ଗୁଳିବିନିମୟରେ ୧୪ ନକ୍ସଲ ନିପାତ, ବିପୁଳ ପରିମାଣରେ ଅସ୍ତ୍ରଶସ୍ତ୍ର ଜବତ
ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ସୁକମା ଏବଂ ନାରାୟନପୁର ଜିଲ୍ଲାରେ ପୁଲିସ ସହ ନକ୍ସଲ ଗୁଳିବିନିମୟରେ ୧୪ ଜଣ ନକ୍ସଲ ମୃତ୍ୟୁବରଣ କରିଥିବା ବେଳେ ବିପୁଳ ପରିମାଣରେ ବିସ୍ଫୋରକ ଓ ମାଓ ସାମଗ୍ରୀ ଜବତ କରାଯାଇଛି। ବିଶେଷ ସୂତ୍ରରୁ ଖବର ପାଇ ସୁକମା…