ନିର୍ବାଚନ ପୂର୍ବରୁ ମହାରାଷ୍ଟ୍ର ଡିଜିପି ହେଲେ ସଞ୍ଜୟ କୁମାର ବର୍ମା
ମୁମ୍ବାଇ : ଆସନ୍ତା ୨୦ ତାରିଖରେ ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହାପୂର୍ବରୁ ୧୯୯୦ ବ୍ୟାଚ୍ର ଆଇପିଏସ ସଞ୍ଜୟ କୁମାର ବର୍ମାଙ୍କୁ ରାଜ୍ୟର ପୁଲିସ୍ ମହାନିର୍ଦ୍ଦେଶକ ବା ଡିଜିପି ଭାବେ ନିଯୁକ୍ତି ମିଳିଛି। ବର୍ତ୍ତମାନ ଆଇପିଏସ ବର୍ମା ଲିଗାଲ ଓ…