ଦିଲ୍ଲୀରେ ୨୦୦୦ କୋଟି ଟଙ୍କାର କୋକେନ ଜବତ
ଦିଲ୍ଲୀରେ ଆଜି ୫୦୦ କେଜିରୁ ଅଧିକ ଓଜନର କୋକେନ ଜବତ କରାଯାଇଛି। ଜବତ କୋକେନର ମୂଲ୍ୟ ୨୦୦୦ କୋଟି ଟଙ୍କା ହେବ ବୋଲି ଦିଲ୍ଲୀ ପୁଲିସ କହିଛି। ଏହି ଘଟଣାରେ ପୁଲିସ ୪ ଜଣଙ୍କୁ ଗିରଫ କରିଛି। ଏତେ ପରିମାଣରେ କୋକେନ…
ଦିଲ୍ଲୀରେ ଆଜି ୫୦୦ କେଜିରୁ ଅଧିକ ଓଜନର କୋକେନ ଜବତ କରାଯାଇଛି। ଜବତ କୋକେନର ମୂଲ୍ୟ ୨୦୦୦ କୋଟି ଟଙ୍କା ହେବ ବୋଲି ଦିଲ୍ଲୀ ପୁଲିସ କହିଛି। ଏହି ଘଟଣାରେ ପୁଲିସ ୪ ଜଣଙ୍କୁ ଗିରଫ କରିଛି। ଏତେ ପରିମାଣରେ କୋକେନ…
ଭୁବନେଶ୍ବର: ଆଜି ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ୪ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଫଳରେ ବଙ୍ଗୋପସାଗର ନିକଟସ୍ଥ ପଶ୍ଚିମବଙ୍ଗ ଓ ଓଡ଼ିଶା ଉପକୂଳରେ ବର୍ଷା ହୋଇପାରେ ବୋଲି ଆଜି ସୂଚନା…
ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରସଙ୍କୁ ବ୍ୟାନ୍ କରିଛି ଇସ୍ରାଏଲ୍। ଇସ୍ରାଏଲ ମାଟିକୁ ଗୁଟେରସଙ୍କ ପ୍ରବେଶ ଉପରେ ନିଷେଧ ଘୋଷଣା କରିଛି। ଇସ୍ରାଏଲ ଉପରେ ଇରାନର ଆକ୍ରମଣକୁ ନିନ୍ଦା କରି ନଥିବାରୁ ଏହି ବ୍ୟାନ୍ ଘୋଷଣା କରାଯାଇଛି। ଇସ୍ରାଏଲର ବୈଦେଶିକ ମନ୍ତ୍ରୀ ଇସ୍ରାଏଲ…
ସମ୍ବଲପୁର: ଆଜି ମାଆ ସମଲେଶ୍ବରୀଙ୍କ ଧବଳମୁଖୀ ବେଶ । ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ସମଲେଶ୍ୱରୀ ଭକ୍ତଙ୍କୁ ଧଵଳମୁଖୀ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଇଛନ୍ତି । ବର୍ଷ ତମାମ ସିନ୍ଦୁର ବର୍ଣ୍ଣରେ ଦର୍ଶନ ଦେଉଥିବା ମାଆ ସମଲେଶ୍ୱରୀ କେବଳ ମହାଳୟାରେ ଶ୍ୱେତବର୍ଣ୍ଣରେ…
ମଧ୍ୟପ୍ରାଚ୍ୟାରେ ଘନେଇବାରେ ଲାଗିଛି ଯୁଦ୍ଧ ଆଶଙ୍କା। ଇସ୍ରାଏଲ ଉପରେ ତୁହାକୁ ତୁହା ମିସାଇଲ ମାଡ କରିଛି ଇରାନ୍। ଏହାକୁ ନେଇ ଏବେ ଇରାନ୍ ଉପରେ ବର୍ଷିଛନ୍ତି ଆମେରିକାର ଉପରାଷ୍ଟ୍ରପତି ତଥା ଡେମୋକ୍ରାଟିକ ରାଷ୍ଟ୍ରପତି ପ୍ରାର୍ଥୀ କମଲା ହାରିସ। ସେ କହିଛନ୍ତି ଯେ…
ପୁରୀ: ଶ୍ରୀମନ୍ଦିର ଲୁହା କଡ଼େଇ ଅବଢ଼ା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି ଯେ, ଶ୍ରୀମନ୍ଦିର ନୀତିକାନ୍ତିରେ ବିଭ୍ରାଟ କଲେ କଠୋର ପଦକ୍ଷେପ ନିଆଯିବ । ଆଇନ ମନ୍ତ୍ରୀ ଆହୁରି କହିଛନ୍ତି ଯେ, ଏହି…
ବିହାରର ବନ୍ୟା ପ୍ରଭାବିତ ଅଞ୍ଚଳରେ ଆଜି ଆକାଶ ମାର୍ଗରୁ ରିଲିଫ ସାମଗ୍ରୀ ପକାଇବାକୁ ଯାଇଥିବା ଭାରତୀୟ ବାୟୁ ସେନାର ଏକ ହେଲିକପ୍ଟର ବିପଜ୍ଜନକ ଭାବେ ବନ୍ୟା ପାଣିରେ ଅବତରଣ କରିବାକୁ ବାଧ୍ୟ ହୋଇଛି। ତେବେ ସେଥିରେ ଥିବା ଭାରତୀୟ ବାୟୁ ସେନାର…
ଭୁବନେଶ୍ୱର : ଆଇପିଏସ୍ ସ୍ତରରେ ଅଦଳବଦଳ । ଛୋଟଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଏନେଇ ବିଜ୍ଞପ୍ତି ମଧ୍ୟ ପ୍ରକାଶ ପାଇଛି । ତେବେ ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁସାରେ, ବରିଷ୍ଠ ଆଇପିଏସ୍ ବିନୋଦ ପାଟିଲ ହେଲେ ମାଲକାନଗିରି ଏସ୍ପି…
ରାଞ୍ଚି/ଭୁବନେଶ୍ବର: ପଡୋଶୀ ରାଜ୍ୟରେ ବିଧାନସଭା ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ଦଳୀୟ ପ୍ରଚାର ପାଇଁ ମଙ୍ଗଳବାର ଝାଡ଼ଖଣ୍ଡ ଗସ୍ତରେ ଯାଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ସମୟରେ ସରେଇକେଲା-ଖରସୁଆନ ଅଞ୍ଚଳକୁ ଓଡିଶାରେ ମିଶାଇବା ପ୍ରସଙ୍ଗ ଉପରେ ସେ ସ୍ପଷ୍ଟୀକରଣ ରଖିଛନ୍ତି…
ପୁଣି ବିଶ୍ୱ ଦେଖିବ କି ତୃତୀୟ ବିଶ୍ୱଯୁଦ୍ଧ। ମଧ୍ୟପ୍ରାଚ୍ୟରେ ପୁଣି ଆରମ୍ଭ ହୋଇଛି ଯୁଦ୍ଧ ପରିସ୍ଥିତି। ଇସ୍ରାଏଲ ଓ ଇରାନ୍ ମଧ୍ୟରେ ଆରମ୍ଭ ହୋଇଛି ଯୁଦ୍ଧ। ଇସ୍ରାଏଲ ଉପରେ ୨୦୦ରୁ ଅଧିକ ମିସାଇଲ୍ ମାଡ଼ କରିଛି ଇରାନ୍। ଏହି ଆକ୍ରମଣ ପରେ…