ବାରରେ ଡ୍ୟାନ୍ସ ହେଲେ ରଦ୍ଦ ହେବ ଲାଇସେନ୍ସ
ଭୁବନେଶ୍ବର: ବାର୍ରେ ଡ୍ୟାନ୍ସ ହେଲେ ରଦ୍ଦ ହେବ ଲାଇସେନ୍ସ ।ଏନେଇ କଡା ଚେତାବନୀ ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ବାର୍ରେ ଅଶ୍ଳୀଳ ନୃତ୍ୟ ଯୋଗୁଁ ସୃଷ୍ଟି ହେଉଥିବା ଅପ୍ରୀତିକର ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି…