ସମ୍ବିଧାନ ବିତର୍କରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ମୋଦି
ଭାରତୀୟ ସମ୍ବିଧାନର ୭୫ ବର୍ଷ ପୂର୍ତ୍ତି ଅବସରରେ ଗୋଟିଏ ବିତର୍କ ଲୋକସଭାରେ ହେବ। ଆସନ୍ତା ୧୩ ଓ ୧୪ ଦୁଇ ଦିନ ଧରି ବିଭିନ୍ନ ଦଳର ସଦସ୍ୟ ସମ୍ବିଧାନ ଉପରେ ହେବାକୁ ଥିବା ବିତର୍କରେ ଭାଗ ନେଇ ନିଜର ମତ ରଖିବେ।…
ଭାରତୀୟ ସମ୍ବିଧାନର ୭୫ ବର୍ଷ ପୂର୍ତ୍ତି ଅବସରରେ ଗୋଟିଏ ବିତର୍କ ଲୋକସଭାରେ ହେବ। ଆସନ୍ତା ୧୩ ଓ ୧୪ ଦୁଇ ଦିନ ଧରି ବିଭିନ୍ନ ଦଳର ସଦସ୍ୟ ସମ୍ବିଧାନ ଉପରେ ହେବାକୁ ଥିବା ବିତର୍କରେ ଭାଗ ନେଇ ନିଜର ମତ ରଖିବେ।…
ଭୁବନେଶ୍ବର: ରାଜ୍ୟସଭା ଉପନିର୍ବାଚନ ଲାଗି ବିଜେପି ପ୍ରାର୍ଥୀ ଭାବେ ସୁଜିତ କୁମାର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ନାମାଙ୍କନ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ୩୦ଜଣ ବିଧାୟକ ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପ୍ରମୁଖ…
ନୂଆଦିଲ୍ଲୀ: ସଞ୍ଜୟ ମାଲହୋତ୍ରା ହେବେ ରିଜର୍ଭ ବ୍ୟାଙ୍କର ନୂଆ ଗଭର୍ଣ୍ଣର । ତାଙ୍କର କାର୍ଯ୍ୟକାଳ ଆସନ୍ତା ୩ ବର୍ଷ ପାଇଁ ରହିବ। ସେ ବର୍ତ୍ତମାନର ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ ସ୍ଥାନ ନେବେ। ଡିସେମ୍ବର ୧୦ରେ ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳ…
ଭୁବନେଶ୍ୱର: ସରକାରୀ ବାସଭବନ ଛାଡୁନାହାଁନ୍ତି ପୂର୍ବତନ ବିଧାୟକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଓଡିଶା ବିଧାନସଭାରେ ପ୍ରଦାନ କରିଥିବା ତଥ୍ୟ ଅନୁଯାୟୀ ୧୪ ଜଣ ପୂର୍ବତନ ବିଧାୟକ ସରକାରୀ କ୍ୱାର୍ଟର୍ସ ଦଖଲ କରି ରଖିଛନ୍ତି। ବିଧାୟକ ମାନସ କୁମାର ଦତ୍ତଙ୍କ…
ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ତଥା ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନଖଡ଼ଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ଯୋଜନା କରୁଛନ୍ତି ବିରୋଧୀ । ଏ ନେଇ କେତେକ ବିରୋଧୀ ଦଳ ଆଲୋଚନା ଆରମ୍ଭ କରିଛନ୍ତି। ତେବେ ଏନେଇ ଏପର୍ଯ୍ୟନ୍ତ ଇଣ୍ଡିଆ ମେଣ୍ଟର ସବୁ ଦଳଙ୍କ…
କଟକ : ରଣକ୍ଷେତ୍ର ପାଲଟିଲା କଲେଜ ପରିସର । ବିଗିଡ଼ିଲା ଶୈକ୍ଷିକ ବାତାବରଣ । କୌଣସି କାରଣକୁ ନେଇ କଟକ ରାଜବଗିଚା ସ୍ଥିତ ସିଟି କଲେଜରେ ଏକ ନିର୍ଦ୍ଧିଷ୍ଟ ଗୋଷ୍ଠୀ କଲେଜରେ ପଢ଼ୁଥିବା ଯୁକ୍ତ ୨ ଛାତ୍ରଙ୍କୁ ମରଣାସ୍ତ୍ରରେ ଆକ୍ରମଣ କରିଥିବା…
ବାରିପଦା: ଶିମିଳିପାଳର ବାଘୁଣୀ ‘ଜିନ୍ନତ’ ଏବେ ଝାଡଖଣ୍ଡ ଜଙ୍ଗଲରେ ବୁଲୁଛି। ବାଘୁଣୀ ଜିନ୍ନତ ଝଡଖଣ୍ଡରେ ବୁଲୁଥିବା ନେଇ ସୂଚନା ଦେଇଛନ୍ତି ଆରସିସିଏଫ୍ ପ୍ରକାଶ ଚାନ୍ଦ ଗୋଗିନେନି। ଗତ ନଭେମ୍ବରରେ ମହାରାଷ୍ଟ୍ର ତଡ଼ବାରୁ ବାଘୁଣୀ ‘ଜିନତ’କୁ ଶିମିଳିପାଳ ଅଣାଯାଇଥିଲା। ଝାରଖଣ୍ଡ ଯାଇ ଏକ…
ବାଂଲାଦେଶ ଓ ଭାରତ ମଧ୍ୟରେ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏସବୁ ଭିତରେ ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି ବା ବିଏନପି ପକ୍ଷରୁ ଉତ୍ତେଜନା ସୃଷ୍ଟି କରିବା ଭଳି ବୟାନ ଦିଆଯାଉଛି। ନିକଟରେ ବିଏନପିର ଜଣେ ନେତା ଭାରତକୁ ତୀବ୍ର ସମାଲୋଚନା…
ଭୁବନେଶ୍ବର: ଅନଲାଇନ ଟ୍ରେଡିଂ ବର୍ତ୍ତମାନ ସମୟରେ ଠକେଇର ଏକ ପ୍ରମୁଖ ମାଧ୍ୟମ ପାଲଟିଛି । ଗତ ୫ ବର୍ଷ ମଧ୍ୟରେ ଅନଲାଇନ ଟ୍ରେଡିଂ ଠକେଇର ଶିକାର ହୋଇଛନ୍ତି ୫୯ ହଜାର ୪୩୭ ଲୋକ । ଆଜି ବିଧାନସଭାରେ ଏଭଳି ତଥ୍ୟ ରଖିଛନ୍ତି…
ଭୁବନେଶ୍ୱର : ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡି ବସିଲା ଭିଜିଲାନ୍ସ । ଭୁବନେଶ୍ୱର ଖଣ୍ଡଗିରି ସବ ରେଜିଷ୍ଟ୍ରାର ଅଫିସର କନିଷ୍ଠ କିରାଣୀ ଦେବଜାନୀ କର। ଏକ ସବ ପ୍ଲଟ ରେଜିଷ୍ଟ୍ରେସନ କରାଇ ଦେବାକୁ ନେଉଥିଲେ ଲାଞ୍ଚ। ସବ ପ୍ଲଟର…