Month: February 2025

‘ମହାକୁମ୍ଭ ବହୁତ ଫାଲ୍‌ତୁ, ଏହାର କୌଣସି ଅର୍ଥ ନାହିଁ’

ପାଟନା,୧୬।୨: ମହାକୁମ୍ଭକୁ ନେଇ ଆରଜେଡି ମୁଖ୍ୟ ତଥା ପୂର୍ବତନ ରେଳମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ ଏକ ବଡ଼ ବୟାନ ଦେଇଛନ୍ତି। କୁମ୍ଭ ବହୁତ ଫାଲ୍‌ତୁ, ଏହାର କୌଣସି ଅର୍ଥ ନାହିଁ ବୋଲି ସେ କହିଛନ୍ତି। ଏଥିସହ ନୂଆଦିଲ୍ଲୀ ରେଳ ଷ୍ଟେଶନ ଦୁର୍ଘଟଣାକୁ…

ରାଜ୍ୟରେ ସ୍କୁଲ ପରୀକ୍ଷାର ପ୍ରଶ୍ନପତ୍ର ବିକ୍ରି ଅଭିଯୋଗ: ଚାରି ଜଣ ୟୁଟ୍ୟୁବର୍, ସରକାରୀ ଶିକ୍ଷକ ଗିରଫ

ଭୁବନେଶ୍ୱର,୧୬।୨: ଅନଲାଇନ୍ ପ୍ଲାଟଫର୍ମରେ ଓଡ଼ିଶାରେ ସ୍କୁଲ ପରୀକ୍ଷା ପ୍ରଶ୍ନପତ୍ର ବିକ୍ରି କରୁଥିବା ଏକ ରାକେଟକୁ ପୋଲିସ ପର୍ଦାଫାଶ କରିଛି। ଏହି ମାମଲାରେ ଚାରି ଜଣ ୟୁଟ୍ୟୁବର୍ ଏବଂ ଜଣେ ସରକାରୀ ସ୍କୁଲ ଶିକ୍ଷକଙ୍କ ସମେତ ପାଞ୍ଚ ଜଣଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତମାନେ…

ଦୁର୍ଗମ ଅଂଚଳରେ ପୁଲିସ କ୍ୟାମ୍ପ ପ୍ରତିଷ୍ଠା: ପଛକୁ ଯିବାକୁ ବାଧ୍ୟ ହେଲେ ନକ୍ସଲ

ମାଲକାନଗିରି: ସୀମାନ୍ତ ଛତିଶଗଡର ବିଜାପୁର ଜିଲ୍ଲାର ଦୁର୍ଗମ ଅସୁର ଥାନା ଅଂଚଳର ପୂଜାରୀକାଂକେର ଠାରେ ନୂତନ ପୁଲିସ କ୍ୟାମ୍ପ ପ୍ରତିଷ୍ଠା କରାଯାଇଛି। ଏହି ଅଂଚଳରେ ନକ୍ସଲ ନିଜର ଅଡ୍ଡା ବନାଇବା ସହ ଲୋକଙ୍କୁ ନିର୍ଯାତନା ଦେଉଥିଲେ। ଦୀର୍ଘ ଦିନ ଧରି ଲୋକେ…

ଯୋଗାଣ ମନ୍ତ୍ରୀ କଲେକ୍ସନ୍‌ରେ ମାତିଛନ୍ତି: ତାରା

ଭୁବନେଶ୍ବର: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଉପରେ ସାଂଘାତିକ ଆରୋପ ଲଗାଇଛନ୍ତି କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି। ମନ୍ତ୍ରୀ ସବୁ ଜିଲ୍ଲାରେ ଏଜେଣ୍ଟ୍ ରଖି ଖାଲି କଲେକ୍ସନ୍‌ରେ ମାତିଛନ୍ତି ବୋଲି ସେ ଅଭିଯୋଗ କରିଛନ୍ତି। ବିଧାନସଭା ଗୃହରେ ତାରାଙ୍କ ଏପରି ମନ୍ତବ୍ୟ…

ଶ୍ରୀମନ୍ଦିରରେ ଅଘଟଣ: ଭିତରକାଠ ନିକଟରେ ରକ୍ତଛିଟା, ମହାପ୍ରଭୁଙ୍କର ବଡ଼ ମହାସ୍ନାନ ନୀତି

ପୁରୀ: ଶ୍ରୀମନ୍ଦିରରେ ଅଘଟଣ। ଭିତରକାଠ ନିକଟରେ ରକ୍ତଛିଟା ପଡ଼ିବାରୁ ମହାପ୍ରଭୁଙ୍କର ଚାଲିଛି ବଡ଼ ମହାସ୍ନାନ ନୀତି। ଏଥିପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିଛି। ଭିତର କାଠରେ ରକ୍ତ ପଡ଼ିଥିବାରୁ ଏହି ବଡ଼ ମହାସ୍ନାନ କରାଯାଇଥିଲା । ପ୍ରାୟ ୨ରୁ ଅଢ଼େଇ…

ଫେବ୍ରୁଆରି ୧୯ରୁ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା: ସତର୍କ ସୂଚନା ଜାରି

ଭୁବନେଶ୍ୱର: ଆସନ୍ତା ୩ ଦିନ ମଧ୍ୟରେ ସାରା ଓଡ଼ିଶାରେ ରାତିର ତାପମାତ୍ରା ଧୀରେ ଧୀରେ ୨-୩ ଡିଗ୍ରୀ ସେଲସିୟସ୍ ବୃଦ୍ଧି ପାଇବ ବୋଲି ରବିବାର ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ପୂର୍ବାନୁମାନ କରିଛି। ଗତ ଦୁଇ ଦିନ ମଧ୍ୟରେ ରାଜ୍ୟରେ ତାପମାତ୍ରା…

ଡିଏସ୍‌ପିଙ୍କ ସମେତ ୨ ଜଣଙ୍କୁ ଚାପିଦେଲା ଦ୍ରୁତଗାମୀ ଟ୍ରକ୍‌

ଯାଜପୁର: ଟ୍ରକ୍‌ ଧକ୍କାରେ ଡିଏସ୍‌ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ ଘଟିଛି। ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ଚାନ୍ଦପୁର ଛକ ନିକଟରେ ରବିବାର ଏହି ଅଭାବନୀୟ ଘଟଣା ଘଟିଛି। ମୃତକଙ୍କ ମଧ୍ୟରୁ ଜଣେ ଯାଜପୁର ଜିଲ୍ଲାରେ କାର୍ଯ୍ୟରତ ଡିଏସ୍‌ପି ଅଛନ୍ତି। ସେ…

କଂଗ୍ରେସ ସାଂସଦଙ୍କ ପତ୍ନୀଙ୍କୁ ନେଇ ଆସାମରେ ରାଜନୈତିକ ଝଡ଼: ଆଇଏସଆଇ ଲିଙ୍କ୍ ଅଭିଯୋଗ ଅଣିଲେ ହିମନ୍ତ

ଗୁଆହାଟୀ: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଜୋରହାଟର କଂଗ୍ରେସ ସାଂସଦ ଗୌରବ ଗୋଗୋଇ ଏବଂ ତାଙ୍କ ପତ୍ନୀଙ୍କୁ ଟାର୍ଗେଟ କରିବା ଜାରି ରଖିଛନ୍ତି। ତାଙ୍କର ଅଭିଯୋଗକୁ ଦୋହରାଇ ହିମନ୍ତ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ୨୦୧୫ ମସିହାରେ, ଭାରତରେ ପାକିସ୍ତାନ…

କେବଳ ଅସମର୍ଥ ମାତାପିତାଙ୍କୁ ଭରଣପୋଷଣ ଦେବେ ପୁଅଝିଅ: ହାଇକୋର୍ଟ

କଟକ: ବାପାଙ୍କୁ ଭରଣପୋଷଣ ଦେବା ପାଇଁ ପୁଅକୁ ପ୍ରଦାନ କରାଯାଇଥିବା ନିର୍ଦ୍ଦେଶକୁ ହାଇକୋର୍ଟ ଖାରଜ କରି ରାୟ ଶୁଣାଇଛନ୍ତି ଯେ, ମାତାପିତା ଓ ବରିଷ୍ଠ ନାଗରିକଙ୍କ ଭରଣପୋଷଣ ଓ କଲ୍ୟାଣ ଆଇନ, ୨୦୦୭ ଅନୁସାରେ, କେବଳ ଜଣେ ବରିଷ୍ଠ ନାଗରିକ ହୋଇଗଲେ…

ଫେବୃଆରୀ ୧୭ ଏବଂ ୨୪ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର : ଆସନ୍ତା ଫେବୃଆରୀ ୧୭ ଏବଂ ୨୪ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ (ବଜେଟ ଅଧିବେଶନ) ବଳବତ୍ତର ଥିବାରୁ ଏହି ସୋମବାର ଗୁଡ଼ିକରେ ଭୁବନେଶ୍ଵର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ…