Month: December 2024

ଆମ୍ବେଦକର ବିବାଦରେ ଏନଡିଏ ଓ ଇଣ୍ଡି ମେଣ୍ଟ ମଧ୍ୟରୁ କାହାକୁ ମିଳିବ ଅଧିକ ଫାଇଦା ?

ନୂଆଦିଲ୍ଲୀ: ସମ୍ବିଧାନ ନିର୍ମାତା ବାବା ସାହେବ ଡ. ଭୀମରାଓ ଆମ୍ବେଦକରଙ୍କ ପ୍ରତି କଥିତ ଅପମାନକୁ ନେଇ ଗତ ଦୁଇ ସପ୍ତାହ ସମଗ୍ର ଦେଶର ରାଜନୀତି ସରଗରମ ରହିଛି।…

‘କେରଳ ମିନି ପାକିସ୍ତାନ’ ବୟାନ ପାଇଁ ବିବାଦରେ ମନ୍ତ୍ରୀ ରାଣେ

ମୁମ୍ବାଇ : ବିବାଦରେ ମହାରାଷ୍ଟ୍ରର କ୍ଷମତାସୀନ ମହାୟୁତି ସରକାରର ମନ୍ତ୍ରୀ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେଙ୍କ ପୁଅ ନୀତେଶ। ସେ ଦେଇଥିବା ବୟାନ ବିବାଦର କେନ୍ଦ୍ରବିନ୍ଦୁ…

ପି.କେ ମିଶ୍ରଙ୍କ ଝିଅ-ଜ୍ୱାଇଁ କହି ଠକୁଥିଲେ ହଂସିକା ଓ ଅନୀଲ୍‌

ଭୁବନେଶ୍ବର : ଠକେଇର ସବୁ ସୀମା ପାର୍‌ କରିଦେଲେ। ଠକେଇ କଲେ କଲେ ଶେଷରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପି.କେ ମିଶ୍ରଙ୍କୁ ଛାଡ଼ିଲେନି। ତାଙ୍କ ଝିଅ-ଜ୍ୱାଇଁର କହି…

ଜିନ୍ନତ ଏବେ ପୂରା ଫିଟ୍‌, ଖୁବ ଶୀଘ୍ର ଫେରିବ ଓଡ଼ିଶା

ଭୁବନେଶ୍ବର : ବହୁ ଦିନର ଲୁଚକାଳି ଖେଳ ପରେ ଗତକାଲି ଟ୍ରାଙ୍କୁଲାଇଜ୍‌ ହୋଇଛି ବାଘୁଣୀ ‘ଜିନ୍ନତ’ । ଏବେ ପଶ୍ଚିମବଙ୍ଗ ଆଲିପୁର ଚିଡ଼ିଆଖାନାରେ ଥିବା ଜିନ୍ନତ ପୂରାପୂରି…

ଫେବୃଆରୀରୁ ଓଡ଼ିଶାରେ ଆୟୁଷ୍ମାନ ଭାରତ

ଭୁବନେଶ୍ବର : ଫେବୃଆରୀରୁ ଓଡ଼ିଶାରେ ଆୟୁଷ୍ମାନ ଭାରତ। ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ମଧ୍ୟ ହେବ ସଂପୂର୍ଣ୍ଣ କାର୍ଯ୍ୟକ୍ଷମ। ଡବଲ ଇଞ୍ଜିନ ସରକାରର ଲାଭ ପାଇବେ ରାଜ୍ୟବାସୀ।…

ଜାନୁୟାରୀ ୩ରୁ ଭୁବନେଶ୍ୱରରୁ ଆଉ ୫ ସହରକୁ ସିଧାସଳଖ ବିମାନ ସେବା

ଭୁବନେଶ୍ବର : ନୂଆବର୍ଷରୁ ଓଡ଼ିଶାର ଦୁଇ ପ୍ରମୁଖ ବିମାନ ବନ୍ଦର ଭୁବନେଶ୍ୱର ଓ ଝାରସୁଗୁଡ଼ାରୁ ମିଳିବ ଅଧିକ ସହରକୁ ସିଧାସଳଖ ବିମାନସେବା । ଜାନୁୟାରୀ ୧ରୁ ଝାରସୁଗୁଡ଼ା…

ହିଞ୍ଜିଳିରେ ନବୀନଙ୍କ ଫସଲ କ୍ଷୟକ୍ଷତି ସମୀକ୍ଷା

ହିଞ୍ଜିଳିକାଟୁ: ଦିନିକିଆ ଗଞ୍ଜାମ ଗସ୍ତରେ ଆସି ଅଦିନିଆ ବର୍ଷା ଯୋଗୁଁଁ ହୋଇଥିବା ଫସଲ କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି ହିଞ୍ଜିଳି ବିଧାୟକ ତଥା ବିରୋଧୀ ଦଳ ନେତା ନବୀନ…

୨୦୨୫ରେ ୩ ଥର ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ବର : ୨୦୨୫ ମସିହା ହେଉଛି ‘ସୁଭଦ୍ରା’ ଯୋଜନାର ବର୍ଷ। ଏହି ବର୍ଷ ସୁଭଦ୍ରା ଯୋଜନାରେ ମାଲେମାଲ ହେବେ ମହିଳା। କାରଣ ଆସନ୍ତା ବର୍ଷ ମହିଳା ହିତାଧିକାରୀମାନେ…

ଷ୍ଟାଡିୟମ ଗ୍ୟାଲେରିରୁ ଖସି ପଡ଼ିଲେ ବିଧାୟିକା, ଅବସ୍ଥା ଗୁରୁତର

ତ୍ରିଭେନ୍ଦ୍ରମ : ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଷ୍ଟାଡିୟମରେ ପହଞ୍ଚିଥିଲେ କଂଗ୍ରେସ ବିଧାୟିକା। ମାତ୍ର ହଠାତ୍‌ ଘଟିଲା ଅଘଟଣ । ଷ୍ଟାଡିୟମ ଗ୍ୟାଲେରିରୁ ତଳକୁ ଖସି ପଡ଼ିଲେ…

କୃଷକ ସଂଗଠନର ପଞ୍ଜାବ ବନ୍ଦ ଡାକରା, ୧୫୦ ଟ୍ରେନ ବାତିଲ

ନୂଆଦିଲ୍ଲୀ : ଜାରି ରହିଥିବା ଚାଷୀ ଆନ୍ଦୋଳନ ମଧ୍ୟରେ ଆଜି ପଞ୍ଜାବ ବନ୍ଦ ଡାକରା ଦେଇଛନ୍ତି ଏକାଧିକ କୃଷକ ସଂଗଠନ। ସଂଯୁକ୍ତ କିଷାନ ମୋର୍ଚ୍ଚା ଓ କିଷାନ…