Month: December 2024

ଜଗନ୍ନାଥଙ୍କ ନୀତିକାନ୍ତିକୁ ଅଧ୍ୟୟନ କଲେ ଆମେ ଆୟୁର୍ବେଦ ବିଷୟରେ ଜାଣିପାରିବା: ମୁଖ୍ୟମନ୍ତ୍ରୀ

ପୁରୀ: ଭାରତୀୟ ସଂସ୍କୃତି ଏବଂ ପରମ୍ପରା ସହିତ ଆୟୁର୍ବେଦ ଅଙ୍ଗାଙ୍ଗିଭାବେ ଜଡ଼ିତ। ଏହା ଜାଣିବାକୁ ହେଲେ ଆମକୁ ବହୁତ ଦୂର ଯିବାକୁ ପଡ଼ିବ ନାହିଁ। ପ୍ରଭୁ ଜଗନ୍ନାଥଙ୍କ ନୀତିକାନ୍ତିକୁ ଅଧ୍ୟୟନ କଲେ ଆମେ ଏହାକୁ ଜାଣିପାରିବା। ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ତମ…

ଇଲେକ୍ଟ୍ରି ବିଲ୍‌ ପୈଠ ପାଇଁ ଆସୁଛି ମିଛ ମେସେଜ୍‌- ବିଲ୍ ପୈଠ ଠକେଇ ସମ୍ପର୍କରେ ଟିପିଏସ୍ଓଡିଏଲ୍ ତରଫରୁ ସତର୍କ ସୂଚନା ଜାରି

ବ୍ରହ୍ମପୁର : ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ(ଟିପିଏସ୍ଓଡିଏଲ୍) ପକ୍ଷରୁ ଉପଭୋକ୍ତାମାନଙ୍କୁ ଫିସିଂ ଠକେଇ ସମ୍ପର୍କରେ ସତର୍କ ସୂଚନା ଦିଆଯାଇଛି। ସାଇବର ଅପରାଧୀମାନେ ଉପଭୋକ୍ତାଙ୍କ ମୋବାଇଲ ନମ୍ବରକୁ ବକେୟା ବିଲ୍ ଯୋଗୁଁ ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ହେବା ନେଇ ମେସେଜ ପଠାଉଥିବା…

ପାରିବାରିକ କଳହର ଉଗ୍ରରୂପ; ଛୁଆ ପରେ ଚାଲିଗଲା ମା’ର ଜୀବନ

କଟକ : ପାରିବାରିକ କଳହ ନେଲା ଉଗ୍ରରୂପ। ନିଆଁରେ ପୋଡ଼ି ହୋଇ ଗତକାଲି ଚିକିତ୍ସାଧୀନ ଅବସ୍ଥାରେ ୨ ମାସ ଛୁଆର ମୃତ୍ୟୁ ଘଟିଥିବା ବେଳେ ଆଜି ଚାଲିଗଲା ମା’ର ଜୀବନ। କଟକ ଜିଲ୍ଲା ଜଗତପୁର ଥାନା ଅନ୍ତର୍ଗତ ଆତୋଡାରେ ଏହି ଘଟଣା…

ବିଜେଡିର ବରିଷ୍ଠ ବିଧାୟକ ବଦ୍ରି ପାତ୍ରଙ୍କ ବିସ୍ଫୋରକ ବୟାନ, କହିଲେ- ଅତୀତରେ ଆମ ଦଳ ଭୁଲ କରିଛି

ଭୁବନେଶ୍ବର ୪।୧୨: ବିଜେଡିର ବରିଷ୍ଠ ବିଧାୟକ ବଦ୍ରି ପାତ୍ରଙ୍କ ବିସ୍ଫୋରକ ବୟାନ । କହିଲେ, ଅତୀତରେ ଆମ ଦଳ ଭୁଲ କରିଛି । ବିଜେପିରେ ଟିକେଟ ପାଇଥିବା କିଛି ପ୍ରାର୍ଥୀଙ୍କୁ ଆଣିକି ଆମ ଦଳରେ ନେଲେ । ବର୍ତ୍ତମାନ ସେମାନେ ସାଂସଦ…

ଓଡ଼ିଶାରେ ବିକ୍ରି ହେଉଛି ନକଲି ସମ୍ବଲପୁରୀ ଶାଢ଼ି, ନକଲିକୁ ଅସଲି କହି ଚଢ଼ା ଦରରେ ବିକୁଛନ୍ତି ବ୍ୟବସାୟୀ

ଭୁବନେଶ୍ବର ୪।୧୨: ଓଡ଼ିଶାରେ ବିକ୍ରି ହେଉଛି ନକଲି ସମ୍ବଲପୁରୀ ଶାଢ଼ି । ନକଲି ଶାଢ଼ିକୁ ଅସଲି କହି ଚଢ଼ା ଦରରେ ବିକ୍ରି କରୁଛନ୍ତି ବ୍ୟବସାୟୀ । ଯାହା ଫଳରେ କ୍ଷତି ସହୁଛନ୍ତି ସମ୍ବଲପୁରୀ ଶାଢ଼ି ବୁଣାକାର ଓ ବ୍ୟବସାୟୀ । ଏକଥା…

ଲୋଧା ଜନଜାତିକୁ ମିଳିପାରୁନି ସରକାରୀ ସହାୟତା, ମାନବଧିକାର କମିଶନଙ୍କ ହସ୍ତକ୍ଷେପ ପରେ ଚେତିଲା ପ୍ରଶାସନ

ନୀଳଗିରି: ଦୀର୍ଘ ୫୦ ବର୍ଷରୁ ଅଧିକ ସମୟ ଧରି ବାଲେଶ୍ଵର ଜିଲ୍ଲାର କୁଲଡିହା ଅଭୟାରଣ୍ୟର ପାଦଦେଶରେ କେସିପୁର ନିକଟ ଚେମଚଟା ଅଞ୍ଚଳରେ ବସବାସ କରିଆସୁଛନ୍ତି ୩୨ ଲୋଧା ପରିବାର। ହେଲେ ଏବେବେ ଏହି ସଂପ୍ରଦାୟର ଲୋକେ ବିଭିନ୍ନ ମୌଳିକ ଅଧିକାରରୁ ବଞ୍ଚିତ।…

ଛାତ୍ରୀମାନେ ପାଚେରୀ ଡେଇଁ ଚାଲିବା ନେଇ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ତାଗିଦ କଲେ ମୟୂରଭଞ୍ଜ ଜିଲ୍ଲାପରିଷଦ ଅଧ୍ୟକ୍ଷା

ବାରିପଦା : ଛାତ୍ରୀମାନେ ପାଚେରୀ ଡେଇଁ ସକାଳେ ସକାଳେ କ’ଣ ପାଇଁ ଚାଲିଲେ? ରାଜ୍ୟ ସରକାର ଶିକ୍ଷାନୁଷ୍ଠାନକୁ ସବୁ ପ୍ରକାର ସୁବିଧା ସୁଯୋଗ ଯୋଗାଇ ଦେଉଥିବା ବେଳେ ଛାତ୍ରୀମାନଙ୍କୁ କ’ଣ ପାଇଁ ହଇରାଣ ହରକତ କରାଯାଉଛି? ଏହାର ତଦନ୍ତ କରିବା ସହିତ…

ମହୋଦଧିରେ ବିଶ୍ୱ ଦେଖିଲା ଭାରତୀୟ ନୌସେନାର ମହାପରାକ୍ରମ

ପୁରୀ : ମହୋଦଧିରେ ବିଶ୍ୱ ଦେଖିଲା ଭାରତୀୟ ନୌସେନାର ବଳ। ନୌସେନା ଦିବସରେ ଓଡ଼ିଶାରେ ଲେଖାହେଲା ଉତ୍ସବର ନୂଆ ଇତିହାସ। ରାଷ୍ଟ୍ରପତିଙ୍କ ସାମ୍ନାରେ ୧୫ ଯୁଦ୍ଧ ଜାହାଜ, ୩୭ ଏୟାରକ୍ରାଫ୍ଟ ଓ ୩୫ ଶହରୁ ଅଧିକ ନୌବୀରଙ୍କ ଦୁର୍ଦ୍ଧର୍ଷ ରଣକୌଶଳ ଦେଖି…

ସରକାରୀ ଜମିରେ ଘର ହୋଇଥିଲେ ଚଢିବ ବୁଲ୍‌ଡୋଜର

ଭୁବନେଶ୍ବର : ଯେଉଁମାନେ ସରକାରୀ ଜମିକୁ ଜବର ଦଖଲ କରି ବଡ଼ ଅଟାଳିକା କରିଛନ୍ତି, ହାଇକୋର୍ଟ ରହିତାଦେଶ ଉଠିବା ପରେ ଚଢ଼ିବ ବୁଲଡଜର। ରାଜସ୍ୱ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ବେଳେ ମନ୍ତ୍ରୀ ସୁରେଶ ପୂଜାରୀ ଏହି ସୂଚନା ଦେଇଛନ୍ତି। ଗରିବଙ୍କୁ…

ବାପା, ମା’ ଓ ଝିଅଙ୍କୁ ଛୁରୀ ଭୁଷି ହତ୍ୟା

ନୂଆଦିଲ୍ଲୀ : ଦକ୍ଷିଣ ଦିଲ୍ଲୀର ନେବ ସରାୟରେ ଆଜି ସକାଳେ ଜଣେ ବ୍ୟକ୍ତି, ତାଙ୍କ ସ୍ତ୍ରୀ ଓ ଝିଅଙ୍କୁ ଛୁରୀ ଭୁଷି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକମାନେ ହେଉଛନ୍ତି – ରାଜେଶ (୫୩), କୋମଲ (୪୭) ଓ କବିତା (୨୩)।…