Month: December 2024

ଆର୍‌ଜିଏଚ୍‌କୁ ମିଳୁ ଜିଲ୍ଲା ଡାକ୍ତରଖାନା ମାନ୍ୟତା: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଧାୟକ

ରାଉରକେଲା: ରାଉରକେଲା ସରକାରୀ ଡାକ୍ତରଖାନା (ଆର୍‌ଜିଏଚ୍‌)କୁ ଜିଲ୍ଲା ଡାକ୍ତରଖାନାର ମାନ୍ୟତାଦେବାକୁ ଦୀର୍ଘଦିନରୁ ଦାବି ହୋଇଆସୁଛି। ଆଜି ପର୍ଯ୍ୟନ୍ତ ଏ ଦିଗରେ କୌଣସି ପଦକ୍ଷେପ ନିଆଯାଇନି। ପଡୋଶୀ ଛତିଶଗଡ, ବିହାର ଓ ଝାଡ଼ଖଣ୍ଡ ଆଦି ରାଜ୍ୟର ଶହ ଶହ ରୋଗୀ ଆର୍‌ଜିଏଚ୍‌ ଉପରେ…

ଆସନ୍ତା ସୋମବାର ଅଭିଯୋଗ ଣୁଣିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଦୀର୍ଘ ଦିନର ବିରତି ପରେ ପୁଣି ଏଇ ସୋମବାର ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ପ୍ରକୋଷ୍ଠ ଦ୍ବାର । ଆସନ୍ତା ୧୬ ତାରିଖ ସେମାବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣି କାର୍ଯ୍ୟକ୍ରମ ହେବ । ଏନେଇ ସାଧାରଣ ପ୍ରଶାସନ…

ସରକାର ବଳପୂର୍ବକ ଜଗଜୀତ ସିଂହଙ୍କ ଆମରଣ ଅନଶନ ଭଙ୍ଗ କରିପାରିବେ ନାହିଁ: ସୁପ୍ରିମକୋର୍ଟ

ପଞ୍ଜାବ ଓ ହରିୟାଣା ସୀମା ଖନୌରୀରେ ଗତ ନଭେମ୍ବର ୨୬ ତାରିଖରୁ ଆମରଣ ଅନଶନରେ ବସିଥିବା ପଞ୍ଜାବର କୃଷକ ଜଗଜୀତ ସିଂହ ଡଲ୍ଲେୱାଲଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ନେଇ ଶୁକ୍ରବାର ଚିନ୍ତା ପ୍ରକଟ କରିଛନ୍ତି ସୁପ୍ରିମକୋର୍ଟ। ୧୮ ଦିନ ହେଲାଣି ଆମରଣ ଅନଶନରେ ବସିଥିବା…

ଗର୍ଭବତୀଙ୍କୁ ଗୁଳି କରି ହତ୍ୟା ଘଟଣା: ସ୍ୱାମୀ ସହ ୪ ଅଟକ

ସୁନ୍ଦରଗଡ଼: ବଣାଇରେ ଜଣେ ଗର୍ଭବତୀଙ୍କୁ ଗୁଳି କରି ହତ୍ୟା ଘଟଣାରେ ଆସିଲା ବଡ଼ ଅପଡେଟ୍। ଗର୍ଭବତୀଙ୍କ ସ୍ବାମୀଙ୍କୁ ଅଟକ ରଖିଲା ପୋଲିସ୍। ହତ୍ୟା ମାମଲାରେ ସଂପୃକ୍ତି ସନ୍ଦେହରେ ସ୍ବାମୀଙ୍କ ସହ ଜଣେ ପୋଲିସ କର୍ମଚାରୀ ଏବଂ ଗାଁର ୨ ଜଣ ଯୁବକଙ୍କୁ…

ଫେରିଲା ମିଳିମିଳା: ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟାରେ ବୃଦ୍ଧି

ଭୁବନେଶ୍ବର: କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ପାତିଗୁଡା ଗାଁ ଗଞ୍ଜାମ ଜିଲ୍ଲା ସୋରଡ଼ାରେ ମିଳିମିଳା ବ୍ୟାପିଥିବା ଖବର ଆସିବା ପରେ ସ୍ୱାସ୍ଥ୍ୟ ବିଭାଗ ଏହାର ଅନୁଧ୍ୟାନ କରିଛନ୍ତି । ୩୦ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ସମସ୍ତଙ୍କର ସ୍ବାସ୍ଥ୍ୟବସ୍ଥା ଭଲ ରହିଛି। ହେଲେ…

ଜିନ୍ନତ୍ ପାଇଁ ଝାରଖଣ୍ଡରେ ହାଇଆଲର୍ଟ: ୧୬୩ ଧାରା ଜାରି

ଭୁବନେଶ୍ବର: ଓଡିଶା ଛାଡି ଏବେ ଝାଡଖଣ୍ଡ ଜଙ୍ଗଲରେ ବୁଲୁଛି ବାଘୁଣୀ ଜିନ୍ନତ୍ । ଶିମିଳିପାଳ ଅଭୟାରଣ୍ୟ ଛାଡି ପଳାଇଥିବା ବାଘୁଣୀ ଜିନ୍ନତ୍ ଏବେ ଝାଡଖଣ୍ଡବାସୀଙ୍କ ଚିନ୍ତା ବଢାଇଛି । ସେ ଝାଡ଼ଖଣ୍ଡର ଚାକୁଳିଆ ରେଞ୍ଜର ଭାଟକୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଚିଆବାନ୍ଧିର ସିଧୋ-କନହୋ…

ହାଇକୋର୍ଟ ବିଚାରପତି ଜଷ୍ଟିସ ଶେଖର କୁମାର ଯାଦବଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବ

ସଂଖ୍ୟାଗରିଷ୍ଠଙ୍କ ଇଚ୍ଛାରେ ଦେଶ ଚାଲିବା ଉଚିତ୍ ବୋଲି ବିବାଦୀୟ ମନ୍ତବ୍ୟ ଦେଇଥିବା ଆହ୍ଲାବାଦ ହାଇକୋର୍ଟର ବିଚାରପତି ଜଷ୍ଟିସ ଶେଖର କୁମାର ଯାଦବଙ୍କୁ ବହିଷ୍କାର କରିବା ପାଇଁ ଶୁକ୍ରବାର ରାଜ୍ୟସଭାରେ ବିରୋଧୀ ଦଳ ସାଂସଦମାନେ ମହାଭିଯୋଗ ପ୍ରସ୍ତାବ ଆଣିଛନ୍ତି। ସମାଜବାଦୀ ପାର୍ଟି ସାଂସଦ…

କଟକରେ ମହିଳାଙ୍କୁ ବୀଭତ୍ସ ହତ୍ୟା ପରେ ଫିଙ୍ଗିଦେଲେ

କଟକ : କଟକରେ ବଡ଼ ଚାଞ୍ଚଲ୍ୟ । ମହିଳାଙ୍କୁ ମାରି ଫିଙ୍ଗିଦେଲେ । ପରମହଂସ କୋଚିଲାଇ ନିକଟ କାଠଯୋଡି ନଦୀ ପଠାରେ ମହିଳାଙ୍କୁ ବୀଭତ୍ସ ହତ୍ୟା କରାଯଇଛି । ମୃତ ମହିଳାଙ୍କ ମୁଁହ ଓ ବେକରେ ଗଭୀର କ୍ଷତ ଲାଗିଛି। ଘଟଣାସ୍ଥଳରେ…

ଦୂତି ଚାନ୍ଦଙ୍କ କାର୍‌କୁ ଧକ୍କା ଦେଲା ଟ୍ରକ୍

କଟକ: ଅଳ୍ପରେ ବର୍ତ୍ତିଗଲା ଦୌଡରାଣୀ ଦୂତୀ ଚାନ୍ଦଙ୍କ ଜୀବନ। ଦୂତୀ ଚାନ୍ଦଙ୍କ କାରକୁ ଧକ୍କା ଦେଲା ଟ୍ରକ। କଟକ ମଧୁପାଟଣା ଥାନା ନିକଟ ବ୍ରିଜ ତଳ ରାସ୍ତାରେ ଏହି ଦୁର୍ଘଟଣା ଘଟିଛି। ଓଭରଟେକ୍ ବେଳେ ଦୂତୀ ଚାନ୍ଦଙ୍କ କାରକୁ ଧକ୍କାଦେଲା ଟ୍ରକ୍।…

ବ୍ରହ୍ମପୁର ସାଂସଦଙ୍କୁ ଭେଟିଲେ ୧୫ ସରପଞ୍ଚ: ବଦଳିପାରେ ରାଜନୈତିକ ସମୀକରଣ, ବିଜେଡି ଶିବିରରେ ହଟ୍ଟଚମଟ

ଗୋପାଳପୁର: ରଙ୍ଗେଇଲୁଣ୍ଡା ବ୍ଲକ ଅନ୍ତର୍ଗତ ୧୫ଟି ପଞ୍ଚାୟତର ସରପଞ୍ଚ, ଜଣେ ସମିତି ସଭ୍ୟଙ୍କ ସମେତ ବିଜେଡିର ଆଗଧାଡିର କିଛି ନେତା ଭୁବନେଶ୍ବରରେ ବ୍ରହ୍ମପୁର ସାଂସଦ ଡ଼ ପ୍ରଦିପ କୁମାର ପାଣିଗ୍ରାହୀଙ୍କୁ ସାକ୍ଷାତ କରି ଅଞ୍ଚଳର ବିଭିନ୍ନ ସମସ୍ୟା ନେଇ ଆଲୋଚନା କରିଥିବା…