Month: December 2024

ମେଗା ଜଳ ପ୍ରକଳ୍ପ ଠିକା କାମରେ ପୂର୍ବ ସରକାରକୁ ଟାର୍ଗେଟ କଲେ ପାନୀୟ ଜଳ ମନ୍ତ୍ରୀ

ଭୁବନେଶ୍ବର: ମେଗା ଜଳ ପ୍ରକଳ୍ପ ଠିକା କାମରେ ପୂର୍ବ ସରକାରକୁ ଟାର୍ଗେଟ କରିଛନ୍ତି ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାୟକ। ପୂର୍ବ ସରକାର ସମୟରେ ଠିକାଦାରମାନେ ମଲେଇ ନେଇ ପଳେଇଥିବା ଅଭିଯୋଗ କରିଛନ୍ତି ମନ୍ତ୍ରୀ। ଠିକାଦାରମାନେ ପୂର୍ବ ସରକାର ବେଳେ…

୫ ବର୍ଷରେ ଆଖି ବୁଜିଲେଣି ୩୭ ବାଘ

ଭୁବନେଶ୍ବର: ଯେଉଁଠି ରାଜ୍ୟ ସରକାର ଓଡିଶା ଜଙ୍ଗଲରେ ବାଘଙ୍କ ସଂଖ୍ୟା ବୃଦ୍ଧି କରିବାକୁ ଲକ୍ଷ୍ୟ ରଖୁଛନ୍ତି ସେଠି ଅନାୟଶରେ ଯାଉଛି ବାଘଙ୍କ ଜୀବନ । ଗତ ୫ ବର୍ଷ ଭିତରେ ବିଭିନ୍ନ କାରଣ ଯୋଗୁଁ ମୋଟ ୩୪ କଲରାପତରିଆ ବାଘଙ୍କ ମୃତ୍ୟୁ…

ଉପ ମୁଖ୍ୟମନ୍ତ୍ରୀ ହେବାକୁ ରାଜି ହେଲେ ଏକନାଥ ସିନ୍ଦେ, ଗୁରୁବାର ଶପଥ ଉତ୍ସବ!

ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପରେ ପୁଣି ମୁଖ୍ୟମନ୍ତ୍ରୀ ହେବାକୁ ଗୋଡ଼ ଟେକି ବସିଥିବା ଶିବସେନା ମୁଖ୍ୟ ଏକନାଥ ସିନ୍ଦେ ଶେଷରେ ମୁଣ୍ଡ ନୁଆଁଇଛନ୍ତି। ରେଜଲ୍ଟ ବାହାରିବାକୁ ୧୧ ଦିନ ବିତି ଯାଇଥିଲେ ହେଁ ସଂଖ୍ୟା ଥାଇ ମଧ୍ୟ ମହାୟୁତି(ବିଜେପି-ଶିବସେନା ଓ ଏନସିପି)…

ପ୍ରକଳ୍ପ ପୂରା ନକରି ହାରିଲେ ବିଜେଡି ନେତା

ଭୁବନେଶ୍ବର: ପାନୀୟ ଜଳ ପ୍ରକଳ୍ପ କାମ ପୂରା ନକରିବାରୁ ହାରିଲେ ବିଧାୟକ । ଜନ ଆକ୍ରୋଶର ଶିକାର ହେଲେ । ଆଜି ପାନୀୟ ଜଳ ପ୍ରକଳ୍ପ ନେଇ ଗୃହ ସରକଗରମ ରହିଥିବା ବେଳେ କିଛି ଏପରି ବିସ୍ଫୋରକ ବୟାନ ଦେଇଛନ୍ତି ବିଜେଡି…

ଆସନ୍ତା ସପ୍ତାହ ସୁଦ୍ଧା ଆଳୁ ଦର ଖସିବ, ବଜାରକୁ ଆସିବ ନୂଆ ଆଳୁ

ଆସନ୍ତା ସପ୍ତାହ ସୁଦ୍ଧା ଆଳୁ ଦର ଖସିବ । ବଜାରକୁ ନୂଆ ଆଳୁ ଆସିବ ବୋଲି କହିଛନ୍ତି ବ୍ୟବସାୟୀ ମହାସଂଘ ସମ୍ପାଦକ ସୁଧାକର ପଣ୍ଡା । ଦୈନିକ ୪ ହଜାରରୁ ୪୫୦୦ ମେଟ୍ରିକ ଟନ୍ ଆଳୁ ଦରକାର । ଏବେ କ୍ବିଣ୍ଟାଲ…

ନୂଆ ସରକାରର ୫ ମାସରେ ୭୬୯ ଦୁଷ୍କର୍ମ ମାମଲା

ଭୁବନେଶ୍ବର: ରାଜ୍ୟରେ ବିଜେପି ସରକାର ଆସିବାର ୫ମାସରେ ୫୦୯ଟି ଦୁଷ୍କର୍ମ ମାମଲା ରୁଜୁ ହୋଇଥିବା ବେଳେ ୪୧ ଗଣଦୁଷ୍କର୍ମ ମାମଲା ପଞ୍ଜୀକୃତ ହୋଇଛି। ରାଜ୍ୟରେ ମହିଳାଙ୍କ ବିରୋଧୀ ହିଂସା ସଂପର୍କରେ ଗୃହରେ କିଛି ଏପରି ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ…

ବିଗିଡ଼ିଲା ଏକନାଥ ସିନ୍ଦେଙ୍କ ସ୍ୱାସ୍ଥ୍ୟ, ହସ୍ପିଟାଲରେ ଭର୍ତ୍ତି

ବିଗିଡିଲା ଶିବସେନା ନେତା ତଥା ମହାରାଷ୍ଟ୍ରର କାର୍ଯ୍ୟକାରୀ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ସ୍ୱାସ୍ଥ୍ୟ। ମହାରାଷ୍ଟ୍ରରେ ନୂଆ ସରକାର ଶପଥ ଗ୍ରହଣ ସମାରୋହ ପୂର୍ବରୁ ସେ ଆଜି ଅସୁସ୍ଥ ହୋଇପଡିଛନ୍ତି। ତୁରନ୍ତ ତାଙ୍କୁ ମୁମ୍ବାଇ ଥାଣେ ସ୍ଥିତ ଜୁପିଟର ହସ୍ପିଟାଲରେ ଭର୍ତ୍ତି କରାଯାଇଛି।…

ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର: ରାଜ୍ୟସଭା ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ଓଡ଼ିଶା ସମେତ ୪ ରାଜ୍ୟରେ ଖାଲି ପଡ଼ିଥିବା ୬ଟି ଆସନ ହେବ ଉପନିର୍ବାଚନ। ଏନେଇ ବିଧାନସଭା ସଚିବାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜେଡିର ପୂର୍ବତନ ସାଂସଦ ସୁଜିତ…

ନିର୍ବାହୀ ଯନ୍ତ୍ରୀଙ୍କର ବିପୁଳ ସମ୍ପତ୍ତି ଠାବ, ରହିଛି ୧୮ଟି ପ୍ଲଟ

ଜୟପୁର : ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ମାମଲାରେ ଜୟପୁର ବ୍ଲକ୍ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ରେଡ୍ ଚାଲିଛି । ୮ ବର୍ଷର ନିୟମିତ ଚାକିରିରେ ଅମାପ ସମ୍ପତ୍ତିର ମାଲିକ ହେଉଛନ୍ତି ବିଶ୍ବନାଥ…

ଦକ୍ଷିଣ ଓଡିଶା ପାଇଁ ଟାସ୍କଫୋର୍ସ ଗଠନ: ୩୦ ଦିନରେ ଦେବ ରିପୋର୍ଟ

ଭୁବନେଶ୍ବର: ଦକ୍ଷିଣ ଓଡିଶା ବିକାଶ ପରିଷଦ ଗଠନ ପାଇଁ ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି ରାଜ୍ୟ ସରକାର । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଅଧ୍ୟକ୍ଷତାରେ ଏହି ଟାସ୍କଫୋର୍ସ ଗଠନ କରାଯାଇଥିବା ବେଳେ ଦକ୍ଷିଣ…