Month: January 2025

‘ପ୍ରବାସୀ ଭାରତୀୟ ଦିବସ’ରେ ଶୋଭା ବଢାଇବ ଓଡ଼ିଶା ଥିମ୍ ପ୍ୟାଭିଲିୟନ

ଭୁବନେଶ୍ୱର: ଭୁବନେଶ୍ୱର ଜନତା ମଇଦାନରେ ଆଉ ମାତ୍ର ୪ ଦିନ ପରେ ଆରମ୍ଭ ହେବ ‘ପ୍ରବାସୀ ଭାରତୀୟ ଦିବସ’ର ୧୮ତମ ସଂସ୍କରଣ। ପ୍ରଥମ ଥର ପାଇଁ ଓଡ଼ିଶାରେ ଆୟୋଜିତ ହେଉଥିବା ଏହି ସମ୍ମିଳନୀ ପାଇଁ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ପ୍ରସ୍ତୁତି। ବିଭିନ୍ନ…

ଆସନ୍ତାକାଲିଠୁ ରାଜ୍ୟସ୍ତରୀୟ ଆଦିବାସୀ ମେଳା ୨୦୨୫

ଭୁବନେଶ୍ୱର : ସଜେଇ ହେଉଛି ପ୍ରଦର୍ଶନୀ ପଡିଆ । ଆସନ୍ତାକାଲିଠୁ ରାଜ୍ୟସ୍ତରୀୟ ଆଦିବାସୀ ମେଳା ୨୦୨୫ । ରାଜଧାନୀରେ ଆରମ୍ଭ ହୋଇଛି ପ୍ରସ୍ତୁତି । ସହର ମଧ୍ୟରେ ଆଦିବାସୀ ଗ୍ରାମର ଭ୍ରମ ସୃଷ୍ଟି କରିବ ଚଳିତ ବର୍ଷର ଆଦିବାସୀ ମେଳା ।…

ଦୁର୍ଘଟଣାଗ୍ରସ୍ତ ହେଲା ଗାଙ୍ଗୁଲିଙ୍କ ଝିଅଙ୍କ କାର୍, ଧକ୍କା ଦେଲା ବସ୍

କୋଲକାତା: ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ପୂର୍ବତନ ଷ୍ଟାର କ୍ରିକେଟର ସୌରଭ ଗାଙ୍ଗୁଲିଙ୍କ ଝିଅ ସନା ଗାଙ୍ଗୁଲି। କାର୍ ଯୋଗେ ଯାଉଥିବା ବେଳେ ତାଙ୍କ କାରକୁ ଏକ ବସ୍ ଧକ୍କା ଦେଇଥିଲା ବୋଲି ଜଣାପଡ଼ିଛି। ଦୁର୍ଘଟଣା ପରେ ତାଙ୍କ କାରର ଲୁକିଂ ଗ୍ଲାସ୍(କାରର…

‘ପର୍ଯ୍ୟଟନ ଶିଳ୍ପକୁ ଛୁଇଁବ ଡବଲ ଡେକର୍ ବସ୍ ଓ ନୂଆ ମୋ ବସ୍’

ଭୁବନେଶ୍ୱର: ପ୍ରାଥମିକ ପର୍ଯ୍ୟାୟରେ ମୋଟ ୫ଟି ବସ୍ ଆସିବାକୁ ଥିବା ବେଳେ, ଶୁକ୍ରବାର ଭୁବନେଶ୍ବରରେ ଦୁଇଟି ଡବଲ ଡେକର ବସ୍ ପହଞ୍ଚିଛି । ଏହି ବସ୍‌ ରେ ଓଡ଼ିଶାର କଳା, ସଂସ୍କୃତିର ଝଲକ ପ୍ରତିଫଳିତ ରହିଛି । ସେହିପରି ଅତ୍ୟାଧୁନିକ ଡିଜାଇନ୍‌ରେ…

ସାମ୍ବାଦିକ ମୁକେଶଙ୍କ ହତ୍ୟା ଘଟଣାରେ ଟ୍ୱିଷ୍ଟ; ସଂପର୍କୀୟ ଭାଇ ଗିରଫ

ଛତିଶଗଡ଼ର ସାମ୍ବାଦିକ ମୁକେଶ ଚନ୍ଦ୍ରାକରଙ୍କ ହତ୍ୟା ଘଟଣାରେ ଆସିଛି ରୋଚକ ମୋଡ଼। ପୁଲିସ ଏହି ଘଟଣାରେ ୩ ଜଣଙ୍କୁ ଗିରଫ କରିଥିବା ବେଳେ ସେମାନଙ୍କ ମଧ୍ୟରେ ଅଛନ୍ତି ମୁକେଶଙ୍କ ସଂପର୍କୀୟ ଭାଇ ରିତେଶ ଚନ୍ଦ୍ରାକର। ନିଜର ଅନୁସନ୍ଧାନମୂଳକ ରିପୋର୍ଟ ପାଇଁ ଛତିଶଗଡ଼ରେ…

ଭୁବନେଶ୍ୱର ରେଳଷ୍ଟେସନ ର ନବୀକରଣ କାର୍ଯ୍ୟର ସମୀକ୍ଷା କଲେ ସାଂସଦ ଅପରୀଜିତା ଷଡ଼ଙ୍ଗୀ

ଭୁବନେଶ୍ୱର: ଆଜି ମାଷ୍ଟରକ୍ୟାଣ୍ଟିନ ସ୍ଥିତ ଭୁବନେଶ୍ୱର ମୁଖ୍ୟ ରେଳ ଷ୍ଟେସନର ନବୀକରଣ କାର୍ଯ୍ୟର ସମୀକ୍ଷା କରିଛନ୍ତି ସାଂସଦ ଅପରୀଜିତା ଷଡ଼ଙ୍ଗୀ । ରେଳ ବିଭାଗର ସମସ୍ଥ ଅଧିକାରୀଙ୍କ ଉପସ୍ଥିତିରେ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଇଷ୍ଟକୋଷ୍ଟ ରେଲଓ୍ୱେର ଜିଏମଙ୍କ ସହ ଆଲୋଚନା କରିଛନ୍ତି…

ପୁରୀରେ ବେଆଇନ୍ ନିର୍ମାଣ ରୋକିବ ସ୍ୱତନ୍ତ୍ର ସ୍କ୍ୱାର୍ଡ, ପୂର୍ବତନ ସେନା କର୍ମଚାରୀଙ୍କୁ ନେଇ ସ୍କ୍ୱାର୍ଡ ଗଠନ

ପୁରୀ : ପୁରୀରେ ବେଆଇନ୍ ନିର୍ମାଣ ରୋକିବାକୁ ସରକାରଙ୍କ ବଡ ପଦକ୍ଷେପ । ବେଆଇନ୍ ନିର୍ମାଣ ରୋକିବ ସ୍ୱତନ୍ତ୍ର ସ୍କ୍ୱାର୍ଡ । ପୂର୍ବତନ ସେନା କର୍ମଚାରୀଙ୍କୁ ନେଇ ସ୍କ୍ୱାର୍ଡ ଗଠନ କରାଯାଇଛି । ଏଥିପାଇଁ ପ୍ରାରମ୍ଭିକ ପର୍ଯ୍ୟାୟରେ ୮ଟି ଟିମ୍ ଗଠନ…

ବଢିଲା ଦେଶୀ ମଦ ସାଙ୍ଗକୁ ବିୟର ଦର

ଭୁବନେଶ୍ବର: ବଢିଲା ଆସ୍କା-୪୦ ଓ ବିୟର୍‌ ଦାମ୍ । ଆସ୍କା ୪୦ ସାଙ୍ଗକୁ ବିୟରର ଦାମ୍ ୧୦ ଟଙ୍କାଙ୍କୁ ବୃଦ୍ଧି କରିଚନ୍ତି ରାଜ୍ୟ ସରକାର । ବିୟର୍ ବୋତଲ ପିଛା ୧୦ ଟଙ୍କା ଦର ବଢ଼ିଥିବା ବେଳେ ଏବେ ଆସ୍କା-୪୦ର ଦାମ୍‌…

ସିଡ୍‌ନି ଟେଷ୍ଟ୍‌: ଦ୍ବିତୀୟ ଦିନ ଶେଷ ସୁଦ୍ଧା ଭାରତ ୧୪୧/୬

ସିଡ୍‌ନି: ବର୍ଡର-ଗାଭାସ୍କର ଟ୍ରଫିର ପଞ୍ଚମ ତଥା ଶେଷ ଟେଷ୍ଟ ସିଡ୍‌ନିରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଛି। ଦୁଇ ଦିନର ମ୍ୟାଚ୍ ଶେଷ ହୋଇଛି। ଏହା ସହତ ଟିମ୍ ଇଣ୍ଡିଆ ୧୪୫ ରନ୍‌ ଅଗ୍ରଣୀ ହାସଲ କରିଛି। ଦ୍ୱିତୀୟ ଦିନ ଶେଷ…

୯ ଲକ୍ଷରୁ ଉର୍ଦ୍ଧ ଟଙ୍କାର ବ୍ରାଉନ ସୁଗାର ଜବତ, ଦୁଇ ଭାଇ ଗିରଫ

ଭଦ୍ରକ: ଭଦ୍ରକ ଟାଉନ ଥାନା ପୋଲିସକୁ ସଫଳତା । ଚରମ୍ପା ଗୁଣ୍ଠୁଣିଆ ବଜାରରେ ଦୀର୍ଘ ଦିନ ଧରି ପୋଲିସ ଆଖିରେ ଧୂଳି ଦେଇ ବ୍ରାଉନ ସୁଗାର କାରବାର କରି ଆସୁଥିବା ଦୁଇ ଭାଇଙ୍କୁ ଗିରଫ କରିଛି ପୋଲିସ । ସେମାନଙ୍କ ନିକଟରୁ…