Month: February 2025

୮ ମାସରେ ୧୮ ହଜାର ମହିଳା ବିରୋଧୀ ଅପରାଧ, ବଢିଛି ଧର୍ତ୍ତବ୍ୟ ଅପରାଧ ହାର

ଭୁବନେଶ୍ବର: ରାଜ୍ୟରେ କମୁନି ମହିଳା ବିରୋଧୀ ଅପରାଧ । ଦିନକୁ ଦିନ ମହିଳା ବିରୋଧୀ ଶୋଷଣ ବଢିଚାଲିଥିବା ବେଳେ ଏନେଇ ଆଜି ଗୃହରେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଗତ ୮ ମାସରେ ୧୮ ହଜାର ୧ ମହିଳା…

ୟୁକ୍ରେନକୁ ୧ ଲକ୍ଷ ସୈନିକ ଦେବ ୟୁରୋପ!

କିଭ୍: ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ବର୍ଷ ବର୍ଷ ଧରି ଚାଲିଥିବା ଯୁଦ୍ଧକୁ ବନ୍ଦ କରିବା ପାଇଁ ଚୀନ୍‌ର ପ୍ରୟାସ ସାମ୍ପ୍ରତିକ ସମୟରେ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ସାଉଦି ଆରବରେ ଏହି ପ୍ରସଙ୍ଗରେ ରୁଷିଆ ଏବଂ ଆମେରିକା ମଧ୍ୟରେ ଆଲୋଚନା…

ବାଲିଅନ୍ତାରେ ଆପାର୍ଟମେଣ୍ଟ ଲୁଟେରାର ଏନକାଉଣ୍ଟର କଲା ପୋଲିସ, ଏମ୍ସରେ ଭର୍ତ୍ତି

ଭୁବନେଶ୍ବର: କମିଶନରେଟ ପୋଲିସକୁ ଆଉ ଏକ ସଫଳତା। ରାଜଧାନୀରେ ପୋଲିସର ଏନକାଉଣ୍ଟର। ଏହା ସହିତ ଏକ ଆପାର୍ଟମେଣ୍ଟ ଲୁଟେରାକୁ କାବୁ କରିବାରେ ସଫଳ ହୋଇଛି ପୋଲିସ। ଭୁବନେଶ୍ବର ଉପକଣ୍ଠ ବାଲିଅନ୍ତା କେନାଲ ବନ୍ଧରେ ଏନକାଉଣ୍ଟର ହୋଇଛି। ରାଜ୍ୟ ବାହାରର ଲୁଟେରାକୁ ଏନକାଉଣ୍ଟର…

ମୋ ବସ୍‌ ଦୁର୍ଘଟଣା: ଝିଅ ପରେ ମାଆର ମୃତ୍ୟୁ

ଭୁବନେଶ୍ବର: ପାତ୍ରପଡ଼ା ମୋ ବସ୍ ଦୁର୍ଘଟଣାରେ ଆଉ ଜଣଙ୍କ ମୃତ୍ୟୁ । ଝିଅ ପରେ ମୋ ବସ୍ ଦୁର୍ଘଟଣାରେ ଗୁରୁତର ମହିଳାଙ୍କ ମୃତ୍ୟୁ ହୋଇଥିବା ଖବର ସାମ୍ନାକୁ ଆସିଛି। ମୋ ବସ୍‌ ଦୁର୍ଘଟଣାରେ ଗୁରୁତର ମହିଳାଙ୍କ ଆଜି ମୃତ୍ୟୁ ଘଟିଛି। ଏମ୍‌ସରେ…

ଏଏସ୍‌ଆଇର ସମ୍ମିଳନୀ: ଭାଗନେଲେ ୧୧୨ଟି ଶିକ୍ଷାନୁଷ୍ଠାନର ୪ ଶହ ଜ୍ୟୋତିର୍ବିଦ

ରାଉରକେଲା: ସ୍ଥାନୀୟ ଜାତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ(ଏନ୍‌ଆଇଟି)ରେ ଭାରତୀୟ ଜ୍ୟେତିର୍ବିଜ୍ଞାନୀ ସଂଗଠନ(ଏଏସ୍‌ଆଇ)ର ୪୩ତମ ବାର୍ଷିକ ସମ୍ମିଳନୀ ଆରମ୍ଭ ହୋଇଯାଇଛି। ମୁଖ୍ୟଅତିଥି ଏନ୍‌ଆଇଟି ନିର୍ଦ୍ଦେଶକ ପ୍ରଫେସର କେ. ଉମାମହେଶ୍ୱର ରାଓ ଉଦ୍‌ବୋଧନରେ ଆର୍ଯ୍ୟଭଟ୍ଟ, ବରାହମିହିର, ଭାସ୍କରଙ୍କ ଭଳି ଭାରତୀୟ ଗଣିତଜ୍ଞଙ୍କ ପ୍ରାଚୀନ ଅବଦାନ ଓ…

୧୩ଜିଲ୍ଲାରେ ସଭାପତି ଘୋଷଣା କଲା ବିଜେପି

ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି (ବିଜେପି) ଓଡ଼ିଶାର ୧୩ଟି ଜିଲ୍ଲାର ସଭାପତିଙ୍କ ନାଁ ରବିବାର ଘୋଷଣା କରିଛି। ଦଳ ଅନୁଗୁଳ ପାଇଁ ଯଯାତି କେଶରୀ ପଟ୍ଟନାୟକ, ଭଦ୍ରକ ପାଇଁ ଭଗବାନ ପଣ୍ଡା, ଭୁବନେଶ୍ୱର ପାଇଁ ନିରଞ୍ଜନ ମିଶ୍ର, ଗଜପତି ପାଇଁ ନବକିଶୋର…

ସ୍କୁଟି ଚାଳକଙ୍କୁ ଘୋଷାଡ଼ି ନେଲା ‘ମୋ ବସ୍’

ଭୁବନେଶ୍ୱର,୧୬।୨: ରାଜଧାନୀ ଭୁବନେଶ୍ୱର ପାତ୍ରପଡ଼ାରେ ଏକ ମୋ ବସ୍ ସ୍କୁଟି ଉପରେ ମାଡିଯିବା ଦୁର୍ଘଟଣାର ଏକ ଭିଡିଓ ଫୁଟେଜ୍ ସାମ୍ନାକୁ ଆସିଛି। ଯାହା ସ୍ଥାନୀୟ ଲୋକମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି କରିଛି। ଭିଡିଓ ଫୁଟେଜ୍ ମୋ ବସ୍ ଦ୍ରୁତ ଗତିରେ…

ଓଡ଼ିଶାରେ IPL ଟ୍ରଫି: ଶ୍ରୀମନ୍ଦିରରେ ହେଲା ପୂଜା

ପୁରୀ,୧୬।୨: ଶ୍ରୀକ୍ଷେତ୍ର ପୁରୀରେ ଏକ ବିରଳ ଘଟଣା ଦେଖିବାକୁ ମିଳିଛି। ରବିବାର ଆଗାମୀ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) କ୍ରିକେଟ୍ ମ୍ୟାଚ୍ ର ଟ୍ରଫି ମହାପ୍ରଭୁ ଜଗନ୍ନାଥ ମନ୍ଦିରକୁ ନିଆଯାଇଥିଲା। ସେଠାରେ ସେବାୟତମାନେ ଟ୍ରଫିକୁ ପୂଜାର୍ଚ୍ଚନା କରିଥିଲେ। ଟ୍ରଫି ଦେଖିବା ପାଇଁ…

ଋଷିକୁଲ୍ୟା ମୁହାଣରେ ସମୂହ ଅଣ୍ଡାଦାନ କଲେ ଅଲିଭ୍‌ରିଡ୍‌ଲେ

ଗଞ୍ଜାମ : ଗଞ୍ଜାମ ଜିଲା ଋଷିକୁଲ୍ୟା ନଦୀ ମୁହାଣରେ ରବିବାର ଚଳିତବର୍ଷର ପ୍ରଥମ ଥର ପାଇଁ ଅଲିଭ୍‌ରିଡ୍‌ଲେ କଇଁଛଙ୍କ ଗଣଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ଭୋର୍‌ ୪ଟାରେ ହଜାର ହଜାର କଇଁଛ ଋଷିକୁଲ୍ୟା ନଦୀ ମୁହାଣରେ ଏକାଠି ହୋଇ ଅଣ୍ଡାଦାନ କରିଥିଲେ।…

ଓଡ଼ିଆ ସାମ୍ବାଦିକଙ୍କ ବୁମ୍‌, ମୋବାଇଲ୍‌ ଛଡ଼ାଇ ନେଲା ଛତିଶଗଡ଼ ପୁଲିସ

ଚନ୍ଦାହାଣ୍ଡି: ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ୍‌ର ଏକ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ପୂର୍ଣଚନ୍ଦ୍ର ଟାକ୍ରୀଙ୍କୁ ଛତିଶଗଡ଼ ରାଜ୍ୟ ଆମଲିପଦର ପୁଲିସ ମାଡ଼ ମାରିବା ସହ ଗୁଳିର ଧମକ ଦେଇ ତାଙ୍କ ଠାରୁ ବୁମ୍‌ ଏବଂ ଦୁଇଟି ମୋବାଇଲ ଫୋନ୍‌ ଛଡ଼ାଇ ନେବା…