Month: February 2025

ବାପାର ମୃତଦେହ ନେଇ ଫେରିବା ବେଳେ ଦୁର୍ଘଟଣା: ପୁଅ, ଜ୍ୱାଇଁ ସହ ୩ ମୃତ

ଭଦ୍ରକ: ଡମ୍ଫରକୁ ଧକ୍କା ଦେଲା ଆମ୍ବୁଲାନ୍ସ, ଚାଲିଗଲା ୩ ଜୀବନ। ଜଣେ ଗୁରୁତର। ୧୬ ନମ୍ବର ଜାତୀୟ ରାଜପଥ ଚରମ୍ପା ନିକଟରେ ଡମ୍ଫରକୁ ପଛରୁ ଆମ୍ବୁଲାନ୍ସ ଧକ୍କା ଦେବା ପରେ ଏହି ଦୁର୍ଘଟଣା ଘଟିଛି। । ବାପାଙ୍କ ମୃତଦେହ ନେଇ ଫେରୁଥିବାବେଳେ…

୬.୮୧ ଲକ୍ଷ କୋଟିକୁ ବଢିଲା ପ୍ରତିରକ୍ଷା ବଜେଟ୍

ନୂଆଦିଲ୍ଲୀ : ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ କେନ୍ଦ୍ରୀୟ ବଜେଟରେ ପ୍ରତିରକ୍ଷା ମନ୍ତ୍ରଣାଳୟ ପାଇଁ ରେକର୍ଡ ୬.୮୧ ଲକ୍ଷ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି, ଯାହା କି ପୂର୍ବ ବର୍ଷ ତୁଳନାରେ ୯.୫୩% ଅଧିକ। ଏହି ରାଶି ଦେଶର ଆନୁମାନିକ ଜିଡିପିର…

ସୁରକ୍ଷାକର୍ମୀଙ୍କୁ ବଡ ସଫଳତା: ଏନକାଉଣ୍ଟରରେ ୮ନକ୍ସଲ ନିପାତ

ମାଲକାନଗିରି: ସୁରକ୍ଷାକର୍ମୀଙ୍କୁ ଶନିବାର ମିଳିଛି ବଡ ସଫଳତା। ଏନକାଉଣ୍ଟରରେ ୮ ନକ୍ସଲ ନିପାତ । ସୂଚନାନୁସାରେ, ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ନକ୍ସଲ ପ୍ରଭାବିତ ବିଜାପୁର ଜିଲ୍ଲାରେ ସୁରକ୍ଷା ବାହିନୀଙ୍କ ସର୍ଚ୍ଚ ଅପରେସନ ବେଳେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମଧ୍ୟରେ ଗୁଳିବିନିମୟ…

୧୩ରେ ବିଧାନସଭା ସମ୍ମୁଖରେ ଧାରଣା ଦେବ ନିଖିଳ ଓଡ଼ିଶା ଜୀବିକା ମିଶନ ଇସି ସଂଘ

ଛତ୍ରପୁର : ପୁନର୍ଗଠନ ଆଳରେ ଓଡିଶାରେ ୨୫ ଵର୍ଷ ଧରି ଜୀବିକା ମିଶନ ଓ ୧୧ ଵର୍ଷ ଧରି ମିଶନ ଶକ୍ତିରେ କାର୍ଯ୍ୟ କରୁଥିବା ଲକ୍ଷାଧିକ କାର୍ଯ୍ୟକାରୀ ସଦସ୍ୟଙ୍କୁ ଛଟେଇ କରିବା ଯୋଜନା ପ୍ରତିବାଦରେ ଶୁକ୍ରବାର ଗଞ୍ଜାମ ଜିଲାରେ କାର୍ଯ୍ୟରତ ହଜାର…

ଏ ବଜେଟ୍ ମଧ୍ୟବିତ୍ତଙ୍କ ପକେଟ ଭରିବ : ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆସିଲା ବଜେଟ୍, ଆସିଲା ମୋଦିଙ୍କ ବୟାନ । ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଉପସ୍ଥାପନ କରି ସାରିବା ପରେ ପ୍ରତିକ୍ରିୟା ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଚଳିତ ଥରର ବଜେଟକୁ ସାଧାରଣ ଲୋକଙ୍କ…

କେନ୍ଦ୍ର ବଜେଟରେ ନିରାଶ ଓଡ଼ିଶା

ଭୁବନେଶ୍ୱର: ନିର୍ବାଚନ ସମୟରେ ବିଜେପି ଓଡିଶାବାସୀଙ୍କୁ ବହୁତ ବଡ ବଡ ପ୍ରତିଶ୍ରୁତି ଦେଇଥିଲା। ଗତଥର ଭଳି ଚଳିତ ଥର ମଧ୍ୟ କେନ୍ଦ୍ର ବଜେଟରେ ଓଡିଶା ପାଇଁ କିଛି ନାହିଁ। ୨୦୨୫-୨୬ରେ ରାଜ୍ୟ ପାଇଁ କୌଣସି ସ୍ୱତନ୍ତ୍ର ଯୋଜନା ବା ଘୋଷଣା କରିନାହିଁ।…

ମୟୂରଭଞ୍ଜ ମାଟି ହେଉଛି କଳା ଓ ସଂସ୍କୃତିର ମାଟି – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର; ମୟୂରଭଞ୍ଜ ଜିଲାର ଗୌରବଜ୍ଜଳ ଇତିହାସ ସର୍ବଜନ ବିଦିତ। ଓଡ଼ିଶା ମାଟିକୁ ବିଭିନ୍ନ କ୍ଷେତ୍ରରେ ମୟୂରଭଞ୍ଜର ଅବଦାନ ଅତୁଳନୀୟ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱର୍ ଠାରେ ଆୟୋଜିତ ମୟୂରଭଞ୍ଜ ଉତ୍ସବ ଅବସରରେ କହିଛନ୍ତି। ଭୁବନେଶ୍ୱର ଉତ୍କଳ ମଣ୍ଡପ…

ଟ୍ୟାକ୍ସ ଛାଡ ଘୋଷଣା ପରେ ପ୍ରଧାନମନ୍ତ୍ରୀ ଏବଂ ଅର୍ଥମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କେନ୍ଦ୍ର ସରକାରଙ୍କ ବଜେଟ୍ ୨୦୨୫-୨୬ରେ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ । ଏଥିପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ କୃତଜ୍ଞତା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ…

ଲଗାତାର ୮ମ ଥର ପାଇଁ ନିର୍ମଳାଙ୍କ ବଜେଟ୍ ଉପସ୍ଥାପନ: ୧ ଘଣ୍ଟା ୧୪ ମିନିଟର ଅଭିଭାଷଣ

ନୂଆଦିଲ୍ଲୀ: ଉପସ୍ଥାପିତ ହେଲା ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ । କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଉପସ୍ଥାପିତ କଲେ ବଜେଟ୍ । ବିଭିନ୍ନ କ୍ଷେତ୍ର ପାଇଁ ଏହି ବଜେଟରେ ବଡ ଘୋଷଣା କରାଯାଇଥିବା ବେଳେ ଠିକ୍ ଦିନ ୧୧ଟା ସମୟରେ ଅର୍ଥମନ୍ତ୍ରୀ…

ରାଜ୍ୟରେ ଧୀରେ ଧୀରେ ବଢ଼ୁଛି ତାତି, କୁହୁଡି ପାଇଁ ୧୬ ଜିଲ୍ଲାକୁ ୨୪ ଘଣ୍ଟା ୟେଲୋ ଆଲର୍ଟ

ରାଜ୍ୟରେ ଧୀରେ ଧୀରେ ତାତି ବଢ଼ୁଥିବାରୁ ଟାଇ ଟାଇ ଖରା ସହ ଅସ୍ୱାଭାବିକ ଗରମ ଦେଖିବାକୁ ମିଳିଛି ।ସ୍ବାଭାବିକ ଠାରୁ ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହୋଇଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।ଫଳରେ ରାଜ୍ୟରେ…