Month: February 2025

ଅଷ୍ଟମ ଶ୍ରେଣୀ ପିଲା ଜାଣିନାହାନ୍ତି ଫେଡାଣ ଓ ହରଣ

ଭୁବନେଶ୍ଵର: ରାଜ୍ୟରେ ଶିକ୍ଷାର ବିକଳ ଚିତ୍ର । ଅଷ୍ଟମ ଶ୍ରେଣୀ ପିଲା ଜାଣିନାହାନ୍ତି ଫେଡାଣ ଓ ହରଣ । ୬୮.୫% ପିଲା ଫେଡ଼ାଣ ଓ ୪୫.୮% ପିଲା ହରଣ ଜାଣିନାହାଁନ୍ତି । ବିଧାୟକ ଚକ୍ରମଣି କହଁର ପ୍ରଶ୍ନ ରେ ଲିଖିତ ଉତ୍ତର…

ଆମେରିକାରେ ମୋଦୀଙ୍କ ବୟାନକୁ ନେଇ ଟାର୍ଗେଟ କଲେ ରାହୁଲ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ଆମେରିକା ଗସ୍ତ ସମୟରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଏକ ମିଳିତ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି ସମୟରେ, ଜଣେ ସାମ୍ବାଦିକ ଗୌତମ ଆଦାନୀଙ୍କ ମାମଲା ସମ୍ପର୍କରେ ଏକ ପ୍ରଶ୍ନ ପଚାରିଥିଲେ। ପ୍ରଶ୍ନର ଉତ୍ତର ଦେବା…

ମୋବାଇଲରେ ରିଲ୍ସ କରିବା ହେଲା କାଳ, ନଦୀରେ ଖସି ପଡିଲେ ଯୁବତୀ

ଢେଙ୍କାନାଳ : ମୋବାଇଲରେ ରିଲ୍ସ କରିବା ହେଲା କାଳ । ରିଲ୍ସ କରିବା ସମୟରେ ଅସାବଧାନତା ଯୋଗୁଁ ବ୍ରିଜ ଉପରୁ ବ୍ରାହ୍ମଣୀ ନଦୀରେ ଖସି ପଡିଲେ ଯୁବତୀ । ଯୁବତୀ ଜଣଙ୍କ ଢେଙ୍କାନାଳ ତରଭା ଗାଁର ୧୯ ବର୍ଷୀୟ ଅମ୍ବିକା ନାୟକ…

ବିଜେଡି କାହିଁକି ଭାଙ୍ଗିବ, ବିଜେପି ଭାଙ୍ଗିଯାଉ

ଭୁବନେଶ୍ବର: ‘ବିଜେଡି କାହିଁକି ଭାଙ୍ଗିବ, ବିଜେପି ଭାଙ୍ଗିଯାଉ । ପ୍ରଫୁଲ ଘଡାଇ ଜାଣିଥିବେ, କିଏ କେଉଁଠି ଷଡଯନ୍ତ୍ର କରିଥିଲା । ବିଜେଡି ଦଳ ଭିତରେ କିଛି ଷଡଯନ୍ତ୍ର ହୋଇନାହିଁ ।’ ବିଜେଡିର ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ପ୍ରଫୁଲ ଘଡାଇଙ୍କ…

ରାଜ୍ୟରେ ଅଛନ୍ତି ୫୨୮୪ ଭିକାରୀ, ବିଧାନସଭାରେ ଉତ୍ତର ରଖିଲେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ

ଭୁବନେଶ୍ୱର : ରାଜ୍ୟରେ ଭିକାରୀଙ୍କ ସଂଖ୍ୟା ବଢିବାରେ ଲାଗିଛି । ବିଧାନସଭାରେ ଭିକାରୀ ତାଲିକା ଦେଲେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଓଡିଶାରେ ମୋଟ ୫୨୮୪ ଜଣ ଭିକାରୀ ଅଛନ୍ତି ବୋଲି ବିଧାୟକ ଲକ୍ଷ୍ମଣ…

ଆମେ ତୁମକୁ ବହୁତ ‘ମିସ୍‌’ କରୁଥିଲୁ: ମୋଦୀଙ୍କୁ କହିଲେ ଟ୍ରମ୍ପ୍‌

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ତାଙ୍କର “ପ୍ରିୟ ବନ୍ଧୁ” ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ବହୁ ପ୍ରତୀକ୍ଷିତ ସାକ୍ଷାତ ସଂପନ୍ନ ‌ହୋଇଛି। ପ୍ରଧାନମନ୍ତ୍ରୀ ମୋଦୀ ହ୍ୱାଇଟ୍ ହାଉସରେ ପ୍ରବେଶ କରିବା ସମୟରେ ଏକ ଉଷ୍ମ ଆଲିଙ୍ଗନ ପରେ ହାତ ମିଳାଇ ପାଛୋଟି…

ପ୍ରଶ୍ନକାଳରେ ବିରୋଧୀଙ୍କ ହଟ୍ଟଗୋଳ, ନିନ୍ଦା କଲା ବିଜେପି

ଭୁବନେଶ୍ବର: ଆଜି ବଜେଟ ଅଧିବେଶନର ଦ୍ବିତୀୟ ଦିନ । ହେଲେ ବିରୋଧୀଙ୍କ ବାରମ୍ବାର ହଟ୍ଟଗୋଳ ଯୋଗୁଁ ଚାଲିପାରୁନି ଗୃହ । ବିରୋଧି ବିଜେଡି ଏବଂ କଂଗ୍ରେସ ବିଭିନ୍ନ ପ୍ରସଙ୍ଗ ଉଠାଇ ଗୃହ ମଧ୍ୟକୁ ଆସି ହଙ୍ଗାମା କରିଛନ୍ତି । ଏମିତିକି ଆଜି…

କଟକରେ ମହିଳାଙ୍କୁ ଖଣ୍ଡାରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

କଟକ: କଟକରେ ଚାଞ୍ଚଲ୍ୟ । ଦିନ ଦ୍ୱିପ୍ରହରରେ ମହିଳାଙ୍କୁ ଖଣ୍ଡାରେ ହାଣି ବିଭତ୍ସ ହତ୍ୟା କରାଯଇଛି । କଟକ ପୋତାପୋଖୋରି ଅଞ୍ଚଳରେ ଘଟିଛି ଏହି ହତ୍ୟାକାଣ୍ଡ । ପାଣି ଟାଙ୍କି ନିକଟରେ ଥିବା ବସ୍ତି ଭିତରେ ମହିଳାଙ୍କୁ ଖଣ୍ଡାରେ ହାଣି ହତ୍ୟା…

ପରିବର୍ତ୍ତନ ହେଲା ନନ୍ଦନକାନନର ପ୍ରବେଶ ଓ ପ୍ରସ୍ଥାନ ପଥ

ଭୁବନେଶ୍ଵର: ପରିବର୍ତ୍ତନ ହେଲା ନନ୍ଦନକାନନର ପ୍ରବେଶ ଓ ପ୍ରସ୍ଥାନ ପଥ। ନନ୍ଦନକାନନର ଉନ୍ନତିମୂଳକ କାର୍ଯ୍ୟ ଚାଲୁଥିବା ଯୋଗୁଁ ପର୍ଯ୍ୟଟକମାନଙ୍କ ପାଇଁ ପ୍ରବେଶ ଏବଂ ପ୍ରସ୍ଥାନ ପଥରେ ପରିବର୍ତ୍ତନ କରାଯାଇଛି। ଫଳରେ ପର୍ଯ୍ୟଟକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳିଛି। ପୂର୍ବରୁ…

୧୯ କିମ୍ବା ୨୦ ତାରିଖରେ ଦିଲ୍ଲୀରେ ମୁଖ୍ୟମନ୍ତ୍ରୀଙ୍କ ଶପଥ ପାଠ

ନୂଆଦିଲ୍ଲୀ: ଏଥର ଦିଲ୍ଳୀରେ ସରକାର ଗଠନ କରିବାକୁ ଯାଉଛି ଭାରତୀୟ ଜନତା ପାର୍ଟି (ବିଜେପି)। ଆସନ୍ତା ‌୧୯ କିମ୍ବା ୨୦ ତାରିଖରେ ଦିଲ୍ଳୀରେ ବିଜେପି ସରକାର ଗଠନ କରିବ ବୋଲି ଶୁଣିବାକୁ ମିଳୁଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ୧୯…