ମାଟ୍ରିମୋନି ସାଇଟରେ ମିଛ ପ୍ରୋଫାଇଲ କରି ଲୁଟ୍: ଯୁବତୀଙ୍କଠାରୁ ୩ ଲକ୍ଷ ଠକେଇ ଅଭିଯୋଗ
ଭୁବନେଶ୍ୱର: ଅଭିନବ ଉପାୟରେ ସାଇବର ଠକେଇ । ମାଟ୍ରିମୋନି ସାଇଟରେ ମିଛ ପ୍ରୋଫାଇଲ କରି ଲୁଟ୍ । ସୁନ୍ଦରୀ ଝିଅଙ୍କୁ ମାରୁଥିଲେ ଚୁନା । ଏହି ଘଟଣା ସାମ୍ନାକୁ ଆସିବା ପରେ ଏବେ ମାଟ୍ରିମୋନିଆଲ ସାଇଟ୍ ରେ ଯୁବକ ଖୋଜୁଥିବା ଯୁବତୀମାନେ…