Month: February 2025

କାଲିଠୁ ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା

ଭୁବନେଶ୍ବର: କାଲିଠୁ ଆରମ୍ଭ ହେବାକୁ ଯାଉଛି ସୁଭଦ୍ରା ଶକ୍ତି ମେଳା ୨୦୨୫ । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ପ୍ରଥମ ଥର ପାଇଁ ସରକାର ଏଭଳି କିଛି ପଦକ୍ଷେପ ଗ୍ରହଣ କରିଥିବା ବେଳେ ଏହା ଆସନ୍ତାକାଲି ଠାରୁ…

ଭାରତ-ପାକିସ୍ତାନ ମ୍ୟାଚ୍ ପୂର୍ବରୁ ଆଇଆଇଟି ବାବାଙ୍କ ଭବିଷ୍ୟବାଣୀ, ଜିତିବ ଏହି ଦଳ

ପ୍ରୟାଗରାଜ: ପ୍ରୟାଗରାଜରେ ହେଉଥିବା ମହାକୁମ୍ଭରେ ଆଇଆଇଟି ବାବା ଅର୍ଥାତ୍ ଅଭୟ ସିଂହଙ୍କ ବିଷୟରେ ବହୁତ ଆଲୋଚନା ହୋଇସାରିଛି। ଅଭୟ ସିଂହ ପ୍ରଥମେ ଆଇଆଇଟିରେ ପଢ଼ିଥିଲେ, ପରେ ସେ ଚାକିରି କରିବାକୁ ବିଦେଶ ଚାଲିଯାଇଥିଲେ। କିନ୍ତୁ ଏବେ ସେ ଧର୍ମ ପଥରେ ଅଛନ୍ତି।…

ବିଧାନସଭାରେ ଉଠିଲା ବାଲିଯାତ୍ରା ପ୍ରସଙ୍ଗ, ମିଳିପାରେ ଜାତୀୟ ମାନ୍ୟତା!

ଭୁବନେଶ୍ଵର: ବିଧାନସଭା ବଜେଟ ଅଧିବେଶନର ପ୍ରଶ୍ନକାଳରେ ଉଠିଲା ବାଲିଯାତ୍ରା ପ୍ରସଙ୍ଗ। କଟକର ଐତିହାସିକ ବାଲିଯାତ୍ରାକୁ ଅନ୍ତର୍ଜାତୀୟ ସ୍ତରରେ ମାନ୍ୟତା ଦେବାକୁ ୟୁନେସ୍କୋ ସହ ରାଜ୍ୟ ସରକାର ଯୋଗାଯୋଗରେ ଥିବା ନେଇ ସୂଚନା ଦେଇଛନ୍ତି ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ବାଙ୍କୀ…

ସୈତାନ ସାଜିଲା ସାନ ଭଉଣୀ: ଫିଲ୍ମ ଷ୍ଟାଇଲରେ ବଡ଼ ଭଉଣୀ ସହ ପ୍ରେମିକକୁ କଲା ହତ୍ୟା

ରାଉରକେଲା: ତାରିଖ ହେଉଛି ଫେବୃଆରୀ ମାସ ୧୨ ତାରିଖ । ସମୟ ପ୍ରାୟ ଦୁଇଟା ରୁ ତିନିଟା ହେବ । ସ୍ଥାନ ଚାନ୍ଦିପୋଷ ଥାନା କୁମାକେଲା ଓଭରବ୍ରିଜ୍ । ବ୍ରିଜ୍ ନିକଟରେ ଲୋକେ ଯିବା ଆସିବା କରିବା ବେଳେ ଦେଖିବାକୁ ମିଳିଥିଲା…

ଦିଲ୍ଲୀରେ ରେଖା ସରକାର: ମୁଖ୍ୟମନ୍ତ୍ରୀ ନିଜ ପାଖରେ ରଖିଲେ ୧୦ ବିଭାଗ

ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀଙ୍କ ସହ ୬ କ୍ୟାବିନେଟ୍ ମନ୍ତ୍ରୀଙ୍କ ଶପଥ ପରେ ଭାଗବଣ୍ଟା ହୋଇଛି ବିଭାଗ । ବିଭାଗ ବଣ୍ଟନ ପରେ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ସବୁଠୁ ବ୍ୟସ୍ତ ମନ୍ତ୍ରୀ ଭାବେ ଉଭା ହୋଇଛନ୍ତି । ତାଙ୍କ ଅଧିନରେ ଅର୍ଥ, ରାଜସ୍ବ, ମହିଳା…

‘ଇଣ୍ଡିଆଜ୍ ଗଟ୍ ଲାଟେଣ୍ଟ୍‌’ ମାମଲାରେ ନୂଆ ବିବାଦ, ରାକ୍ଷୀ ସାୱନ୍ତଙ୍କୁ ପଠାଗଲା ସମନ

ସମୟ ରୈନାଙ୍କ ଶୋ’ ‘ଇଣ୍ଡିଆଜ୍ ଗଟ୍ ଲାଟେଣ୍ଟ୍‌’ରେ ରଣବୀର ଆଲ୍ଲାହାବାଦିଆ ଏକ ଅଶାଳୀନ ପ୍ରଶ୍ନ ପଚାରିବା ପରେ ବିବାଦ ସୃଷ୍ଟି ହୋଇଛି । ସେ ବାପାମାଆଙ୍କ ବିଷୟରେ ଏକ ଅରୁଚିକର ତଥା ଅଶାଳୀନ ପ୍ରଶ୍ନ ପଚାରିଥିଲେ, ଯାହାକୁ ନେଇ ସୁପ୍ରିମକୋର୍ଟ ତାଙ୍କୁ…

ମାଟ୍ରିକ୍ ପରୀକ୍ଷା ଦେବା ପୂର୍ବରୁ ଟଳି ପଡ଼ିଲେ ଛାତ୍ର

ସୋର: ଅଧା ରହିଗଲା ମାଟ୍ରିକ ପରୀକ୍ଷା। ପରୀକ୍ଷା ଦେବା ପୂର୍ବରୁ ଟଳି ପଡ଼ିଲେ ଛାତ୍ର। ବାହାନଗା ବ୍ଲକ ବରିପଦା ଗାଁରେ ମାଟ୍ରିକ ପରୀକ୍ଷାର୍ଥୀଙ୍କ ମୃତ୍ୟୁ। ହଠାତ୍ ପେଟ କାଟିବାରୁ ଅସୁସ୍ଥ ହୋଇ ତଳେ ପଡ଼ିଗଲେ ଛାତ୍ର। ସୋର ମେଡିକାଲରେ ଛାତ୍ରକୁ ମୃତ…

ନେପାଳ ଛାତ୍ରଛାତ୍ରୀଙ୍କୁ କିଟ୍ ପ୍ରତିଷ୍ଠାତାଙ୍କ ଅପିଲ, ବିଶ୍ବବିଦ୍ୟାଳୟକୁ ଫେରିଆସି କ୍ଲାସରେ ଯୋଗ ଦେବାକୁ ନିବେଦନ

ଭୁବନେଶ୍ୱର : କିଟ ବିଶ୍ବବିଦ୍ୟାଳୟରେ ଶାନ୍ତିଶୃଙ୍ଖଳାର ସହ ପାଠପଢା ଚାଲିଛି । ନେପାଳର ଛାତ୍ରଛାତ୍ରୀଙ୍କୁ ବିଶ୍ବବିଦ୍ୟାଳୟକୁ ଫେରି କ୍ଲାସରେ ଯୋଗ ଦେବାକୁ ଅପିଲ କରିଛନ୍ତି କିଟ ଓ କିସ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ । ସେ ଅତ୍ୟନ୍ତ ଦୁଃଖିତ ଅନୁଭବ…

ମାଟ୍ରିକ ପରୀକ୍ଷାର୍ଥୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ

କେନ୍ଦ୍ରାପଡ଼ା: ମାଟ୍ରିକ ପିଲାଙ୍କୁ ଆଣୁଥିବା ବୋଲେରୋ ଦୁର୍ଘଟଣାଗ୍ରସ୍ତ। ନାଳକୁ ଓଲଟିଲା ବୋଲେରୋ। ତାଳଚୁଆ ସାମୁଦ୍ରିକ ଥାନା ଡାଙ୍ଗମାଳ କୃଷ୍ଣନଗର ନିକଟରେ ଦୁର୍ଘଟଣା ଘଟିଛି। ସାଇକେଲ ଆରୋହୀଙ୍କୁ ଧକ୍କା ଦେଇ ଓଲଟିଲା ବୋଲେରୋ। ଏହି ଦୁର୍ଘଟଣାରେ ଜଣେ ଛାତ୍ରୀ ଗୁରୁତର ଏବଂ ଆଉ…

SCBରେ ପୁଣି ଶିଶୁ ଅଦଳବଦଳ ଅଭିଯୋଗ, ନବଜାତ କନ୍ୟାକୁ ବଦଳ କରି ମୃତ ଶିଶୁ ଧରାଇ ଦେଲେ କର୍ମଚାରୀ

କଟକ: କଟକ ଏସସିବିରେ ପୁଣି ଶିଶୁ ଅଦଳବଦଳ ଅଭିଯୋଗ । ଏସ୍ଏନସିୟୁରେ ଚିକିତ୍ସାଧୀନ ବେଳେ ବଦଳ ହୋଇଥିବା ଅଭିଯୋଗ ହୋଇଛି । ନବଜାତ କନ୍ୟାକୁ ବଦଳ କରି କର୍ମଚାରୀମାନେ ଏକ ମୃତ ଶିଶୁ ଧରାଇ ଦେଇଥିବା ଅଭିଯୋଗ କରିଛନ୍ତି ସମ୍ପର୍କୀୟ ।…