ରୁଷ ଶରଣରେ ସିରିଆ ରାଷ୍ଟ୍ରପତି, କଡ଼ା ଚେତାବନୀ ଦେଲେ ଟ୍ରମ୍ପ
ସିରିଆରେ ରାଷ୍ଟ୍ରପତି ବସର-ଅଲ-ଅସଦଙ୍କ ୨୪ ବର୍ଷର ଏକଛତ୍ରବାଦ ଶାସନର ଅନ୍ତ ଘଟିଛି। ଭୟଙ୍କର ଗୃହଯୁଦ୍ଧରେ ବିରୋଧୀ ଗୋଷ୍ଠୀଙ୍କ ଦ୍ୱାରା ବିତାଡ଼ିତ ହେବା ପରେ ଦେଶଛାଡ଼ି ପଳାଇଛନ୍ତି ରାଷ୍ଟ୍ରପତି ବସର ଅଲ ଅସଦ। ସେ ପରିବାର ସହ ରୁଷରେ ଆଶ୍ରୟ ନେଇଛନ୍ତି। ଅନ୍ତର୍ଜାତୀୟ…