Month: October 2024

୪ ଦିନ ପରେ ଭଦ୍ରକରେ ସ୍ୱାଭାବିକ ହେଲା ଇଣ୍ଟରନେଟ୍‌ ସେବା

ଧୀରେ ଧୀରେ ସୁଧୁରୁଛି ଭଦ୍ରକର ସ୍ଥିତି। ୪ ଦିନ ପରେ ଗତକାଲି ମଧ୍ୟରାତ୍ରିରୁ ଭଦ୍ରକ ରେ ସ୍ୱାଭାବିକ ହୋଇଛି ଇଣ୍ଟରନେଟ୍‌ ସେବା। ସୋଶାଲ ମିଡିଆ ପୋଷ୍ଟକୁ ନେଇ ଦେଖାଦେଇଥିବା ଉତ୍ତେଜନା ପରେ ଇଣ୍ଟରନେଟ ସେବାକୁ ବନ୍ଦ କରି ଦିଆଯାଇଥିଲା। ଇଣ୍ଟରନେଟ୍‌ ସେବା…

ମହାଳୟାର ମହତ୍ତ୍ବ

ମହାଳୟା ଦିନ ଆମ ରାଜ୍ୟରେ ହିନ୍ଦୁମାନଙ୍କଦ୍ୱାରା ପିତୃପୁରୁଷଙ୍କ ସନ୍ତୁଷ୍ଟି ପାଇଁ ଶ୍ରାଦ୍ଧ କର୍ମ କରାଯାଏ । ମହାଳୟା ଅମାବାସ୍ୟାରେ ଅନୁଷ୍ଠିତ ଶ୍ରାଦ୍ଧକୁ ”’ମହାଳୟା ଶ୍ରାଦ୍ଧ”’, ”’ସାମ୍ବତ୍ସରିକ ଶ୍ରାଦ୍ଧ”’ ବା ”’ପାର୍ବଣ ଶ୍ରାଦ୍ଧ”’ ବା ”’ମଉଳା ଶ୍ରାଦ୍ଧ”’ କୁହାଯାଏ । ଆଶ୍ୱିନ ମାସର…

କାଲିଠୁ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର : ଆସନ୍ତାକାଲିଠୁ ୨ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଦିଲ୍ଲୀରେ ନିବେଶକ ସମ୍ମିଳନୀରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ଆସନ୍ତା ୩ ତାରିଖରେ ହୋଟେଲ ତାଜରେ ନିବେଶକ ସମ୍ମିଳନୀ ଆୟୋଜିତ ହେବ । ମେକ୍ ଇନ୍…

ଲାଞ୍ଚ ନେଉଥିଲେ ଫୁଡ୍‌ ସେଫ୍ଟି ଅଫିସର; ମାଡ଼ି ବସିଲା ଭିଜିଲାନ୍ସ

କେନ୍ଦ୍ରାପଡା : ଲାଇସେନ୍ସ କରାଇ ଦେବା ପାଇଁ ଲାଞ୍ଚ ନେବାବେଳେ ଫୁଡ୍‌ ସେଫ୍ଟି ଅଫିସରଙ୍କୁ ମାଡ଼ି ବସିଲା ଭିଜିଲାନ୍ସ। କେନ୍ଦ୍ରାପଡାର ଫୁଡ୍ ସେଫ୍ଟି ଅଫିସର ବିଭାଷ ମଜୁମଦାର ଭିଲାଲାନ୍ସ ହାତରେ ଧରା ପଡ଼ିଛନ୍ତି। ଭିଜିଲାନ୍ସ ତାଙ୍କ ପାଖରୁ ୫ ହଜାର ଲାଞ୍ଚ…

ଧାମନଗରରେ ସ୍ଥିତିର ସମୀକ୍ଷା କଲେ ପୁଲିସ ଡିଜି ୱାଇ.ବି ଖୁରାନିଆ

ଧାମନଗର: ଭଦ୍ରକ ଜିଲ୍ଲା ଧାମନଗରରେ ପୁଲିସ ଡିଜି ୱାଇ.ବି ଖୁରାନିଆ ସ୍ଥିତିର ସମୀକ୍ଷା କରିଛନ୍ତି। ସେ ବରିଷ୍ଠ ଅଧିକାରୀମାନଙ୍କ ସହ ଧାମନଗର ଥାନାରେ ଆଲୋଚନା କରିଛନ୍ତି। ଏଥିରେ ପୂର୍ବାଞ୍ଚଳ ଡିଆଇଜି ଓ ଭଦ୍ରକ ଏସ୍‌ପି ମଧ୍ୟ ଉପସ୍ଥିତ ଥିଲେ। ସମୀକ୍ଷା ପରେ…

ଜଣେ ଓଲିଉଡ୍‌ ହିରୋଙ୍କୁ ଅପହରଣ କରିପାରନ୍ତି ନକ୍ସଲ; ସତର୍କ କରାଇଲା ଗୁଇନ୍ଦା ବିଭାଗ

ଭୁବନେଶ୍ବର : ଓଲିଉଡ୍ ଷ୍ଟାରଙ୍କୁ ରହିଛି ନକ୍ସଲ ଭୟ। ଜଣେ ଓଲିଉଡ୍ ହିରୋଙ୍କୁ ନକ୍ସଲ ଅପହରଣ କରିବାକୁ ଯୋଜନା କରୁଥିବା ଆଶଙ୍କା ପ୍ରକାଶ କରିଛି ଓଡ଼ିଶା ପୁଲିସର ଗୁଇନ୍ଦା ବିଭାଗ। ଏନେଇ ଜିଲ୍ଲା ପୁଲିସକୁ ସତର୍କ କରାଇଛି ଗୁଇନ୍ଦା ବିଭାଗ।। ସୁରକ୍ଷା…

ଶ୍ରାଦ୍ଧ ଦେବା ପାଇଁ ଆସିଥିଲେ ୨ ସଂପର୍କୀୟ ଭାଇ, ନରେନ୍ଦ୍ର ପୁଷ୍କରିଣୀରେ ବୁଡ଼ିଗଲେ

ପୁରୀ : ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ବୁଡ଼ି ଆଜି ୨ ସଂପର୍କୀୟ ଭାଇଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଉଛନ୍ତି ରଜକିରଣ ଶତପଥୀ (୨୩) ଓ ନଳିନୀକାନ୍ତ ତ୍ରିପାଠୀ (୨୭)। ରଜକିରଣଙ୍କ ଘର ଗଞ୍ଜାମ ଜିଲ୍ଲା କୁକୁଡ଼ାଖଣ୍ଡିରେ। ସେହିପରି ତାଙ୍କ ସଂପର୍କୀୟ ଭାଇ…

ଶ୍ରୀମନ୍ଦିରରେ ରୋଷେଇରେ ଲୁହା କଡେଇ ବ୍ୟବହାର ଘଟଣା; ୩ ସୁପକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

ପୁରୀ : ଶ୍ରୀମନ୍ଦିରରେ ରୋଷେଇରେ ଲୁହା କଡେଇ ବ୍ୟବହାର ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ମଙ୍ଗଳବାର ୩ ସୁପକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲା ଶ୍ରୀମନ୍ଦିର ପ୍ରଶାସନ। ଶ୍ରୀମନ୍ଦିର ପରିସର କିମ୍ବା ଶ୍ରୀମନ୍ଦିର ରୋଷରେ ପ୍ରବେଶ ପାଇଁ ନିଷିଦ୍ଧ କରାଯାଇଛି…

ଲୋକଙ୍କୁ ସବୁ ସମୟରେ ନ୍ୟାୟ ମିଳିବ, ଏମିତି ନୁହେଁ ଯେ ରାତିରେ ଆସିଲେ ଅଭିଯୋଗ ଶୁଣାଯିବନି: ପୁଲିସ କମିଶନର

ଭୁବନେଶ୍ବର : ଭରତପୁର ଥାନା ଘଟଣା ସଂପର୍କରେ ନୂଆ ପୁଲିସ କମିଶନର ସୁରେଶ ଦେବଦତ୍ତ ସିଂହ ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଏବେ ଘଟଣାର ଦୁଇ ପ୍ରକାର ତଦନ୍ତ ଚାଲିଛି। କ୍ରାଇମବ୍ରାଞ୍ଚ ତଦନ୍ତ ଗୋଟିଏ ପଟେ ଓ ବିଚାର ବିଭାଗୀୟ…

ବୈତରଣୀରେ କୁମ୍ଭୀର, ନଦୀକୂଳିଆ ଭୟଭୀତ

ଆରଡ଼ି: ଆରଡ଼ି ନିକଟସ୍ଥ ବୋଡକ ଓ ସାଠିବାଙ୍କୁଡା ଗାଁ ଦେଇ ପ୍ରବାହିତ ହେଉଥିବା ବୈତରଣୀନଦୀରେ ମଙ୍ଗଳବାର ୧୬/୧୭ଫୁଟ ଲମ୍ବର ଏକ ହିଂସ୍ର କୁମ୍ଭୀର ଦୀର୍ଘ ସମୟ ଧରି ଘୁରି ବୁଲୁଛି। ଫଳରେ ନଦୀକୂଳିଆ ଲୋକ ଭୟଭୀତ ହୋଇପଡ଼ିବା ସହ ଇଟା ପଥର…