ମୋଦିଙ୍କ ମୁଖ୍ୟ ଆର୍ଥିକ ପରାମର୍ଶଦାତା ବିବେକ ଦେବରାୟଙ୍କ ଦେହାନ୍ତ
ଦେଶର ଜଣାଶୁଣା ଅର୍ଥଶାସ୍ତ୍ରୀ ତଥା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆର୍ଥିକ ପରାମର୍ଶଦାତା ପରିଷଦର ଚେୟାରମ୍ୟାନ୍ ବିବେକ ଦେବରାୟଙ୍କ ପରଲୋକ ହୋଇଛି । ଦିଲ୍ଲୀସ୍ଥିତ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଥିବା ବେଳେ ସେ ଆଖି ବୁଜିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ…