରୀରାମନଗରରେ ଏହି ଘଟଣା ଘଟିଛି। ଗତକାଲି ରାତି ପ୍ରାୟ ଗୋଟାଏ…

୩ କଲେଜକୁ ଇ-ମେଲରେ ବୋମା ବିସ୍ଫୋରଣ ଧମକ

ବେଙ୍ଗାଲୁରୁରେ ଥିବା ୩ ପ୍ରସିଦ୍ଧ କଲେଜକୁ ବୋମା ବିସ୍ଫୋରଣର ଧମକ ମିଳିଛି। ଇ-ମେଲ ଯୋଗେ କେହି ୩ କଲେଜକୁ ଏପରି ଧମକ ଦେଇଛନ୍ତି। ଧମକ ମିଳିବା ପରେ ପୁଲିସ୍‌ ଓ ବୋମା ନିଷ୍କ୍ରିୟକାରୀ ଟିମ ଘଟଣା ସ୍ଥଳରେ ପହଞ୍ଚି ଯାଞ୍ଚ ଆରମ୍ଭ…

କ୍ୟାମେରାରେ କଏଦ ହେଲା କଳାବାଘ

ମୟୂରଭଞ୍ଜ: ଶିମିଳିପାଳ ଅଭୟାରଣ୍ୟରୁ ଆସିଲା କଳାବାଘର ପ୍ରଥମ ଝଲକ । କଳାବାଘଟି କିପରି ଅତି ଆନନ୍ଦର ସହ ବିଚରଣ କରୁଛି ତାହାର ପ୍ରଥମ ଝଲକ ଭିଡିଓଟି କ୍ୟାମେରାରେ କଏଦ ହୋଇଛି । ଜାରି ହୋଇଥିବା ଭିଡିଓରେ ବାଘଟି ବିଚରଣ କରୁଥିବାର ନଜର…

ଦୁଇ ଦିନିଆ ପାକିସ୍ତାନ ଗସ୍ତରେ ଯିବେ ଏସ ଜୟଶଙ୍କର

ପାକିସ୍ତାନ ଯିବେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର। ଇସଲାମବାଦରେ ଆୟୋଜିତ ହେବାକୁ ଥିବା ସଙ୍ଘାଇ ସମ୍ମିଳନୀର ବାର୍ଷିକ ବୈଠକରେ ଯୋଗଦେବାକୁ ସେ ପାକିସ୍ତାନ ଗସ୍ତ କରିବେ। ଅଗଷ୍ଟ ୩୦ରେ ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ନିଶ୍ଚିତ କରାଯାଇଥିଲା। ସଙ୍ଘାଇ ସମ୍ମିଳନୀରେ ଯୋଗଦେବା…

କନଷ୍ଟେବଲଙ୍କୁ ମରଣାନ୍ତକ ଆକ୍ରମଣ; ଖଣ୍ଡା ଚୋଟରେ ଛିଡ଼ିଗଲା ହାତ ପାପୁଲି

ସମ୍ବଲପୁର: ପୋଲିସକୁ ମରଣାନ୍ତକ ଆକ୍ରମଣ। ଦୁର୍ବୃତ୍ତଙ୍କ ଖଣ୍ଡା ଚୋଟରେ ଛିଡିଯାଇଛି ପୋଲିସ କନଷ୍ଟେବଲଙ୍କ ହାତ ପାପୁଲି। ଏପରି ଘଟଣା ଘଟିଛି ସମ୍ବଲପୁର ଜିଲ୍ଲା ବୁର୍ଲା ଥାନା ଅନ୍ତର୍ଗତ ଝରାପାଲି ଗାଁରେ। ଆହତ କନଷ୍ଟେବଲଙ୍କ ନାଁ ସରୋଜ ଭୋଇ। ତାଙ୍କୁ ଗୁରୁତର ଅବସ୍ଥାରେ…

ଇରାନ ସୁପ୍ରିମ ଲିଡରଙ୍କ ବଡ଼ ବୟାନ: ବେଶୀ ଦିନ ତିଷ୍ଠିବନି ଇସ୍ରାଏଲ

ଇରାନ ସୁପ୍ରିମ ଲିଡର ଅୟାତୋଲ୍ଲା ଅଲି ଖାମେନେଇ ଆଜି ୫ ବର୍ଷ ମଧ୍ୟରେ ପ୍ରଥମଥର ପାଇଁ ଶୁକ୍ରବାର ପୂରା ବିଶ୍ୱକୁ ସମ୍ବୋଧନ କରିଛନ୍ତି। ଏହାକୁ ଇରାନ ପକ୍ଷରୁ ଖାମେନେଇଙ୍କ ଧାର୍ମିକ ପ୍ରବଚନ ଭାବେ ଅବିହିତ କରାଯାଇଛି। ଏହି ଭାଷଣରେ ସେ ଇସ୍ରାଏଲ…