Month: December 2024

ରାଜ୍ୟରେ ସ୍ଥାପନ ହେବ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ

ଭୁବନେଶ୍ବର ୭।୧୨: ଓଡିଶାରେ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପାଇଁ କେନ୍ଦ୍ରୀୟ ଆର୍ଥିକ ବ୍ୟାପାର କ୍ୟାବିନେଟ କମିଟି ମଞ୍ଜୁରୀ ପ୍ରଦାନ କରିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀଙ୍କ…

ଉପବାସରେ ମହାପ୍ରଭୁ ଲିଙ୍ଗରାଜ

ଭୁବନେଶ୍ବର : ଉପବାସରେ ମହାପ୍ରଭୁ ଲିଙ୍ଗରାଜ। ପୂଜାପଣ୍ଡା ନିଯୋଗ ଓ ବଡୁ ନିଯୋଗ ମଧ୍ୟରେ ମହାପ୍ରଭୁଙ୍କ ଅଧିବାସ ପୂଜାକୁ ନେଇ ମତ ପାର୍ଥକ୍ୟ ପାଇଁ ବନ୍ଦ ରହିଛି ସମସ୍ତ ନୀତିକନ୍ତି। ଅଭଡ଼ା ନପାଇ ନିରାଶ ହୋଇଛନ୍ତି ଶ୍ରଦ୍ଧାଳୁ। ଆଜି ସକାଳୁ ମଙ୍ଗଳ…

ଓଡ଼ିଶାରେ ମଦ ବିକ୍ରି ବଢିଛି

ଭୁବନେଶ୍ବର : ଓଡ଼ିଶାରେ ମଦ ବିକ୍ରି ବଢିଛି। ଅବକାରୀ ରାଜସ୍ୱ ଆୟ ମଧ୍ୟ ବଢ଼ି ଚାଲିଛି। ବିଦେଶୀ ହେଉ କି ଦେଶୀ ରାଜ୍ୟରେ ପ୍ରତିବର୍ଷ ଢକ ଢକ କରି ପିଇ ଯାଉଛନ୍ତି ଲକ୍ଷ ଲକ୍ଷ ଲିଟର ମଦ। ଚଳିତବର୍ଷ ଲୋକେ ପିଇଛନ୍ତି…

ମଧ୍ୟାହ୍ନ ଭୋଜନ ଖାଇ ୯୦ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ

ଭୁବନେଶ୍ବର : ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇବା ପରେ ଆଜି ୯୦ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଅନେକ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ରାଜ୍ୟର ଦୁଇଟି ଭିନ୍ନ ଭିନ୍ନ ସ୍ଥାନରେ ଘଟିଛି ଏହି ଘଟଣା। ଗୋଟିଏ କନ୍ଧମାଳ ଓ…

ଆସନ୍ତାକାଲି ଚାଷୀଙ୍କୁ ୮୦୦ ଟଙ୍କାର ଇନପୁଟ୍ ସବସିଡି ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଅପେକ୍ଷାର ଅନ୍ତ। ଚାଷୀ ପାଇବେ ୮ ଶହ ଟଙ୍କାର ଇନପୁଟ୍ ସବସିଡି। ଆସନ୍ତାକାଲି ଚାଷୀଙ୍କୁ ଧାନର ଇନପୁଟ ସହାୟତା ରାଶି ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବରଗଡ଼ ସୋହେଲାର ଇଚ୍ଛାପାଲି ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ…

ଅଷ୍ଚାଦଶ ପ୍ରବାସୀ ଭାରତୀୟ ଦିବସ ପାଇଁ ସମୀକ୍ଷା ବୈଠକ

ଭୁବନେଶ୍ବର : ୨୦୨୫ ଜାନୁଆରୀ ୮ ରୁ ୧୦ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ଭୁବନେଶ୍ୱର ଜନତା ମଇଦାନରେ ଅନୁଷ୍ଠିତ ହେବାକୁ ଯାଉଛି ଅଷ୍ଚାଦଶ ପ୍ରବାସୀ ଭାରତୀୟ ଦିବସ। ଏହି ଦିବସକୁ ଶୃଙ୍ଖଳିତ ତଥା ସୁଚାରୁରୂପେ ଆୟୋଜନ ପ୍ରସ୍ତୁତି ସଂପର୍କରେ…

କଟକରେ ପ୍ରତିଷ୍ଠା ହେବ ତାରକସି ସାଧାରଣ ସୁବିଧା କେନ୍ଦ୍ର

କଟକ : କଟକରେ ଖୁବଶୀଘ୍ର ପ୍ରତିଷ୍ଠା ହେବ ଫିଲିଗ୍ରୀ ତାରକସି ସାଧାରଣ ସୁବିଧା କେନ୍ଦ୍ର (କମନ ଫେଶିଲିଟି ସେଣ୍ଟର)। ଏଥିପାଇଁ କଟକ ଜିଲ୍ଲା ପ୍ରଶାସନ ଓ ଆଇଆଇଟି ଭୁବନେଶ୍ଵର ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି। ଏହି ସିଏଫସି ପାଇଁ କଟକ…

ସିଏଜି ଖୋଲିଲେ ଗୁମର: ମହାନଗରବାସୀଙ୍କୁ ବାଂଟିଛନ୍ତି ଦୂଷିତ ଜଳ ଓ ରୋଗ, ହଜାର ହଜାର କୋଟି ଅପବ୍ୟୟ

ଭୁବନେଶ୍ବର : ସ୍ମାର୍ଟସିଟି ରାଜଧାନୀ ଭୁବନେଶ୍ୱରବାସୀଙ୍କୁ କୁଆଖାଇ ନଦୀରୁ ଅତ୍ୟନ୍ତ ଦୂଷିତ ଜଳ ଯୋଗାଣ କରାଯାଉଛି । ଏହି ଜଳ ଅତ୍ୟନ୍ତ ଦୂଷିତ ବୋଲି ରାଜ୍ୟ ପରିବେଶ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ବି କହିଲେ। ତଥାପି ସରକାର ଫାଙ୍କିଦେଲେ। ଖାଲି ସେତିକି…

ଶ୍ରମିକମାନଙ୍କ ତ୍ୟାଗ ଓ ବଳିଦାନକୁ ସମ୍ମାନ ଜଣାଉଛି ବିଜେଡି- ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ଭୁବନେଶ୍ବର : ଶ୍ରମିକଙ୍କ ଉନ୍ନତି ପାଇଁ ବିଜୁ ବାବୁଙ୍କ ଠାରୁ ଆରମ୍ଭ କରି ବିଜେଡି ସରକାର ସର୍ବଦା କାମ କରୁଥିଲା। ଶ୍ରମିକମାନଙ୍କ ହକ୍‌ ପାଇଁ ଲଢେଇ କରିବ ବିଜୁ ଜନତା ଦଳ। ଶ୍ରମିକମାନଙ୍କ ତ୍ୟାଗ ଓ ବଳିଦାନକୁ ସମ୍ମାନ ଜଣାଉଛି ବିଜେଡି।…

ରାଇରଙ୍ଗପୁରଠାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ରାଷ୍ଟ୍ରପତି

ବାରିପଦା : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶନିବାର ରାଇରଙ୍ଗପୁରଠାରେ ବାଙ୍ଗିରିପୋଷି-ଗୋରୁମହିଷାଣୀ, ବୁଢ଼ାମରା-ଚାକୁଲିଆ ଏବଂ ବାଦାମପାହାଡ଼-କେନ୍ଦୁଝରଗଡ଼ ରେଳ ଲାଇନ ସମେତ ଆଦିବାସୀ ଗବେଷଣା ଏବଂ ବିକାଶ କେନ୍ଦ୍ର, ଦାଣ୍ଡବୋସ ବିମାନ ବନ୍ଦର; ଏବଂ ରାଇରଙ୍ଗପୁର ସବ୍-ଡିଭିଜନାଲ ହସ୍ପିଟାଲର ନୂତନ ଅଟ୍ଟାଳିକା ପାଇଁ ଭିତ୍ତିପ୍ରସ୍ତର…