Month: February 2025

ଭକ୍ତ ଚରଣ ଦାସ ହେଲେ PCC ସଭାପତି

ଭୁବନେଶ୍ବର: ଓଡ଼ିଶା ରାଜନୀତିର ଅନ୍ୟତମ ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି)ର ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି। ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି)ର ସଭାପତିଙ୍କ ଅନୁମୋଦନ ପରେ ସାଧାରଣ…

ଖୁବଶୀଘ୍ର ଜୟଦେବ ବିହାରରୁ ନନ୍ଦନକାନନ ଯୋଡି ହେବ ଫ୍ଲାଏ ଓଭର

ଭୁବନେଶ୍ବର: ରାଜଧାନୀରେ ଆରମ୍ଭ ହେବ ଫ୍ଲାଏ ଓଭର କାମ । ଜୟଦେବ ବିହାରରୁ ନନ୍ଦନକାନନ ପର୍ଯ୍ୟନ୍ତ ଫ୍ଲାଏ ଓଭର କାର୍ଯ୍ୟ ଖୁବଶୀଘ୍ର ଆରମ୍ଭ ହେବ ବୋଲି କହିଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ସରକାର ଏହି ପ୍ରକଳ୍ପକୁ ଅନୁମତି…

ବାରବାଟୀରେ ଫ୍ଲଡଲାଇଟ ଅଚଳ ଘଟଣା; ଓସିଏକୁ ପରୋକ୍ଷରେ ଦୋଷ ଲଦିଲେ ଶକ୍ତି ମନ୍ତ୍ରୀ

ଭୁବନେଶ୍ୱର: କଟକ ବାରବାଟି ଷ୍ଟାଡିୟମରେ ଭାରତ-ଇଂଲଣ୍ଡ ମଧ୍ୟରେ ମ୍ୟାଚ ଚାଲିଥିବା ବେଳେ ହଠାତ୍ ଲାଇଟ୍ ଲିଭିଯିବା ରୁ ମ୍ୟାଚ୍ କିଛି ସମୟ ପାଇଁ ବନ୍ଦ ରହିଥିଲା । ଏହି ଘଟଣା ଉପରେ ପ୍ରତିକ୍ରିୟା ରଖିଛନ୍ତି ଉପ ମୁଖ୍ୟମନ୍ତ୍ରୀ ତଥା ଶକ୍ତି ମନ୍ତ୍ରୀ…

ଯୁଗ୍ମ ପ୍ରବେଶିକା ପରୀକ୍ଷା ପ୍ରଥମ ଅଧିବେଶନ ମୁଖ୍ୟ ପରୀକ୍ଷା ଫଳ ପ୍ରକାଶିତ, ୧୪ ପରୀକ୍ଷାର୍ଥୀ ରଖିଲେ ଶତ ପ୍ରତିଶତ ମାର୍କ

ଜାତୀୟ ପରୀକ୍ଷଣ ସଂସ୍ଥା – ଏନଟିଏ ଦ୍ୱାରା ପରିଚାଳିତ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ପ୍ରଥମ ଅଧିବେଶନର ମୁଖ୍ୟ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ୧୪ ଜଣ ପରୀକ୍ଷାର୍ଥୀ ଶତ ପ୍ରତିଶତ ମାର୍କ ରଖି କୃତକାର୍ଯ୍ୟ ହୋଇଛନ୍ତି। ସେମାନଙ୍କ…

ଓଡ଼ିଶାର ଅକ୍ଷୟ ଶକ୍ତିରେ ୧ ବିଲିୟନ ଆମେରିକୀୟ ଡଲାର ନିବେଶ ପାଇଁ ଇଚ୍ଛୁକ ଏଚଆଇଏଫ

ଭୁବନେଶ୍ୱର: ସରିଛି ଉତ୍କର୍ଷ ଓଡ଼ିଶା କନକ୍ଲେଭ । ହେଲେ ଏବେ ମଧ୍ୟ ଓଡ଼ିଶାକୁ ନିବେଶକଙ୍କର ସୁଅ ଛୁଟୁଛି । ଚିଲିର ଏଚଆଇଏଫ୍ ଗ୍ଲୋବାଲ ଇଣ୍ଡିଆ ନାମକ ବହୁରାଷ୍ଟ୍ରୀୟ କମ୍ପାନୀ ଓଡ଼ିଶାର ଅକ୍ଷୟ ଶକ୍ତିରେ ନିବେଶ ପାଇଁ ଆଗ୍ରହ ପ୍ରକାଶ କରିଛନ୍ତି ।…

ଦିଲ୍ଲୀ ପରେ ବିଜେପିର ‘ମିସନ ପଶ୍ଚିମବଙ୍ଗ’: ମମତା ସରକାରଙ୍କୁ ହଟାଇବା ଯୋଜନା

ନୂଆଦିଲ୍ଲୀ: ୨୭ ବର୍ଷ ପରେ ଦିଲ୍ଲୀରେ ବିଜେପି କ୍ଷମତାକୁ ଫେରିବା ପରେ, ଦଳର ପରବର୍ତ୍ତୀ ମିସନ ହେଉଛି ପଶ୍ଚିମବଙ୍ଗରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସରକାରଙ୍କୁ ଭାଙ୍ଗିବା। ଭାରତୀୟ ଜନତା ପାର୍ଟି ଦିଲ୍ଲୀରେ ଅରବିନ୍ଦ କେଜ୍ରିୱାଲ ସରକାରଙ୍କୁ କ୍ଷମତାଚ୍ୟୁତ କରିଛି। ଏବେ ବିଜେପିର…

ପଞ୍ଜିକା ସମନ୍ୱୟ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ, ଏଣିକି ଭୁଲ ତଥ୍ୟ ଦେଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ପୁରୀ : ପଞ୍ଜିକା ସମନ୍ୱୟ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ । ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ୨୦୨୫-୨୬ ବର୍ଷ ପାଇଁ ପଞ୍ଜିକା ସମୀକରଣ ବୈଠକରେ ନିର୍ଭୁଲ ଓ ତ୍ରୁଟିବିହୀନ ପଞ୍ଜିକା ଉପରେ ଗୁରୁତ୍ୱ ଦିଆଯାଇଛି । ଆଠଟି ପଞ୍ଜିକା ଗଣନା ପ୍ରକାଶକଙ୍କୁ…

ସୁଭଦ୍ରା ଯୋଜନା ଟଙ୍କା ପାଇନଥିବା ମହିଳାଙ୍କ ପାଇଁ ବଡ଼ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଫେବୃଆରୀ ୮ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ପଠାଇଛନ୍ତି । ଏହାକୁ ମିଶାଇ ବତ୍ତର୍ମାନ ସୁଦ୍ଧା ୯୮ ଲକ୍ଷ ମହିଳା ସୁଭଦ୍ରା କିସ୍ତି ପାଇସାରିଲେଣି । ଏହା ସତ୍ତ୍ବେ ଏବେ…

କେଜ୍ରିୱାଲ ଆଉ କେବେ ନିର୍ବାଚନ ଜିତିପାରିବେ ନାହିଁ: ବ୍ରଜଭୂଷଣ ଶରଣ ସିଂହ

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ ଆଦମୀ ପାର୍ଟିର ଶୋଚନୀୟ ପରାଜୟ ହୋଇଛି। ଆମ ଆଦମୀ ପାର୍ଟିର ପରାଜୟ ପରେ ପୂର୍ବତନ ବିଜେପି ସାଂସଦ ବ୍ରଜଭୂଷଣ ଶରଣ ସିଂହ ଦାବି କରି କହିଛନ୍ତି ,‘ ପଞ୍ଜାବରେ ଆମ ଆଦମୀ ପାର୍ଟି (ଆପ୍)…

୧୫ ଭିତରେ ଅଯୋଗ୍ୟ ହିତାଧିକାରୀ କାର୍ଡ ସରେଣ୍ଡର ନ କଲେ ହେବ କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଭୁବନେଶ୍ୱର: ରାସନ୍ କାର୍ଡ ଇ-କେୱାଇସି ଅପଡେଟ ପାଇଁ ଆବେଦନ ନ କରିଥିଲେ ଆଉ ମିଳିବନି ସୁଯୋଗ । ଆସନ୍ତା ୧୫ ତାରିଖ ରାସନ କାର୍ଡ E-kyc ପାଇଁ ଆବେଦନର ଶେଷ ତାରିଖ । ଏହାପରେ ଆଉ ସମୟ ଅବଧି ବଢ଼ିବ ନାହିଁ…