Month: February 2025

ମଦ୍ରାସାରେ ପ୍ରାର୍ଥନା ସମୟରେ ବିସ୍ଫୋରଣ, ୫ ମୃତ

ପାକିସ୍ତାନର ଏକ ମଦ୍ରାସାରେ ଶୁକ୍ରବାର ପ୍ରାର୍ଥନା ସମୟରେ ବିସ୍ଫୋରଣ ଘଟିଛି। ଏଥିରେ ୫ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଖାଇବରପଖତୁନଖ୍ବା ପ୍ରଦେଶର ଅକ୍କୋରା ଖଟ୍ଟକ ଜିଲା ଅନ୍ତର୍ଗତ ଦାରୁଲ ଉଲୁମ ହକ୍କାନିଆ ମଦ୍ରାସାରେ ଏହି ବିସ୍ଫୋରଣ…

ଘରୁ ମହିଳା ଡାକ୍ତରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଟକ: ଦରଘାବଜାର ଥାନା ଅଞ୍ଚଳରେ ଅଭାବନାୟୀ ଘଟଣା। ମହିଳା ଡାକ୍ତର ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ଝୁଲନ୍ତା ଅବସ୍ଥାରେ ଘରୁ ମୃତଦେହ ଉଦ୍ଧାର କଲା ପୋଲିସ। ତାଙ୍କ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି। ମହିଳା ଜାକ୍ତର ଜଣକ ହେଲେ ଅଳକା ରଥ।…

‘ସୁଧୁରୁ ନାହାନ୍ତି ମୋ ବସ୍ ଡ୍ରାଇଭର: କଟକରେ ଅଟୋ ଡ୍ରାଇଭର ଲହୁଲୁହାଣ

କଟକ, ୨୭।୨: ‘ମୋ ବସ୍’ ଜନିତ ଦୁର୍ଘଟଣା ଜାରି ରହିଛି। କଟକର ଗଣେଶ ଘାଟ ନିକଟରେ ଘଟିଥିବା ଦୁର୍ଘଟଣାରେ ଜଣେ ଅଟୋ-ରିକ୍ସା ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ସ୍ଥାନୀୟ ବାସିନ୍ଦାମାନେ ଚିନ୍ତା ପ୍ରକାଶ କରିଛନ୍ତି। ମୋ ବସ୍ ଡ୍ରାଇଭରଙ୍କ…

ଭୁବନେଶ୍ୱରରେ ପହଞ୍ଚିଲେ ନଡ୍ଡା

ଭୁବନେଶ୍ୱର,୨୭ା୨: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଗୁରୁବାର ସନ୍ଧ୍ୟାରେ ଏକ ସ୍ବତନ୍ତ୍ର ବିମାନ ଯୋଗେ ଦିଲ୍ଲୀରୁ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏହି ଅବସରରେ ଭାଜପା ପକ୍ଷରୁ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି। ୨୮ ତାରିଖ…

ବିଭିନ୍ନ ବିଭାଗର ଖର୍ଚ୍ଚ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: ଚଳିତ ଆର୍ଥିକ ବର୍ଷରେ ୮୫ ପ୍ରତିଶତ ଖର୍ଚ୍ଚ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗୁରୁବାର ଦିନ ଲୋକସେବା ଭବନରେ ବିଭିନ୍ନ ବିଭାଗର ଖର୍ଚ୍ଚ ସମୀକ୍ଷା କରି ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା (୨୦୨୪-୨୫) ସମୁଦାୟ ଖର୍ଚ୍ଚ ପରିମାଣ ଅନ୍ୟୁନ ୮୫ ପ୍ରତିଶତ କରିବାକୁ ପରାମର୍ଶ ଦେଇଛନ୍ତି…

ବିଦ୍ୟୁତ୍‌ ଦର ୧ ପଇସା ବଢ଼ିଲେ ହେବ ରାଜ୍ୟବ୍ୟାପୀ ଆନ୍ଦୋଳନ

ଭୁବନେଶ୍ୱର : ବିଦ୍ୟୁତ୍‌ ଦେୟ ୧ ପଇସା ବୃଦ୍ଧି କରାଗଲେ ଆଗକୁ ରାଜ୍ୟବ୍ୟାପୀ ଆନ୍ଦୋଳନ ହେବ। ସାଧାରଣ ବିଦ୍ୟୁତ୍‌ ଖାଉଟିଙ୍କ ସ୍ବାର୍ଥ ରକ୍ଷା ପାଇଁ କଂଗ୍ରେସ ପ୍ରତିଶ୍ରୁତିବଦ୍ଧ। ଭାଜପା କ୍ଷମତାକୁ ଆସିଲେ ତୁରନ୍ତ ୩୦୦ ୟୁନିଟ୍‌ ବିଜୁଳି ମାଗଣା ଯୋଗାଇଦେବ ବୋଲି…

ମାର୍ଚ୍ଚ ୩ରେ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୭।୨: ଆଗାମୀ ମାର୍ଚ୍ଚ ୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୫,ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣଫେବୃୟାରୀ ୨୮ତାରିଖ ୧୧…

ମତଦେବା ପୂର୍ବରୁ ପରାମର୍ଶ ନିଅ – ପିସିସି ସଭାପତି

ଭୁବନେଶ୍ବର: ଓଡ଼ିଶାରେ କଂଗ୍ରେସର ପୂର୍ବାବସ୍ଥା ଫେରାଇ ଆଣିବାକୁ ଉଦ୍ୟମ କରାଯାଉଛି। ପିସିସି ଭାବେ ଦାୟିତ୍ୱ ନେବା ପରେ ସଭାପତି ଭକ୍ତ ଚରଣ ଦାସ ଏବେ ଦଳୀୟ କର୍ମୀଙ୍କ ପାଇଁ ଏକପ୍ରକାରର ଫତଓ୍ୱା ଜାରି କରିଛନ୍ତି। ସିଧାସିଧା ଗଣମାଧ୍ୟମରେ କଂଗ୍ରେସ ନେତାଙ୍କ ନିଜସ୍ୱ…

ମାଟ୍ରିକ ପରୀକ୍ଷାରେ ଅନିୟମିତତା, ୬ ଶିକ୍ଷକ ନିଲମ୍ବିତ

ବଲାଙ୍ଗୀର : ମାଟ୍ରିକ ପରୀକ୍ଷାରେ ଅନିୟମିତତା ନେଇ ବଲାଙ୍ଗୀର ଜିଲ୍ଲାପାଳଙ୍କ ନିର୍ଦେଶରେ ଜିଲ୍ଲା ଶିକ୍ଷା ଅଧିକାରୀ ମୁରିବାହାଲ ବ୍ଲକ ହଦଳୀ ହାଇସ୍କୁଲ ପ୍ରଧାନଶିକ୍ଷକ ତଥା ପରୀକ୍ଷାକେନ୍ଦ୍ର ଅଧୀକ୍ଷକ ଉମେଶ ବିଶ୍ଵାଳ ଓ ସହକାରୀ ଶିକ୍ଷୟିତ୍ରୀ ବୈଜୟନ୍ତୀ ସୁବୁଦ୍ଧିଙ୍କୁ ନିଲମ୍ବିତ କରିଛନ୍ତି। ପରୀକ୍ଷାରେ…

ବାଲିଚୋରି ରୋକିବାକୁ ନୂଆ ଆଇନ ଅଣାଯିବ

ରାଉରକେଲା: ରାଜ୍ୟରେ ବାଲି ମାଫିଆମାନେ ମାତିଛନ୍ତି। ସରକାରୀ ସଂପତ୍ତି ଲୁଟ୍‌ କରି ମାଫିଆମାନେ ବ୍ୟକ୍ତିଗତ ଭାବେ ଲାଭବାନ ହେଉଛନ୍ତି। ଏମାନଙ୍କ ଉପରେ ସରକାର ନଜର ରଖିଛନ୍ତି। ତେଣୁ ବାଲି ମାଫିଆମାନେ ସାବଧାନ ହେବା ଦରକାର। ବାଲି ଚୋରଙ୍କୁ ଏଣିକି ଛଡା ଯିବ…