Month: February 2025

ଷୋଡଶ ଅର୍ଥ କମିଶନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା, ଆଗାମୀ ପାଞ୍ଚ ବର୍ଷ ପାଇଁ କଲେ ଏତିକି କୋଟି ଦାବି

ଭୁବନେଶ୍ୱର,୬।୧: ୨୦୨୬-୩୧ ବର୍ଷ ପାଇଁ ରାଜ୍ୟ ସରକାର ଓଡିଶା ପାଇଁ ୧୨,୫୯,୧୪୮ କୋଟି ଟଙ୍କାର ଦାବି ଉପସ୍ଥାପନ କରିଛନ୍ତି। ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୧୬ଶ ଅର୍ଥ କମିଶନଙ୍କ ସହିତ ଆଲୋଚନା ପରେ ଗଣମାଧ୍ୟମ ଆଗରେ ବିବୃତ୍ତିରଖି ଏହା କହିଛନ୍ତି।…

ଆତ୍ମନିର୍ଭରଶୀଳ ନୀତିରେ ଆକର୍ଷିତ ହୋଇ ଆତ୍ମସମର୍ପଣ କଲେ ୬ ମାଓବାଦୀ

ମାଲକାନଗିରି: ସୀମାନ୍ତ ଛତିଶଗଡ଼ରେ ଲଗାତାର ମାଓ ଦମନରେ ପୁଲିସକୁ ସଫଳତା ମିଳିବାରେ ଲାଗିଛି। ଏହି କ୍ରମରେ ପୁଣି ୬ ଜଣ ମାଓବାଦୀ ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଦନ୍ତେୱାଡା ଜିଲ୍ଲାରେ ଅବସ୍ଥାପିତ ସିଆରପିଏଫ ଯବାନଙ୍କର ଲଗାତାର ଅପରେସନ ଏବଂ ଲୋକଙ୍କୁ ମୁଖ୍ୟସ୍ରୋତରେ…

ପୁଣି ରେଳ ଦୁର୍ଘଟଣା : ରାଉରକେଲାରେ ମାଲଗାଡ଼ିର ଦୁଇଟି ବଗି ଲାଇନଚ୍ୟୁତ

ରାଉରକେଲା: ସ୍ଥାନୀୟ ମାଲଗୋଦାମ ରେଳସାଇଡିଂରେ ବୁଧବାର ସକାଳୁ ମାଲଗାଡ଼ି ପାଚେରୀ ଭାଙ୍ଗି ବସ୍ତି ଭିତରକୁ ପଶି ଯିବା ଘଟଣାକୁ ଲୋକେ ଭୁଲିପାରି ନଥିବା ବେଳେ ଷ୍ଟିଲ୍‌ ସିଟି ରାଉରକେଲାରେ ପୁଣି ରେଳ ଦୁର୍ଘଟଣା ଘଟିଛି। ଷ୍ଟେସନର ଚାରି ନମ୍ବର ପ୍ଲାଟଫର୍ମ ନିକଟରେ…

ବିପିୟୁଟିର ୧୧ତମ ସମାବର୍ତ୍ତନ ସମାରୋହ ଉଦ୍‌ଘାଟିତ

ରାଉରକେଲା : ଆଜି ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟର ୧୧ତମ ସମାବର୍ତ୍ତନ ଉତ୍ସବ ଉଦଘାଟିତ ହୋଇଛି । ଉକ୍ତ ସମାବର୍ତ୍ତନ ସମାରୋହ ସଭାରେ ଓଡ଼ିଶାର ରାଜ୍ୟପାଳ ଏବଂ ବିଶ୍ୱବିଦ୍ୟାଳୟର କୁଳାଧିପତି ଡ଼ ହରିବାବୁ କାମ୍ବମପତି ଅଧ୍ୟକ୍ଷତା କରିବା ସହିତ ଏହାକୁ ଶୁଭାରମ୍ଭ…

ପଶ୍ଚିମବଙ୍ଗ ଉପକୂଳରେ ଉଡ଼ନ୍ତା ମାଛ

ଗୋପାଳପୁର: ପଶ୍ଚିମବଙ୍ଗ ଉପକୂଳରେ ଉଡ଼ନ୍ତା ମାଛ। କଥାଟି ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ୍ୟ। ଏପରି ଉଡ଼ନ୍ତା ମାଛକୁ ଠାବ କରିଛି ଗୋପାଳପୁରସ୍ଥିତ ଭାରତୀୟ ପ୍ରାଣୀ ସର୍ବେକ୍ଷଣ କେନ୍ଦ୍ର। ପ୍ରଥମ ଥର ପାଇଁ ଏହି ପ୍ରଜାତିର ଉଡ଼ନ୍ତା ମାଛ ‘ଚେଲିପୋଗନ ଆର୍ର୍ଟିସେପ୍ସ’କୁ ଚିହ୍ନଟ…

୨ ନାବାଳକ ମୃତ୍ୟୁ ଘଟଣା: ଅନୁକମ୍ପାମୂଳକ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ବର ଉପକଣ୍ଠ ବାଲିଅନ୍ତା ବ୍ଲକ ଅନ୍ତର୍ଗତ ରଙ୍ଗବଜାର ନିକଟ କୁଆଖାଇରେ ସରସ୍ୱତୀ ମୂର୍ତ୍ତି ବିସର୍ଜନ ବେଳେ ଦୁଇ ଛାତ୍ରଙ୍କ ପ୍ରାଣହାନୀ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି। ସାମାଜିକ…

ମହିଳା ସ୍ୱାସ୍ଥ୍ୟକର୍ମୀଙ୍କ ନିଯୁକ୍ତି ଦ୍ଵନ୍ଦ ହଟିଲା: ଓଡ଼ିଶା ହାଇକୋର୍ଟଙ୍କ ସ୍ଥଗିତାଦେଶ କୋହଳ

କଟକ,୫ା୨: ଓଡ଼ିଶା ହାଇକୋର୍ଟ ବୁଧବାର ତାଙ୍କର ପୂର୍ବ ସ୍ଥଗିତାଦେଶକୁ କୋହଳ କରିବା ସହିତ ୨୭୫୩ ଜଣ ବହୁମୁଖୀ ସ୍ୱାସ୍ଥ୍ୟ କର୍ମୀ (MPHW)ଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବାକୁ ଅନୁମତି ଦେଇଛନ୍ତି। ଓଏସଏସଏସସି MPHW ନିଯୁକ୍ତିକୁ ଚ୍ୟାଲେଞ୍ଜ କରି ଅନେକ ପ୍ରାର୍ଥୀ ଆବେଦନ…

ପୁରୀ-କୋଣାର୍କ ବୁଲିଲେ ଷୋଡ଼ଶ ଅର୍ଥ କମିଶନ: ସହରର ଉନ୍ନତିକରଣ, ଭିତ୍ତିଭୂମି ବିକାଶ ପାଇଁ ଆଲୋଚନା

ଭୁବନେଶ୍ୱର, ୫ା୨: ଓଡିଶାକୁ ଚାରିଦିନିଆ ଗସ୍ତରେ ଆସିଥିବା ଷୋଡ଼ଶ ଅର୍ଥ କମିଶନ ଅଧ୍ୟକ୍ଷ ଡ଼ଃ ଅରବିନ୍ଦ ପାନାଗାରିଆଙ୍କ ନେତୃତ୍ୱରେ ଦ୍ଵିତୀୟ ଦିନରେ ଶ୍ରୀକ୍ଷେତ୍ର ପୁରୀ ଗସ୍ତରେ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଛନ୍ତି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପରେ କମିଶନର ସଦସ୍ୟମାନେ…

ବାରବାଟୀ ଦିନିକିଆ: କାଉଣ୍ଟର ଟିକେଟ୍‌ ନପାଇ ନିରାଶ ହେଲେ କ୍ରିକେଟ୍‌ପ୍ରେମୀ

କଟକ: ଭାରତ ଓ ଇଂଲଣ୍ଡ ମଧ୍ୟରେ ଆସନ୍ତା ୯ ତାରିଖ ଦିନ ବାରବାଟୀ ଷ୍ଟାଡିୟମ୍‌ରେ ଖେଳାଯିବାକୁ ଥିବା ଦ୍ବିତୀୟ ଦିନିକିଆ ମ୍ୟାଚ୍‌ ପାଇଁ ଆଜି ସନ୍ଧ୍ୟାରେ କାଉଣ୍ଟର ଟିକେଟ୍‌ ବିକ୍ରି ଶେଷ ହୋଇଛି। କଟକ ଡିସିପି ଜଗମୋହନ ମୀନା ଗଣମାଧ୍ୟମକୁ ଏହି…

ଡଙ୍ଗାବୁଡ଼ି ଦୁଇ ଛାତ୍ର ନିଖୋଜ ଘଟଣା: ୪ଦିନ ପରେ ଜଣକ ମୃତଦେହ ଉଦ୍ଧାର

ଲମତାପୁଟ: ଜିଲ୍ଲାର ମାଛକୁଣ୍ଡ ଥାନା ଅନ୍ତର୍ଗତ ଜଲାପୁଟ ଜଳଭଣ୍ଡାରରେ ଡଙ୍ଗା ବୁଡ଼ି ଦୁଇ ଛାତ୍ର ନିଖୋଜ ଘଟଣାକୁ ଆଜିକୁ ୪ଦିନ ପରେ ଜଣଙ୍କର ମୃତଦେହ ଉଦ୍ଧାର ହୋଇଥିବା ଜଣାଯାଇଛି। ଆଉ ଜଣେ ନାବାଳକ ଏବେବି ନିଖୋଜ ଅଛନ୍ତି। ଉଦ୍ଧାର ହୋଇଥିବା ମୃତଦେହ…