ବଲାଙ୍ଗୀରରେ ମୁଖ୍ୟମନ୍ତ୍ରୀ: ୬୨୧ କୋଟିର ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ
ବଲାଙ୍ଗୀର : ବଲାଙ୍ଗୀର ଜିଲାରେ ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ ଏବଂ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏ ନେଇ ଆୟୋଜିତ ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ପ୍ରକଳ୍ପଗୁଡ଼ିକର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହିତ ବିସ୍ତୃତ ବିବରଣୀ…