Month: February 2025

ଦିନରାତି କାମ କରୁଥିବା ବିଜେପି କର୍ମକର୍ତ୍ତା ପାଇଁ ଗର୍ବିତ, ଦିଲ୍ଲୀର ସାମଗ୍ରିକ ବିକାଶ କରିବୁ : ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦୀର୍ଘ ୨୭ ବର୍ଷ ପରେ ଦିଲ୍ଲୀରେ ବିଜେପିକୁ ବହୁମତ ମିଳିଛି। ଦିଲ୍ଲୀ ବିଜୟ ପରେ ‘ଏକ୍ସ’ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରତିକ୍ରିୟା ରଖି କହିଛନ୍ତି ଯେ ବିକାଶ ଜିତିଲା, ସୁଶାସନ ଜିତିଲା। ଦିନରାତି କାମ କରୁଥିବା ବିଜେପି କର୍ମକର୍ତ୍ତା ପାଇଁ…

ବ୍ୟାସ ସରୋବରର ନବୀକରଣର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଯାଜପୁର ଜିଲ୍ଲା ବ୍ୟାସନଗର ଉପକଣ୍ଠରେ ଥିବା ପ୍ରାଚୀନ ଏବଂ ପୂରାଣ ପ୍ରସିଦ୍ଧ ବ୍ୟାସ ସରୋବରର ନବୀକରଣର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି, ମହର୍ଷି ବ୍ୟାସଦେବଙ୍କ ଏଠି ମହାଭାରତର…

ସର୍ବନିମ୍ନ ୧୦ ହଜାର ଟଙ୍କା ମିଳିବ ପେନସନ୍

ଭୁବନେଶ୍ୱର: ଗତ ୨୦୨୪ ଅଗଷ୍ଟ ୨୪ ତାରିଖରେ ଏକୀକୃତ ପେନସନ୍ ଯୋଜନାକୁ ମଞ୍ଜୁରି ପ୍ରଦାନ କରିଥିଲା କେନ୍ଦ୍ର କ୍ୟାବିନେଟ୍ । ସୁନିଶ୍ଚିତ ପେନ୍‌ସନ୍, ପାରିବାରିକ ପେନ୍‌ସନ୍, ମୁଦ୍ରାସ୍ଫିତି ଆଦି ବିଭିନ୍ନ କାରଣକୁ ଦୃଷ୍ଟିରେ ରଖି ଅନୁରୂପ ପେନ୍‌ସନ୍ ନିର୍ଦ୍ଧାରଣ କରିବା ପାଇଁ…

ଦିଲ୍ଲୀ ଏବେ କେଜ୍ରିୱାଲଙ୍କଠାରୁ ମୁକ୍ତ: କୁମାର ବିଶ୍ବାସ

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳ ଉପରେ ଅରବିନ୍ଦ କେଜ୍ରିୱାଲଙ୍କ ଅନେକ ପୁରୁଣା ସହଯୋଗୀଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ପ୍ରସିଦ୍ଧ ହିନ୍ଦୀ କବି ଡକ୍ଟର କୁମାର ବିଶ୍ୱାସ ମଧ୍ୟ ସେମାନଙ୍କ ମଧ୍ୟରେ ଅନ୍ତର୍ଭୁକ୍ତ। ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାର ଦେଇ ସେ କହିଛନ୍ତି…

୪୮ ଆସନ ସହିତ ଦିଲ୍ଲୀ ଦଖଲ କଲା ବିଜେପି

ନୂଆଦିଲ୍ଲୀ: ଦିଲ୍ଲୀ ଦଖଲ କରିଛି ବିଜେପି। ବହୁବର୍ଷର ପ୍ରତୀକ୍ଷା ପରେ ଦିଲ୍ଲୀରେ ବିଜେପି ସରକାର ଗଢ଼ିବା ଏକପ୍ରକାର ସ୍ଥିର ହୋଇଛି। ଚଳିତ ବିଧାନସଭା ନିର୍ବାଚନରେ ଗେରୁଆ ଦଳକୁ ସ୍ପଷ୍ଟ ବହୁମତ ମିଳିବା ନିଶ୍ଚିତ ହୋଇଛି। ଶନିବାର ଭୋଟ ଗଣତି ଜାରି ରହିଥିବାବେଳେ…

୩୧୪ ବ୍ଲକରେ ବ୍ଲକସ୍ତରୀୟ ଷ୍ଟାଡିୟମ ନିର୍ମାଣ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟରେ ଏଗାରଟି ପ୍ରସ୍ତାବରେ ବାଜିଛି ମୋହର। ତୃଣମୂଳ ସ୍ତରରେ କ୍ରୀଡ଼ାଭିତ୍ତି ଭୂମି ବିକାଶ ପାଇଁ ୩୧୪ ବ୍ଲକରେ ବ୍ଲକସ୍ତରୀୟ ଷ୍ଟାଡିୟମ ନିର୍ମାଣ ହେବ | କ୍ରୀଡ଼ା ଓ ଯୁବ ସେବା ବିଭାଗ ତରଫରୁ ଯେଉଁ ପିଲାମାନେ ଭଲ ପ୍ରଦର୍ଶନ…

ଭାରତ-ଇଂଲଣ୍ଡ ମ୍ୟାଚ୍: କଟକରେ ଦୁଇଦିନିଆ ଟ୍ରାଫିକ୍‌ କଟକଣା

କଟକ: ବାରବାଟୀରେ ଆସନ୍ତାକାଲି ଖେଳାଯିବ ଭାରତ-ଇଂଲଣ୍ଡ ମ୍ୟାଚ୍। କ୍ରିକେଟ ମ୍ୟାଚ ପାଇଁ ଯେପରି କୌଣସି ଟ୍ରାଫିକ୍‌ ସମସ୍ୟା ନହୁଏ ସେଥିପାଇଁ କଟକ ଟ୍ରାଫିକ ପୋଲିସ ପକ୍ଷରୁ ଟ୍ରାଫିକ୍‌ କଟକଣା ଜାରି କରାଯାଇଛି। ଶନିବାର ନେଟ୍‌ ପ୍ରାକ୍ଟିସ୍‌ ପାଇଁ ଦିନ ୧ଟାରୁ ରାତି…

ବଦଳିବ ମୋ ବସ ନାମ, ହେବ ‘ଆମ ବସ’, ବସ୍‌ର ଆଗରେ ଓ ପଛରେ ଲାଗିବ କ୍ୟାମେରା

ଭୁବନେଶ୍ବର: ବଦଳିବ ମୋ ବସ ନାମ । ମୋ ବସ ବଦଳରେ ହେବ ‘ଆମ ବସ’ । ଭୁବନେଶ୍ବର ‌ସମେତ କଟକ, ରାଉରକେଲା, ସମ୍ବଲପୁର, ଖୋର୍ଦ୍ଧା ସହରରେ ପରିଚାଳିତ ହେଉଥିବା ସାଧାରଣ ପରିବହନ ବ୍ୟବସ୍ଥା ‘ମୋ ବସ୍’ର ନାମ ବଦଳିବ ।…

ମହିଳାଙ୍କ ଆକାଉଣ୍ଟକୁ ଆସିଲା ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

ଭୁବନେଶ୍ୱର: ମହିଳାଙ୍କ ଆକାଉଣ୍ଟକୁ ଆସିଲା ସୁଭଦ୍ରା ଯୋଜନା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା । ରାଜ୍ୟର ୧୮ ଲକ୍ଷରୁ ଅଧିକ ଯୋଗ୍ୟା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା । ଯାଜପୁରରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ଯୋଗ ଦେଇ ଟଙ୍କା…

ଦିଲ୍ଲୀରେ ଖାତା ଖୋଲି ପାରିଲାନି କଂଗ୍ରେସ

ନୂଆଦିଲ୍ଲୀ: ଯେଉଁ ସମୟ, ଯେଉଁ ଫଳାଫଳ, ଯେଉଁ ମୁହୂର୍ତ୍ତକୁ ସମସ୍ତଙ୍କର ଅପେକ୍ଷା ଥିଲା ସେହି ମୁହୂର୍ତ୍ତ ଏବେ ଆସି ସାରିଛି । ଲଗାତାର ଝାଡୁ ମାରି ଦିଲ୍ଲୀରେ ସବୁ ଦଳକୁ ସଫା କରିଦେଉଥିବା ଆପ୍ ଚିତପତାଙ୍ଗ ମାରିଛି । ଆଉ ଦୀର୍ଘ…