Month: December 2024

ଘୁଷୁରିକୁ ଜିଅନ୍ତା ଖାଇବା ଘଟଣା: ଜଣେ ଗିରଫ

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ବ୍ଲକ୍‌ର ରାଳବ ଗାଁରେ ନାଟକ ମଞ୍ଚ ଉପରେ ଘୁଷୁରିକୁ ଜିଅନ୍ତା ଖାଇବା ଘଟଣାରେ ପୁଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। ଖଲ୍ଲିକୋଟ ଅଞ୍ଚଳ ବିମ୍ବାଧର ଗୌଡ଼କୁ ଗିରଫ କରାଯାଇଛି। ନାଟକ ପାଇଁ ବିମ୍ବାଧର ଘୁଷୁରି ଯୋଗାଇଥିବା…

ଶଙ୍ଖ ଛାଡି ପଦ୍ମ ଧରିଲେ ରଘୁପତି ମହାନ୍ତି

ବଡମ୍ବା: ବଡମ୍ବାରେ ବିଜେଡି ଗଡକୁ ମିଳିଛି ବଡ ଝଟକା । ବିଜେଡି ଛାଡି ବିଜେପିରେ ଯୋଗ ଦେଇଛନ୍ତି ବଡମ୍ବା ପଞ୍ଚାୟତ ସମିତି ଅଧ୍ୟକ୍ଷ ରଘୁପତି ମହାନ୍ତି । ସକାଳୁ ସକାଳୁ ଶଙ୍ଖ ଦଳ ଛାଡିଥିଲେ ରଘୁପତି । ଆଉ ଘଣ୍ଟାଏ ନବିତୁଣୁ…

କୃଷକଙ୍କ ‘ଦିଲ୍ଲୀ ଚଲୋ’ ଯାତ୍ରା ସ୍ଥଗିତ

‘ଦିଲ୍ଲୀ ଚଲୋ’ ଯାତ୍ରା ସ୍ଥଗିତ ରଖିଛନ୍ତି କୃଷକ। ବିଭିନ୍ନ ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଥିବା କୃଷକମାନେ ‘ଦିଲ୍ଲୀ ଚଲୋ’ ଯାତ୍ରା ସ୍ଥଗିତ ରଖିବାକୁ ରାଜି ହୋଇଛନ୍ତି। ଆଜି ଦିଲ୍ଲୀ-ନୋଏଡା ସୀମା ଏବଂ ଯମୁନା ଏକ୍ସପ୍ରେସୱେରେ ନୋଏଡା ପ୍ରଶାସନ ଏବଂ କୃଷକଙ୍କ ମଧ୍ୟରେ…

୩ ବର୍ଷରେ ଲୁଟିନେଲେଣି ୧୨୫ କୋଟି ଟଙ୍କା

ଭୁବନେଶ୍ବର: ୩ ବର୍ଷରେ ଲୁଟିଲେଣି ୧୨୫ କୋଟି । ମାତ୍ର ୨ କୋଟି ୫୨ ଲକ୍ଷ ଟଙ୍କା ଫେରିପାଇଛନ୍ତି ଲୋକେ । ଏବେ ସାଇବର ଲୁଟେରାଙ୍କ ପାଦୁର୍ଭାବ ବଢିଥିବା ବେଳେ ଏନେଇ ଗୃହରେ କିଛି ଚମକାଇଲା ଭଳି ତଥ୍ୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ…

୧୩ ହଜାର ୩୭୩ ପୁଲିସ ପଦବୀ ଖାଲି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ୧୩ ହଜାର ୩୭୩ ପୁଲିସ ପଦବୀ ଖାଲି ପଡ଼ିଛି। ଅଗ୍ନିଶମ ବିଭାଗରେ ପଦବୀ ମଧ୍ୟ ଖାଲି ରହିଛି। ସେହିପରି ହୋମଗାର୍ଡ ପଦବୀ ଖାଲି ପଡ଼ିଛି। ସୋମବାର ବିଧାନସଭାରେ ଗୃହ ବିଭାଗକୁ ବିଜେପି ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ପକ୍ଷରୁ ପଚରାଯାଇଥିବା…

ସଂସଦରେ ସମ୍ବିଧାନ ଉପରେ ହେବ ବିତର୍କ

ସଂସଦକୁ ଆସିବ ସମ୍ବିଧାନ ପ୍ରସଙ୍ଗ। ସମ୍ବିଧାନ ଉପରେ ବିତର୍କ ପାଇଁ ଲୋକସଭା ଓ ରାଜ୍ୟସଭାର ସମସ୍ତ ବିରୋଧୀ ଓ ଶାସକ ଦଳର ସାଂସଦମାନେ ଏକମତ ହୋଇଛନ୍ତି। ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ଗଣମାଧ୍ୟମକୁ ଦେଇଥିବା ସୂଚନା ଅନୁସାରେ ଡିସେମ୍ବର ୧୩ରୁ…

ଛୁଟିରେ ଥିବା ୧୯୬ ଡାକ୍ତରଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ବିଧାନସଭାରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ଏଣିକି ଛୁଟିରେ ଥିବା ଡାକ୍ତରଙ୍କ ବିରୋଧରେ ହେବ କଡା କାର୍ଯ୍ୟାନୁଷ୍ଠାନ। ବର୍ତ୍ତମାନ ଆକ୍ସନ ମୋଡରେ ରାଜ୍ୟ ସରକାର। ୧୯୬ ଡାକ୍ତରଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ। ଦୀର୍ଘ ଦିନ ଛୁଟିରେ ଥିବାରୁ ଏହିସବୁ ଡାକ୍ତରଙ୍କୁ ବିରୋଧରେ…

୫ ମାସରେ ୯୦ ସରକାରୀ ବାବୁଙ୍କ ବିରୋଧରେ ମାମଲା

ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାର କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିବାର ୫ ମାସ ମଧ୍ୟରେ ୯୦ ଜଣ ସରକାରୀ ଅଧିକାରୀଙ୍କ ବିରୋଧରେ ଭିଜିଲାନ୍ସ ମାମଲା ରୁଜୁ ହୋଇଛି। ବିଜେଡି ବିଧାୟକ…

ଆଦାନୀ ପ୍ରସଙ୍ଗକୁ ନେଇ ‘ଇଣ୍ଡି’ ମେଣ୍ଟରେ ଫାଟ, ବୈଠକକୁ ବଏକଟ୍‌ କଲା ଟିଏମ୍‌ସି

ସାଂସର ଶୀତକାଳିନ ଅଧିବେଶ ଚାଲିଛି। ଗୃହରେ ଗତ ଦୁଇ ଦିନ ହେଲା ବିରେଧୀ ଆଦାନୀ ପ୍ରସଙ୍ଗକୁ ନେଇ ଜୋରଦାର ହଙ୍ଗମା କରୁଛନ୍ତି। ଏହାରି ଭିତରେ ଆଦାନୀ ପ୍ରସଙ୍ଗକୁ ନେଇ ‘ଇଣ୍ଡି’ ମେଣ୍ଟରେ ଫାଟ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି। ଏହି ପ୍ରସଙ୍ଗରୁ…

କାଲିଠୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ଟ୍ରାଫିକ ନିର୍ଦ୍ଦେଶନାମା ଜାରି

ଭୁବନେଶ୍ୱର : କାଲିଠୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୩ରୁ ୬ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । କମିଶନରେଟ ପୋଲିସ ପକ୍ଷରୁ ଟ୍ରାଫିକ ନିର୍ଦ୍ଦେଶନାମା ଜାରି କରାଯାଇଛି । ୩ ତାରିଖରେ…