ପନ୍ନୁନ୍ ଧମକ ନେଇ ଗୁଗୁଲକୁ ଚିଠି: ତଥ୍ୟ ମାଗିଲା ଏସଟିଏଫ
ଭୁବନେଶ୍ବର: ଓଡିଆ ସାମ୍ବାଦିକଙ୍କୁ ଖଲିସ୍ତାନୀ ଉଗ୍ରବାଦୀ ପନ୍ନୁନର ଧମକପୂର୍ଣ୍ଣ ମେସେଜକୁ ନେଇ ଏବେ ଖୋଳତାଡ କରୁଛି କ୍ରାଇମବ୍ରାଞ୍ଚ । ଏନେଇ ଅଧିକ ତଥ୍ୟ ପାଇଁ ଆଜି ଗୁଗୁଲକୁ ଚିଠି ଲେଖିଛି କ୍ରାଇମବ୍ରାଞ୍ଚ ଏସଟିଏଫ । କେଉଁ ଆଇପି ଆଡ୍ରେସରୁ ପନ୍ନୁର ଅଡିଓ…