Month: November 2024

ଏଲଏସିରେ ଚୀନ ସୈନ୍ୟଙ୍କ ସହ କଥା ହେଲେ କିରଣ ରିଜିଜୁ

ନୂଆଦିଲ୍ଲୀ : ଅରୁଣାଚଳ ପ୍ରଦେଶ ସାଂସଦ ତଥା କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲଏସି)ରେ ମୁତୟନ ହୋଇଥିବା ଚୀନ ସୈନ୍ୟଙ୍କୁ…

ତେଜିଲା ବିବାଦ: ଅମିତ ଶାହଙ୍କୁ ଟାର୍ଗେଟ କରିବାରୁ କାନାଡା ଅଧିକାରୀଙ୍କୁ ସମନ କଲା ଭାରତ

ନୂଆଦିଲ୍ଲୀ : ଖଲିସ୍ତାନୀ ଆତଙ୍କବାଦୀ ନିଜାର ହତ୍ୟାକାଣ୍ଡକୁ ନେଇ ଭାରତ ଓ କାନାଡା ମଧ୍ୟରେ ସୃଷ୍ଟି ହୋଇଥିବା ତିକ୍ତତା ଏବେ ଚରମସୀମାରେ ପହଞ୍ଚିଛି। ନିଜାର ହତ୍ୟା ପଛରେ…

ଦୀପାବଳି ପରେ ଦିଲ୍ଲୀରେ ଅବସ୍ଥା ସଙ୍ଗୀନ୍

ନୂଆଦିଲ୍ଲୀ : ବିଭିନ୍ନ କାରଣରୁ ନୂଆଦିଲ୍ଲୀର ବାୟୁମଣ୍ଡଳ ପ୍ରାୟତଃ ପ୍ରଦୂଷିତ ହେବାରେ ଲାଗିଛି। ତେବେ ଦୀପାବଳି ପରେ ଦିଲ୍ଲୀ ଆକାଶ ଅଧିକ ପ୍ରଦୂଷିତ ହୋଇଥିବା ଜଣାପଡିଛି। ପ୍ରଦୂଷଣ…

‘ଆତଙ୍କବାଦୀ ଆକ୍ରମଣ ପଛରେ ରହିଛି ଷଡ଼ଯନ୍ତ୍ର’, ଫାରୁକ ଅବଦୁଲ୍ଲାଙ୍କ ବୟାନକୁ ନିନ୍ଦା କଲା ବିଜେପି

ଶ୍ରୀନଗର : ଗତ କିଛିଦିନ ହେବ ଜମ୍ମୁ-କାଶ୍ମୀରରେ ଆତଙ୍କବାଦୀଙ୍କ ଦୌରାତ୍ମ୍ୟ କ୍ରମାଗତ ଭାବେ ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪ଟି ଆତଙ୍କବାଦୀ ଆକ୍ରମଣ…

ଟ୍ରାକ ସଫା କରୁଥିବାବେଳେ ମାଡ଼ିଗଲା ଟ୍ରେନ, ୪ ସଫେଇ କର୍ମଚାରୀଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ରେଲୱେ ଟ୍ରାକ ସଫା କରୁଥିବା ସଫେଇ କର୍ମଚାରୀଙ୍କୁ ଧକ୍କା ଦେଲା ଟ୍ରେନ। ଦୁର୍ଘଟଣାରେ ୪ ସଫେଇ କର୍ମଚାରୀଙ୍କର ମୃତ୍ୟୁ ଘଟିଛି। ଏଭଳି ବିଚଳିତ କଲା…

ଦ୍ୱିତୀୟ ଦିନରେ ଝଡ଼ିଲା ୧୫ ୱିକେଟ, ନ୍ୟୁଜିଲ୍ୟାଣ୍ଡ ୧୪୩ ରନ ଆଗରେ

ମୁମ୍ବାଇ : ରୋମାଞ୍ଚକର ସ୍ଥିତିରେ ମୁମ୍ବାଇ ଟେଷ୍ଟ। ସମ୍ମାନ ରକ୍ଷା ପାଇଁ ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ତୃତୀୟ ଟେଷ୍ଟ ଖେଳୁଥିବା ଟିମ ଇଣ୍ଡିଆ ଅପେକ୍ଷାକୃତ ସହଜ ସ୍ଥିତିରେ ରହିଛି।…

ବରିଷ୍ଠ ବିଜେପି ନେତା ସମୀର ଦେ ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

କଟକ : ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ମନ୍ତ୍ରୀ ସମୀର ଦେ ଅସୁସ୍ଥ। ତାଙ୍କୁ କଟକର ସିଡିଏ ସ୍ଥିତ ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଛି।…

ବଡ଼ବଡୁଆ ଡାକରେ କମ୍ପିଲା ଶ୍ରୀକ୍ଷେତ୍ର

ପୁରୀ : ବଡ଼ବଡୁଆ ଡାକରେ କମ୍ପିଲା ଶ୍ରୀକ୍ଷେତ୍ର ।  ପୁରୀ ଶ୍ରୀମନ୍ଦିର ଆଗରେ ଆଜି ଲୋକମାନେ କାଉଁରିଆ କାଠି ଜାଳି ବଡ଼ବଡୁଆ ଡାକିଛନ୍ତି  ।  ପିତୃପକ୍ଷରେ ମର୍ତ୍ତ୍ୟଲୋକରୁ ଆସିଥିବା…

ପୁଣି ଆସିବ ସୁଭଦ୍ରା ଗାଇଡଲାଇନ : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ବର: ଖୁବ୍ ଶୀଘ୍ର ସୁଭଦ୍ରାର ପ୍ରଥମ ପର୍ଯ୍ୟାୟର ତୃତୀୟ କିସ୍ତି ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଚଢିବ । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇ କହିଛନ୍ତି,…

ଚାଇନା ପାଇଁ ଚେନାବ ବ୍ରିଜର ତଥ୍ୟ ସଂଗ୍ରହ କରୁଛି ପାକିସ୍ତାନ

ଚାଇନାର ବୋଲକରା ସାଜିଥିବା ପାକିସ୍ତାନର ଭାରତ ବିରୋଧୀ ଷଡ଼ଯନ୍ତ୍ର ପୁଣି ସାମ୍ନାକୁ ଆସିଛି। ଚାଇନା ଗୁଇନ୍ଦା ବିଭାଗ କଥାରେ ପାକିସ୍ତାନ ଗୁଇନ୍ଦା ସଂସ୍ଥା ଜମ୍ମୁ-କଶ୍ମୀରରେ ଥିବା ଚେନାବ…