ରାଜଧାନୀରେ ପ୍ରୟୋଗ ହେବ SMA ଟେକ୍ନୋଲୋଜି, କମିବ ଖାଲଖମା ଓ ଦୁର୍ଘଟଣା
ଭୁବନେଶ୍ବର: ରାଜଧାନୀର ସବୁ ଛକରେ ପ୍ରୟୋଗ ହେବ ଷ୍ଟୋନ୍ ମାଟ୍ରିକ୍ସ ଆସ୍ପାଲ୍ଟ ବା SMA ଟେକ୍ନୋଲୋଜି। ପ୍ରଥମ ପର୍ଯ୍ୟାୟରେ କ୍ୟାପିଟାଲ ହସ୍ପିଟାଲ ଛକରେ ଆରମ୍ଭ କରାଯାଇଛି ଏହି ପଦ୍ଧତି। ପରେ ପରେ ସହରର ପ୍ରମୁଖ ୧୦ଟି ଛକର ରାସ୍ତାରେ କରାଯିବ ଏଭଳି…