Month: October 2024

ଅଗ୍ନିବୀରଙ୍କ ପାଇଁ ବଡ ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ବର: ଅଗ୍ନବିୀରଙ୍କ ପାଇଁ ପୁଣି ନରମିଲେ ରାଜ୍ୟ ସରକାର । ପ୍ରଥମେ ୧୦ ପ୍ରତିଶତ ସଂରକ୍ଷଣ ଏବେ ପୁଣି ବୟସ ସୀମାରେ ବି କୋହଳ କରିଛନ୍ତି ସରକାର । ତେବେ ଏନେଇ ସରକାର ବିଜ୍ଞପ୍ତି ଜାରି କରିଛନ୍ତି । ଅବସରପ୍ରାପ୍ତ ଅଗ୍ନିବୀରଙ୍କ…

ତିରୁପତି ଲଡୁ ବିବାଦ; SITକୁ ତଦନ୍ତ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

ତିରୁପତି ଲଡୁ ବିବାଦ ମାମଲାର ତଦନ୍ତ କରିବ ସ୍ପେଶାଲ ଇନଭେଷ୍ଟିଗେସନ ଟିମ୍ (SIT)। ଆଜି ସୁପ୍ରିମକୋର୍ଟ ତଦନ୍ତ ପାଇଁ ଏସଆଇଟିକୁ ନିର୍ଦ୍ଦେଶ ଦେଇଛନ୍ତି। ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ (FSSAI)ର ଦୁଇଜଣ ବରିଷ୍ଠ ଅଧିକାରୀ ଏବଂ ସିବିଆଇର ଦୁଇଜଣ ବରିଷ୍ଠ…

୭ ହଜାର ଟଙ୍କା ଲାଞ୍ଚ ନେଲା ବେଳେ କନିଷ୍ଠ ଯନ୍ତ୍ରୀଙ୍କୁ ଧରିଲା ଭିଜିଲାନ୍ସ

ପାଟଣାଗଡ଼: ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ବେଲପଡ଼ା ବ୍ଲକର କନିଷ୍ଠ ଯନ୍ତ୍ରୀ ହରେକୃଷ୍ଣ ସାହୁ ନାମକ ଜୈନିକ କନିଷ୍ଠ ଯନ୍ତ୍ରୀ ଜଣେ ଚାଷୀଙ୍କ ଠାରୁ ୭ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ୬ ଭିଜିଲାନ୍ସ ହାତରେ ଧରା ପଡିଥିବା ଜଣାପଡିଛି।…

ନୂଆ ସ୍ପର୍ଶ ପାଇବ ରାଜ୍ୟର ମୁଖ୍ୟ ବିମାନ ବନ୍ଦର, ଖୁବ୍ ଶୀଘ୍ର ରନୱେ କ୍ୟାଟ୍‌ ଟୁ ଲାଇଟ୍

ଭୁବନେଶ୍ବର: ନୂଆ ସ୍ବର୍ଶ ପାଇବ ଭୁବନେଶ୍ବର ବିମାନ ବନ୍ଦର । ପୁରୁଣା ଟର୍ମିନାଲ ପାଖରେ ତିଆରି ହେବ ନୂଆ ଟର୍ମିନାଲ । ଭୁବନେଶ୍ବର ବିମାନ ବନ୍ଦରରେ ପରିଦର୍ଶନ କରି ଏହି ସୂଚନା ଦେଇଛନ୍ତି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ.…

ମଧ୍ୟପ୍ରାଚ୍ୟରେ ଘନଉଛି ସଙ୍କଟ, ମୋଦି ଡାକିଲେ ଜରୁରୀ ବୈଠକ

ମଧ୍ୟପ୍ରାଚ୍ୟରେ ଗମ୍ଭୀର ହେଉଛି ଯୁଦ୍ଧ ସ୍ଥିତି। ସୁଧୁରିବା ବଦଳରେ ଜଟିଳ ରୂପ ନେଲାଣି ଦୁଇ ମହାଶକ୍ତିଙ୍କ ମଧ୍ୟରେ ଫେସ୍ ଟୁ ଫେସ୍ ୱାର୍। ଇରାନର ଆକ୍ରମଣ ପରେ ଚିହିଁକି ଉଠିଥିବା ଇସ୍ରାଏଲ, ବଡ଼ ଧରଣର ଆଟାକ୍ ପାଇଁ ପ୍ରସ୍ତୁତ କରୁଛି ରଣନୀତି।…

ଜିଲ୍ଲା ଭିତ୍ତିକ ସ୍ଥାୟୀ ନିଯୁକ୍ତି ଦାବି, ୧୨ ଘଣ୍ଟିଆ କୋରାପୁଟ୍‌ ବନ୍ଦ

କୋରାପୁଟ: ଆଜି ଅବିଭକ୍ତ କୋରାପୁଟ ବନ୍ଦ । ୪ ଜିଲ୍ଲାରେ ଚକଅଖ ଜାମ୍ । କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଓ ରାୟଗଡା ଜିଲ୍ଲାରେ ସକାଳ ୬ଟାରୁ ଆରମ୍ଭ ହୋଇଛି ବନ୍ଦ ପାଳନ । ସରକାରୀ ଚାକିରିରେ ଜିଲ୍ଲା ଭିତ୍ତିକ ନିଯୁକ୍ତି ଦାବିରେ…

୨ କୋଟି ୮୬ ଲକ୍ଷ ଟଙ୍କାରେ ନିଲାମ ହେଲା ମହାପ୍ରଭୁଙ୍କ ଅର୍ପଣ ଚାଉଳ

ପୁରୀ: ଶେଷରେ ବିକ୍ରି ହେଲା ଅର୍ପଣ ଚାଉଳ । ନିର୍ବାଚନ ପୂର୍ବରୁ ପରିକ୍ରମା ପ୍ରକଳ୍ପ ନାଁରେ ଘର ଘର ରଥ ବୁଲି ଯେଉଁ ଚାଉଳ ସଂଗ୍ରହ ହୋଇଥିଲା ପ୍ରାୟ ୬ ମାସ ଧରି ପଡିରହିବା ପରେ ଆଜି ଶେଷରେ ନିଲାମ ହୋଇଛି…

ରାଜ୍ୟ ମୁଖ୍ୟ ସୂଚନା କମିଶନର(ସିଆଇସି)ପାଇଁ ବିଜ୍ଞପ୍ତି, ଲୋକାୟୁକ୍ତ ଅଧ୍ୟକ୍ଷ ପଦ ପୂରଣ ହେବ କେବେ ?

ଭୁବେନଶ୍ବର : ରାଜ୍ୟ ମୁଖ୍ୟ ସୂଚନା କମିଶନର(ସିଆଇସି) ଜଳଦ କୁମାର ତ୍ରିପାଠୀଙ୍କ କାର୍ଯ୍ୟକାଳ ଆସନ୍ତାକାଲି ଶେଷ ହେଉଛି। ଆଜି ଏହି ପଦବୀ ପୂରଣ ପାଇଁ ରାଜ୍ୟ ସରକାର ବିଜ୍ଞାପନ ଜାରି କରିଛନ୍ତି । ମାତ୍ର ଦୀର୍ଘଦିନ ଧରି ଖାଲି ପଡ଼ିଥିବା ଓଡ଼ିଶା…

ଆହାର କେନ୍ଦ୍ରରେ ଲୋକଙ୍କ ସହିତ ଖାଇଲେ ରାଜସ୍ୱ ମନ୍ତ୍ରୀ

ସମ୍ବଲପୁର : ଆହାର କେନ୍ଦ୍ରରେ ଖାଇବା ପାଇଁ ଧାଡ଼ିରେ ଛିଡ଼ା ହୋଇ ଟୋକନ୍‌ କଲେ। ଟୋକନ୍‌ ନେଇ ଲୋକଙ୍କ ସହିତ ଖାଇଲେ। ଆଉ ସୁଖ ଓ ଦୁଃଖ ପଚାରି ବୁଝିଲେ। ସମାଧାନ ପାଇଁ ଲୋକଙ୍କୁ ପ୍ରତିଶ୍ରୁତି ଦେଲେ ରାଜସ୍ୱ ମନ୍ତ୍ରୀ ସୁରେଶ…

ନିଜର ଇସ୍ତଫା ଓ ଉପନିର୍ବାଚନ ଚର୍ଚ୍ଚାକୁ ଖଣ୍ଡନ କଲେ ବିଧାୟକ ସୁଜାତା ସାହୁ

ଯାଜପୁର : ବିଜେଡିର ଦ୍ୱିତୀୟ କ୍ଷମତା କେନ୍ଦ୍ର ଭାବେ ପରିଚିତ ପ୍ରଣବ ପ୍ରକାଶ ଦାସଙ୍କ ବୟାନ ପରେ ଯାଜପୁର ସଦର ବିଧାୟକ ସୁଜାତା ସାହୁଙ୍କ ଇସ୍ତଫା ଓ ଉପନିର୍ବାଚନ ହେବା ନେଇ ଚର୍ଚ୍ଚା ହେଉଥିଲା। ହେଲେ ଏହି ଚର୍ଚ୍ଚାକୁ ଖଣ୍ଡନ କରିଛନ୍ତି…