କଟକ SCB ମେଡିକାଲ କଲେଜରେ ରାଗିଂ ଅଭିଯୋଗ, ବସିଲା ଆଣ୍ଟି ରାଗିଂ କମିଟି ବୈଠକ
କଟକ : ବ୍ରହ୍ମପୁର ଏମକେସିଜି ପରେ ଏବେ କଟକ ଏସ୍ସିବି ମେଡିକାଲ କଲେଜରୁ ଆସିଛି ରାଗିଂ ଅଭିଯୋଗ। ଏମ୍ବିବିଏସ୍ ଶେଷ ବର୍ଷ ଛାତ୍ରଙ୍କ ବିରୋଧରେ ରାଗିଂ ଅଭିଯୋଗ ଆଣିଛନ୍ତି ପ୍ରଥମ ବର୍ଷ ଛାତ୍ର। ଅଭିଯୋଗକୁ ଗ୍ରହଣ କରି ଏସ୍ସିବି ଆଣ୍ଟି ରାଗିଂ…