Month: December 2024

ଚଢ଼ାଉ ପାଇଁ ଯାଇଥିବା ବେଳେ ଆଇଆଇସିଙ୍କୁ ମାଡ଼, ପୁଲିସ ଗାଡ଼ି ଭାଙ୍ଗିଲେ ବାଲି ମାଫିଆ

ଉଦଳା : ବାଲି ମାଫିଆଙ୍କ ଗୁଣ୍ଡାରାଜ । ସବୁସୀମା ପାର୍ କରିଦେଲେ । ଏ ବାଲି କାହାର ? ଏତିକି କଥାରେ ଆଇଆଇସିଙ୍କ ଉପରେ ବର୍ଷିଥିଲା ମାଡ଼ । ଖାଲି ମାଡ଼ ନୁହେଁ ଆଜ୍ଞା,ଥାନା ଗାଡ଼ି ମଧ୍ୟ ଭାଙ୍ଗିଦେଇଛନ୍ତି ମାଫିଆ ।…

୫ ଦିନିଆ ଦିଲ୍ଲୀ ଓ ରାଜସ୍ଥାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର; ଆସନ୍ତା କାଲିଠୁ ୫ ଦିନିଆ ଗସ୍ତରେ ଦିଲ୍ଲୀ ଓ ରାଜସ୍ଥାନ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ l ଆସନ୍ତା କାଲିଠୁ ୨୧ ଯାଏଁ ରାଜସ୍ଥାନରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ l ପରେ ଦିଲ୍ଲୀରେ ୫୫ତମ ଜିଏସଟି ବୈଠକରେ ଯୋଗ…

ହ୍ୱିପ୍‌ ସତ୍ତ୍ୱେ ଆସିଲେନି ୨୦ରୁ ଅଧିକ ସାଂସଦ, ନୋଟିସ୍‌ ପଠାଇଲା ବିଜେପି

ଦେଶରେ ଏକକ ନିର୍ବାଚନ ପାଇଁ ଆଉ ପାଦେ ଆଗେଇଛନ୍ତି ମୋଦି ସରକାର। ମଙ୍ଗଳବାର ଲୋକସଭାରେ ‘ଓ୍ୱାନ ନେସନ୍‌ ଓ୍ୱାନ୍‌ ଇଲେକ୍‌ସନ୍‌’ ବିଲ୍‌ ଆଗତ ହୋଇଛି। ତେବେ ଏହି ଅବସରରେ ଅଧିକାଂଶ ସାଂସଦ ଗୃହରେ ଉପସ୍ଥିତ ନଥିଲେ। ହ୍ୱିପ୍‌ ପରେ ବି ପାଖାପାଖି…

ମୃଦୁ ପାନୀୟ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା କୋଟିଏ ଟଙ୍କାରୁ ଊର୍ଦ୍ଧ୍ବ ସମ୍ପତ୍ତି

ବ୍ରହ୍ମପୁର : ମୃଦୁ ପାନୀୟ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା କୋଟିଏ ଟଙ୍କାରୁ ଊର୍ଦ୍ଧ୍ବ ସମ୍ପତ୍ତି । ଗଞ୍ଜାମ ଜିଲ୍ଲା କୋଦଳା ମୁଖ୍ୟ ରାସ୍ତାରେ ଥିବା ଏକ ମୃଦୁ ପାନୀୟ ଫ୍ୟାକ୍ଟ୍ରିରେ ନିଆଁ ଲାଗି ମେସିନ, କଞ୍ଚାମାଲ ସାମଗ୍ରୀ ଜଳିପୋଡି…

ଇଡି ଜାଲରେ ପ୍ରମିଳାଙ୍କ ଭାଇ କ୍ଷୀରୋଦ

ଭୁବନେଶ୍ୱର: ଇଡି ଜାଲରେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇ କ୍ଷୀରୋଦ ମଲ୍ଲିକ। କ୍ଷୀରୋଦଙ୍କ ଘରେ ଆଜି ଇଡି ଚଢ଼ାଉ କରିଛି। ୨୩୧ କୋଟି ଠକେଇ ଅଭିଯୋଗରେ ବଡ଼ଧରଣର ଇଡି ରେଡ୍ ହୋଇଥିବା ସୂଚନା ମିଳିଛି। ତେବେ ପ୍ରମିଳା…

ଆଜିଠୁ ରତ୍ନଭଣ୍ଡାର ମରାମତି, ଭିତର ରତ୍ନଭଣ୍ଡାରରେ ଲୁହା ଭାରା ବନ୍ଧା କାର୍ଯ୍ୟ ଶେଷ : ASI ଅଧିକ୍ଷକ

ପୁରୀ : ଭିତର ରତ୍ନଭଣ୍ଡାରରେ ଲୁହା ଭାରା ବନ୍ଧା କାର୍ଯ୍ୟ ଶେଷ ହୋଇଛି । ଏ ନେଇ ଏଏସ୍‌ଆଇ ଅଧିକ୍ଷକ ଡି.ବି. ଗଡ଼ନାୟକ ସୂଚନା ପ୍ରଦାନ କରିଛନ୍ତି । ୨୦ ଜଣ ଶ୍ରମିକ ଏହି କାର୍ଯ୍ୟରେ ନିୟୋଜିତ ଥିଲେ । ବୁଧବାର…

ନିର୍ଦ୍ଧିଷ୍ଟ ସମୟରେ କାମ ନ ସାରିଲେ ଠିକାଦାରଙ୍କ ଉପରେ ନିଆଯିବ ଆକ୍ସନ: ମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ବିଭିନ୍ନ ସ୍ଥାନରେ ଚାଲୁଥିବା କାର୍ଯ୍ୟ ଗୁଡିକ ନିର୍ଦ୍ଧିଷ୍ଟ ସମୟରେ ସାରିବାକୁ ଠିକାଦାରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଯଦି କୌଣସି ଠିକାଦାର ସମୟ ସୀମା ଭିତରେ କାମ ନ ସାରିଲେ ସେମାନଙ୍କ ବିରୋଧରେ…

ଆରମ୍ଭ ହେଲା ରଥଯାତ୍ରାର ଆଦ୍ୟ ପର୍ବ; ନୟାଗଡ଼ରେ ପହଞ୍ଚିଲା ଆଜ୍ଞାମାଳ

ଆରମ୍ଭ ହେଲା ରଥଯାତ୍ରାର ଆଦ୍ୟ ପର୍ବ। ଆସନ୍ତା ରଥଯାତ୍ରା ପାଇଁ ଆବଶ୍ୟକ ରଥକାଠ ଆଣିବାକୁ ନୟାଗଡ଼ରେ ପହଞ୍ଚିଲା ଆଜ୍ଞାମାଳ। ଶ୍ରୀମନ୍ଦିର ପ୍ରଶାସନର ୩ ଜଣିଆ ପ୍ରତିନିଧି ଦଳ ମହାପ୍ରଭୁଙ୍କ ଆଜ୍ଞାମାଳ ନେଇ ନୟାଗଡ଼ରେ ପହଞ୍ଚିବା ପରେ ସମସ୍ତଙ୍କୁ ସ୍ୱାଗତ କରାଯାଇଛି। ପରମ୍ପରା…

କୋଲ୍ଡଡ୍ରିଙ୍କସ୍ ବୋତଲରେ ଚାଲାଣ ହେଉଥିଲା ଦେଶୀ ମଦ; ୩ ଗିରଫ, ୧୮୦ ଲିଟର ମଦ ଜବତ

ମୟୂରଭଞ୍ଜ : ନୂଆା ଢଙ୍ଗରେ କରୁଥିଲେ ଦେଶୀ ମଦ ଚୋରା ଚାଲାଣ। ସୂଚନା ପାଇ କାବୁ କରିଛି ପୋଲିସ। ଏହି ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲାରେ। ବିଭିନ୍ନ କମ୍ପାନୀର ପ୍ଲାଷ୍ଟିକ କୋଲ୍ଡଡ୍ରିଙ୍କସ୍ ବୋତଲରେ ଦେଶୀ ମଦ ଚାଲାଣ କରୁଥିବା ବେଳେ, ୧୮୦…

ଅନ୍ତଃବସ୍ତ୍ର ଭିତରେ ୧.୭ କେଜି ସୁନା ସ୍ମଗଲିଂ ବେଳେ ଧରା ପଡ଼ିଲେ ଏୟାର ଇଣ୍ଡିଆ କ୍ରୁ

ଏୟାର ଇଣ୍ଡିଆର ଜଣେ କ୍ୟାବିନ କ୍ରୁ ସୁନା ଚୋରା ଚାଲାଣ କରୁଥିବା ବେଳେ ଚେନ୍ନାଇ ଏୟାରପୋର୍ଟରେ ଧରା ପଡ଼ିଛନ୍ତି। ଏୟାର ଇଣ୍ଡିଆର ସଦସ୍ୟ ଜଣଙ୍କ ଜଣେ ଯାତ୍ରୀଙ୍କୁ ୨୪ କ୍ୟାରେଟର ୧.୭ କେଜି ସୁନା ସ୍ମଗଲିଂ କରିବାରେ ସହାୟତା କରୁଥିଲେ। ରବିବାର…